Category: ଖେଳ

ଚାମ୍ପିଅନ୍ସ ଟ୍ରଫି ପାଇଁ ପାକିସ୍ତାନ ଯିବନି ଟିମ୍ ଇଣ୍ଡିଆ

ନୂଆଦିଲ୍ଲୀ: ଚାମ୍ପିୟନ୍ସ ଟ୍ରଫି ୨୦୨୫କୁ ନେଇ ସାମ୍ନାକୁ ଆସିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ । ପାକିସ୍ତାନ କ୍ରିକେଟ୍ ବୋର୍ଡକୁ ବଡ଼ ଝଟକା ଦେଇଛି ଟିମ୍ ଇଣ୍ଡିଆ। ଏକ ରିପୋର୍ଟ ଅନୁଯାୟୀ, ଭାରତୀୟ ଦଳ ଚାମ୍ପିୟନ୍ସ ଟ୍ରଫି ଖେଳିବାକୁ ପାଇଁ ପାକିସ୍ତାନ ଯିବ ନାହିଁ।…

ଦ୍ୱିତୀୟ ଦିନରେ ଝଡ଼ିଲା ୧୫ ୱିକେଟ, ନ୍ୟୁଜିଲ୍ୟାଣ୍ଡ ୧୪୩ ରନ ଆଗରେ

ମୁମ୍ବାଇ : ରୋମାଞ୍ଚକର ସ୍ଥିତିରେ ମୁମ୍ବାଇ ଟେଷ୍ଟ। ସମ୍ମାନ ରକ୍ଷା ପାଇଁ ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ତୃତୀୟ ଟେଷ୍ଟ ଖେଳୁଥିବା ଟିମ ଇଣ୍ଡିଆ ଅପେକ୍ଷାକୃତ ସହଜ ସ୍ଥିତିରେ ରହିଛି। ପ୍ରଥମ ଇନିଂସରେ ୨୮ ରନର ଗୁରୁତ୍ୱପୂର୍ଣ୍ଣ ଲିଡ୍‌ ପାଇଥିବା ଭାରତ ଦ୍ୱିତୀୟ ଇନିଂସରେ…

ରିଙ୍କୁଙ୍କ ପାରିଶ୍ରମିକକୁ ୨୪ଗୁଣା ବୃଦ୍ଧି କଲେ ଶାହାରୁଖ

ମୁମ୍ବାଇ: ଆଇପିଏଲ ୨୦୨୫ ପୂର୍ବରୁ କିଛି ଫ୍ରାଞ୍ଚାଇଜ ଆଶ୍ଚର୍ଯ୍ୟଜନକ ଘୋଷଣା କରିଛନ୍ତି। କେକେଆର ଦଳର ଅଧିନାୟକ ଥିବା ଶ୍ରେୟସ ଆୟରଙ୍କୁ ରିଲିଜ କରିଦେଇଛି। ଦଳ ଅତିବେଶୀରେ ୬ ଜଣ ଖେଳାଳିଙ୍କୁ ରିଟେନ କରି ବାକି ସମସ୍ତ ଖେଳାଳିଙ୍କୁ ରିଲିଜ କରି ଦେଇଛି।…

ପ୍ରଥମ ଟେଷ୍ଟ : ଭାରତ ମାତ୍ର ୪୬ ରନ୍‌ରେ ଅଲ୍‌ ଆଉଟ୍, ଜବାବରେ ନ୍ୟୁଜିଲାଣ୍ଡର ୩ ୱିକେଟ ହରାଇ ୧୮୦ ରନ

ବେଙ୍ଗାଲୁରୁ : ବେଙ୍ଗାଲୁରୁର ଏମ ଚିନାସ୍ୱାମୀରେ ନ୍ୟୁଜିଲ୍ୟାଣ୍ଡ ଦେଖାଇଛି ଦବଦବା। ଭାରତ ଘରୋଇ ପରିବେଶରେ ହୋଇଛି ଘାଇଲା। ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟର ପ୍ରଥମ ଇନିଂସରେ ଭାରତ ମାତ୍ର ୪୬ ରନ କରି ଅଲଆଉଟ ହୋଇଛି। ଏହା ଘରୋଇ ମାଟିରେ ଭାରତର…

ହକି ଇଣ୍ଡିଆ ଲିଗ: ହରମନପ୍ରୀତ ସବୁଠାରୁ ଦାମୀ, ତାମିଲନାଡୁ ଡ୍ରାଗନ ପକ୍ଷରୁ ଖେଳିବେ ଅମିତ ରୋହିଦାସ

