ଆଉ ୩ ବର୍ଷ ବୃଦ୍ଧି ହେବ ଭାରତୀୟ ହକିର ସ୍ପନସରସିପ୍
ଭୁବନେଶ୍ବର: ହକି ପାଇଁ ଓଡ଼ିଶାକୁ ବିଶ୍ଵରେ ଗୋଟିଏ ଅଲଗା ପରିଚୟ ମିଳିଛି। ଭାରତୀୟ ହକି ଦଳର ବିକାଶରେ ଓଡ଼ିଶାର ପ୍ରଶଂସନୀୟ ଅବଦାନ ରହିଛି ବୋଲି ରାଜ୍ୟ ଅତିଥି ଭବନ ଠାରେ ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ ଓ ମହାସଚିବ…
ଭୁବନେଶ୍ବର: ହକି ପାଇଁ ଓଡ଼ିଶାକୁ ବିଶ୍ଵରେ ଗୋଟିଏ ଅଲଗା ପରିଚୟ ମିଳିଛି। ଭାରତୀୟ ହକି ଦଳର ବିକାଶରେ ଓଡ଼ିଶାର ପ୍ରଶଂସନୀୟ ଅବଦାନ ରହିଛି ବୋଲି ରାଜ୍ୟ ଅତିଥି ଭବନ ଠାରେ ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ ଓ ମହାସଚିବ…
ବେଙ୍ଗାଲୁରୁ: ଟି-୨୦ ବିଶ୍ବକପ୍ ୨୦୨୪ର ସୁପର-୮ରେ ଭାରତୀୟ ଦଳ ଆଜି ଆଫଗାନିସ୍ତାନ ବିପକ୍ଷ ମୁକାବିଲା ପାଇଁ ପ୍ରସ୍ତୁତି ଚଳାଇଥିବା ବେଳେ ଅନ୍ୟପଟେ ଭାରତୀୟ କ୍ରିକେଟ ଜଗତରେ ଏକ ଦୁଃଖଦ ଘଟଣା ଘଟିଛି । ପୂର୍ବତନ ଭାରତୀୟ ଦ୍ରୁତ ବୋଲର ଡେଭିଡ୍ ଜନସନଙ୍କ…
ନୂଆଦିଲ୍ଲୀ : ଜାଭେଲିନ୍ ଥ୍ରୋରେ ନୀରଜ ଚୋପ୍ରା ଦୋହା ଡାଇମଣ୍ଡ ଲିଗରେ ଦ୍ଵିତୀୟ ସ୍ଥାନ ହାସଲ କରିଛନ୍ତି। ନୀରଜ ଜାଭେଲିନକୁ ୮୮.୩୬ ମିଟର ଦୂରତାରେ ଫିଙ୍ଗି ଦେଇଥିଲେ ଏବଂ ମାତ୍ର ଦୁଇ ସେଣ୍ଟିମିଟର ବ୍ୟବଧାନରେ ଶୀର୍ଷ ସ୍ଥାନରୁ ବଞ୍ଚିତ ହୋଇଥିଲେ। ଜାକବ…
ନୂଆଦିଲ୍ଲୀ: ଭାରତର ଷ୍ଟାର ଅଲିମ୍ପିକ୍ସ ପଦକ ବିଜେତା କୁସ୍ତି ଯୋଦ୍ଧା ବଜରଙ୍ଗ ପୁନିଆଙ୍କୁ ଝଟକା ଲାଗିଛି। ଜାତୀୟ ଆଣ୍ଟି-ଡୋପିଂ ଏଜେନ୍ସି (ନାଡା) ଦ୍ୱାରା ବଜରଙ୍ଗ ପୁନିଆଙ୍କୁ ନିଲମ୍ବିତ କରାଯାଇଛି। ତେବେ ଏହି ନିଲମ୍ବନ ସାମୟିକ ବୋଲି କୁହାଯାଉଥିବା ବେଳେ ଯେପର୍ଯ୍ୟନ୍ତ ଏହା…
ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ମାସରୁ ଆରମ୍ଭ ହେବାକୁ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ସ୍କ୍ୱାଡ ଘୋଷଣା କରାଯାଇଛି। ବିସିସିଆଇର ମୁଖ୍ୟ ଚୟକର୍ତ୍ତା ଅଜିତ ଅଗକର ୧୫ ଜଣିଆ ଟିମରେ ଥିବା ଖେଳାଳିଙ୍କ ନାଁ ସାର୍ବଜନୀନ କରିଛନ୍ତି। ପୂର୍ବ ସୂଚନା ମୁତାବକ…
