Category: ଖେଳ

ବଦଳିବ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋରର ନାଁ!

ବାଙ୍ଗାଲୋର : ଆଉ ଗୋଟିଏ ସପ୍ତାହ ପରେ ଆଇପିଏଲର ୨୦୨୪ ସଂସ୍କରଣ ଆରମ୍ଭ ହେବ। ଏହି ସଂସ୍କରଣରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋର(ଆରସିବି) ନୂଆ ନାଁରେ ଖେଳିପାରେ। ପ୍ରାଞ୍ଚାଇଜ ପକ୍ଷରୁ ଗୋଟିଏ ପ୍ରମୋସନାଲ ଭିଡିଓ ସୋଶାଲ ମିଡିଆରେ ପୋଷ୍ଟ କରାଯାଇଛି। ଏଥିରୁ ସଙ୍କେତ…

ଜାଣନ୍ତୁ – କେଉଁ ସବୁ ଖେଳାଳି ଖେଳିବେନି ଆଇପିଏଲ

ନୂଆଦିଲ୍ଲୀ : ମାର୍ଚ୍ଚ ୨୨ରୁ ଆରମ୍ଭ ହେବ ଆଇପିଏଲ ମହାକୁମ୍ଭ। ଏହାପୂର୍ବରୁ ଜଣଙ୍କ ପରେ ଜଣେ ଖେଳାଳି ବ୍ୟକ୍ତିଗତ କାରଣ ଦର୍ଶାଇ ଟୁର୍ଣ୍ଣାମେଣ୍ଟରୁ ଓହରି ଯାଉଛନ୍ତି। ପୂର୍ବରୁ ଏକାଧିକ ଖେଳାଳି ଆଇପିଏଲରୁ ଓହରି ଥିବା ବେଳେ ଏହି ତାଲିକାରେ ଏବେ ହ୍ୟାରୀ…

ଟେଷ୍ଟ ଖେଳାଳୀଙ୍କ ଉପରେ ଧନବର୍ଷା କଲା ବିସିସିଆଇ

କୋଲକାତା: ଟିମ୍ ଇଣ୍ଡିଆ ୧୧୨ ବର୍ଷ ପରେ ଧର୍ମଶାଳା ଟେଷ୍ଟରେ ଇଂଲଣ୍ଡର ରେକର୍ଡ ଭାଙ୍ଗିଛି। ହିମାଚଳପ୍ରଦେଶର ଧର୍ମଶାଳାରେ ଚାଲିଥିବା ପଞ୍ଚମ ଟେଷ୍ଟରେ ଭାରତ ଇଂଲଣ୍ଡକୁ ଗୋଟିଏ ଇନିଂସ ଏବଂ ୬୪ ରନରେ ଇଂଲଣ୍ଡକୁ ପରାଜିତ କରିଛି। ଟିମ୍ ଇଣ୍ଡିଆ ସିରିଜକୁ ୪-୧ରେ…

କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ପଦ୍ମଶ୍ରୀ ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର: ଥାଇଲାଣ୍ଡରେ ଅନୁଷ୍ଠିତ ହୋଇଥିବା ବିଡବ୍ଲୁଏଫ ବିଶ୍ୱ ପାରା ଚମ୍ପିୟାନସିପ ୨୦୨୪ ରେ ଗୋଟିଏ ସ୍ବର୍ଣ୍ଣ ଓ ଦୁଇଟି ବ୍ରୋଞ୍ଜ ପଦକ ବିଜୟୀ ପଦ୍ମଶ୍ରୀ ପ୍ରମୋଦ ଭଗତଙ୍କୁ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି I ଆଜି ସ୍ଥାନୀୟ…

ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟରେ ବିଜୟୀ ହେଲା ଟିମ୍ ଇଣ୍ଡିଆ

ନୂଆଦିଲ୍ଳୀ: ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟରେ ବିଜୟ ସହ ସିରିଜ ନିଜ ନାଁରେ କରିଛି ଟିମ୍ ଇଣ୍ଡିଆ । ଶେଷ ମ୍ୟାଚ୍ ପୂର୍ବରୁ ସିରିଜ କବଜା କରିଛି ରୋହିତ ବାହିନୀ । ୫ ୱିକେଟ ହରାଇ ୧୯୨ ରନର ବିଜୟଲକ୍ଷ୍ୟକୁ ହାସଲ…