ହକି ଇଣ୍ଡିଆ ଲିଗ୍‌ର ୨୦୨୪-୨୫ ସଂସ୍କରଣ ପାଇଁ ଆଜି ଠାରୁ ଆରମ୍ଭ ହୋଇଛି ନିଲାମୀ ପ୍ରକ୍ରିୟା। ପ୍ରାୟ ୧ହଜାରୁ ଅଧିକ ଭାରତୀୟ ଓ ବିଦେଶୀ ହକି ଖେଳାଳି ନିଲାମ ପ୍ରକ୍ରିୟାରେ ସାମିଲ ହୋଇଛନ୍ତି। ଏଯାଏ ହୋଇଥିବା ନିଲାମୀ ପ୍ରକ୍ରିୟା ପରେ ଭାରତୀୟ…

ଭାରତ ୨-୦ରେ ସିରିଜ୍ ଜିତିଲା

କାନପୁର: ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ କାନପୁରରେ ୭ ୱିକେଟ୍‌ରେ ବାଂଲାଦେଶକୁ ପରାସ୍ତ କରି ଟେଷ୍ଟ ସିରିଜକୁ ୨-୦ରେ କବଜା କରିଛି। ବାଂଲାଦେଶ ଟିମ୍ ଇଣ୍ଡିଆକୁ ୯୫ରନ୍‌ର ଟାର୍ଗେଟ ଦେଇଥିଲା। ତେବେ ଭାରତୀୟ ଦଳ ତିନି ୱିକେଟ୍ ହରାଇ ଲକ୍ଷ୍ୟ…

ପ୍ରଥମ ଟେଷ୍ଟ : ଟାର୍ଗେଟ ୫୧୫, ବାଂଲାଦେଶ ୧୫୮/୪

ଚେନ୍ନାଇ : ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟକୁ ନିଜ ନିୟନ୍ତ୍ରଣରେ ରଖିଛି ଭାରତ। ବିଜୟ ପାଇଁ ବାଂଲାଦେଶକୁ ଭାରତ ୫୧୫ ରନର ବିଶାଳ ଟାର୍ଗେଟ ଦେଇଥିବା ବେଳେ ଭ୍ରମଣକାରୀ ଦଳ ବ୍ୟାକଫୁଟକୁ ଚାଲି ଯାଇଛି। ଖରାପ ଆଲୁଅ ପାଇଁ ତୃତୀୟ ଦିନ…

କମାଲ କରିଦେଲେ ଅଶ୍ୱିନ-ଜାଡେଜା ଯୋଡ଼ି, କମବ୍ୟାକ କଲା ଭାରତ

ଚେନ୍ନାଇ : କମାଲ କରିଛନ୍ତି ଭାରତର ସ୍ପିନିଂ ଯୋଡ଼ି ରବିଚନ୍ଦ୍ରନ ଅଶ୍ୱିନ ଓ ରବୀନ୍ଦ୍ର ଜାଡେଜା। ଏଥର ବୋଲିଂରେ ନୁହେଁ, ବ୍ୟାଟିଂରେ ଉଭୟ ଭାରତକୁ ବିପର୍ଯ୍ୟୟରୁ ଉଦ୍ଧାର କରିଛନ୍ତି। କେବଳ ଉଦ୍ଧାର କରି ନାହାନ୍ତି, ବରଂ ବାଂଲାଦେଶ ବିପକ୍ଷ ଟେଷ୍ଟରେ ଭାରତକୁ…

ଏସିଆନ ଚାମ୍ପିଅନ୍ସ ଟ୍ରଫି ହାତେଇଲା ଭାରତ

ବେଜିଂ: ଏସିଆନ ଚାମ୍ପିଅନ୍ସ ଟ୍ରଫି ଫାଇନାଲରେ ଭାରତ ଚୀନ୍‌କୁ ୧-୦ ଗୋଲରେ ପରାସ୍ତ କରିଛି। ଭାରତ ପାଇଁ ଜୁଗରାଜ ସିଂ ଏକମାତ୍ର ଗୋଲ ସ୍କୋର କରିଛନ୍ତି। ସେ ଅଧିନାୟକ ହରମାନପ୍ରୀତଙ୍କ ପାସ୍‌କୁ ଏକ ଗୋଲରେ ପରିଣତ କରିଥିଲେ। ଏହାପୂର୍ବରୁ ଭାରତ ସେମିଫାଇନାଲରେ…

ଏସିଆନ ହକି ଚାମ୍ପିଅନ୍ସ ଟ୍ରଫି; ପାକିସ୍ତାନକୁ ହରାଇଲା ଭାରତ

ନୂଆଦିଲ୍ଲୀ : ଚାଇନାରେ ଚାଲିଥିବା ଏସିଆନ ଚାମ୍ପିୟନ୍ସ ଟ୍ରଫିର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚରେ ପାକିସ୍ତାନକୁ ଧୂଳି ଚଟାଇଛି ଭାରତୀୟ ହକି ଟିମ। ଆଜିର ମ୍ୟାଚ୍‌କୁ ଭାରତ ୨-୧ରେ ଜିତି ନିଜର ଅପରାଜେୟ ଧାରା ଜାରି ରଖିଛି। ଗ୍ରୁପ ପର୍ଯ୍ୟାୟରେ ଅପରାଜେୟ…