ନୂଆଦିଲ୍ଲୀ : ରାଜ୍ୟଗୋଷ୍ଠୀ କ୍ରୀଡ଼ା ଓ ଏସିଆନ ଗେମ୍ସରେ ଭାରତର ପାଇଁ ସ୍ୱର୍ଣ୍ଣ ଜିତିଥିଲା ଷ୍ଟାର ରେସଲର ଭିନେଶ ଫୋଗାଟଙ୍କୁ ମିଳିଛି ଅଲିମ୍ପିକ୍ସ ଟିକେଟ। ସେ ମହିଳା ବର୍ଗର ୫୦ କେଜି ବର୍ଗରେ ଚଳିତ ବର୍ଷ ପ୍ୟାରିସରେ ହେବାକୁ ଥିବା ଅଲିମ୍ପିକ୍ସରେ…
ପର୍ଥ: ଭାରତୀୟ ହକି ଦଳକୁ ଅଷ୍ଟ୍ରେଲିଆ ଦଳ ୫-୧ ଗୋଲ୍ରେ ପରାଜିତ କରିଛି। ଶନିବାର ପର୍ଥଠାରେ ଖେଳାଯାଇଥିବା ୫ ଟିକିଆ ସିରିଜ୍ର ଓପନିଂ ମ୍ୟାଚ୍ରେ ଭାରତୀୟ ଦଳ ଶୋଚନୀୟ ଭାବେ ପରାଜିତ ହୋଇଛି। ଭାରତୀୟ ଦଳ ଅଷ୍ଟ୍ରେଲିଆ ସହ କଡ଼ା ମୁକାବିଲା…
ବେଙ୍ଗାଲୁରୁ: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୪ର ଷଷ୍ଠ ମ୍ୟାଚ୍ରେ ସୋମବାର ପଞ୍ଜାବ କିଙ୍ଗ୍ସ(ପିବିକେଏସ୍)କୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି) ୪ ୱିକେଟ୍ରେ ପରାସ୍ତ କରିଛି। ସ୍ଥାନୀୟ ଏମ୍ ଚିନ୍ନାସ୍ବାମୀ ଷ୍ଟାଡିୟମରେ ବେଙ୍ଗାଲୁରୁ ୧୭୭ ରନ୍ର ବିଜୟ ଲକ୍ଷ୍ୟ ନେଇ ବ୍ୟାଟିଂ କରିଥିଲା।…
ଭୁବନେଶ୍ୱର: ଭୁବନେଶ୍ୱରରେ ଟିମ ଇଣ୍ଡିଆର ପୂର୍ବତନ କୋଚ୍ ରବି ଶାସ୍ତ୍ରୀ l ରାଜଧାନୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଆସିଛନ୍ତି l ନିକଟରେ ଭାରତ ଦିନିକିଆ ବିଶ୍ୱକପ ପରାଜିତ ହୋଇଥିବା ବେଳେ ଆଗକୁ T20 ବିଶ୍ୱକପ ରହିଛି l ଏହା…
ଭାରତୀୟ କୁସ୍ତି ମହାସଂଘ ତଥା ଡବ୍ଲୁଏଫ୍ଆଇ ଉପରୁ ହଟିଲା ବ୍ୟାନ୍। ଏଥିସହ ଭାରତୀୟ କୁସ୍ତି ମହାସଂଘ ପାଇଁ ଗଠନ କରିଥିବା ଆଡ୍ ହକ୍ କମିଟିକୁ ମଧ୍ୟ ଭଙ୍ଗ କରାଯାଇଛି। ଏନେଇ ଇଣ୍ଡିଆନ୍ ଅଲିମ୍ପିକ୍ ଆସୋସିଏସନ୍ ଘୋଷଣା କରିଛି। ୟୁନାଇଟେଡ୍ ୱାର୍ଲ୍ଡ ରେସଲିଂ…