ନବକଳେବର ହେବ ବାରବାଟୀ ଷ୍ଟାଡିୟମ; ୬୦ ହଜାରକୁ ବଢିବ ସିଟ୍ ସଂଖ୍ୟା

କଟକ: ଐତିହାସିକ ବାରବାଟୀ ଷ୍ଟାଡିୟମର ନବକଳେବର ହେବ। ଷ୍ଟାଡିୟମର ରୂପରେଖ ବଦଳିଯିବ। ଏନେଇ ଆଜି ସକାଳୁ ୫-ଟି ଅଧକ୍ଷ ଭି କାର୍ତ୍ତିକ ପାଣ୍ଡିଆନ ଷ୍ଟାଡିୟମ ବୁଲି ଦେଖିବା ପରେ ଓସିଏର ସମସ୍ତ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବା ସହ ଷ୍ଟାଡିୟମର ସମସ୍ତ…

୩ୟ ଟେଷ୍ଟ: ଭାରତର ସବୁଠୁ ବଡ଼ ଟେଷ୍ଟ ବିଜୟ, ଇଂଲଣ୍ଡକୁ ୪୩୪ ରନରେ ହରାଇଲା

ରାଜକୋଟ୍ : ରାଜକୋଟ ଟେଷ୍ଟରେ ବଡ଼ ବିଜୟ ହାସଲ କରିଛି ଭାରତ । ଇଂଲଣ୍ଡକୁ ୪୩୪ ରନର ବିଶାଳ ବ୍ୟବଧାନରେ ପରାସ୍ତ କରି ସିରିଜରେ ୨-୧ରେ ଆଗୁଆ ହୋଇଯାଇଛି ଟିମ୍ ଇଣ୍ଡିଆ । ଆଜିର ବିଜୟକୁ ଭାରତର ସବୁଠାରୁ ବଡ଼ ଟେଷ୍ଟ…

ଭାରତ ବିପକ୍ଷରେ ୨୮ ରନ୍‌ରେ ଇଂଲଣ୍ଡ ବିଜୟୀ

ହାଇଦ୍ରାବାଦ୍‌: ସ୍ଥାନୀୟ ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମ୍‌ରେ ଭାରତ ବିପକ୍ଷରେ ଇଂଲଣ୍ଡ ପ୍ରଥମ ଟେଷ୍ଟ ମ୍ୟାଚ୍‌କୁ ୨୮ ରନ୍‌ରେ ବିଜୟ ହାସଲ କରିଛି। ଚତୁର୍ଥ ଦିନରେ ରବିବାର ଭାରତର ଶେଷ କ୍ରମର ଖେଳାଳି ଶ୍ରୀକର ଭରତ (୨୮), ରବିଚନ୍ଦ୍ରନ ଅଶ୍ବିନ (୨୮),…

ମାର୍ଚ୍ଚରୁ ଆରମ୍ଭ ହେବ IPL ଫାଇଟ୍ !

ନୂଆଦିଲ୍ଲୀ : ମାର୍ଚ୍ଚରୁ ଆରମ୍ଭ ହୋଇପାରେ ଫଟାଫଟ୍ କ୍ରିକେଟ ଆଇପିଏଲ୍ ସମର୍। ୧୭ତମ ଆଇପିଏଲ୍ ମାର୍ଚ୍ଚ ୨୨ରୁ ଆରମ୍ଭ ହେବାର ସମ୍ଭାବନା ରହିଛି।ଲୋକସଭା ନିର୍ବାଚନ ତାରିଖ ଘୋଷଣା ପରେ ଟୁର୍ନାମେଣ୍ଟ ତାରିଖ ସ୍ପଷ୍ଟ ହୋଇଯିବ। କ୍ରିକବୁଜ୍ ରିପୋର୍ଟ ଅନୁଯାୟୀ, ଆଇପିଏଲ ଟୁର୍ନାମେଣ୍ଟ…

ପତ୍ନୀ ଥାଉ ଥାଉ ଅନ୍ୟତ୍ର ବିବାହ କଲେ ସାନିଆଙ୍କ ସ୍ବାମୀ

ନୂଆଦିଲ୍ଲୀ: ଭାରତୀୟ ଟେନିସ୍‌ ତାରକା ସାନିଆ ମିର୍ଜା ଓ ପାକିସ୍ତାନ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ସୋଏବ୍‌ ମଲ୍ଲିକଙ୍କ ବୈବାହିକ ଜୀବନ ଶେଷରେ ଭିନ୍ନ ମୋଡ଼ ନେଇଛି। କାରଣ ଦ୍ବିତୀୟ ବିବାହ କରି ସାରିଛନ୍ତି ସାନିଆଙ୍କ ସ୍ବାମୀ ସୋଏବ। ସେ ପାକିସ୍ତାନୀ…