Category: ଖେଳ

ଭାରତ ହାତରେ ପଞ୍ଚମ କାଂସ୍ୟ: କୁସ୍ତିରେ ଅମନଙ୍କୁ ପ୍ରଥମ ପଦକ

ପ୍ୟାରିସ୍‌: ଚଳିତ ପ୍ୟାରିସ୍‌ ଅଲିମ୍ପିକ୍ସରୁ ଭାରତକୁ ଶୁକ୍ରବାର ଷଷ୍ଠ ପଦକ ଆସିଯାଇଛି ପଞ୍ଚମ କାଂସ୍ୟ ରୂପରେ। ୫୭ କେଜି ପୁରୁଷ ଫ୍ରିଷ୍ଟାଇଲ୍‌ କୁସ୍ତିରେ ୨୧ ବର୍ଷୀୟ ଅମନ ସେରାୱତ ଭାରତକୁ ଚଳିତ ସଂସ୍କରଣରେ ପ୍ରଥମ ଏବଂ ଅଲିମ୍ପିକ୍ସ ଇତିହାସରେ ଅଷ୍ଟମ କୁସ୍ତି…

ପଦକ ବିଜେତା ହକି ଟିମ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିବା ଭାରତୀୟ ପୁରୁଷ ହକି ଟିମ ସହ ଫୋନରେ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭାରତୀୟ ଟିମ ଆଜି ସ୍ପେନକୁ ୨-୧ରେ ହରାଇବା ପରେ ପ୍ରଧାନମନ୍ତ୍ରୀ ପ୍ରଥମେ ଏକ୍ସ ଯୋଗେ ଶୁଭେଚ୍ଛା…

ପୁରୁଷ ହକିରେ ଭାରତକୁ ବ୍ରୋଞ୍ଜ, ସ୍ପେନକୁ ୨-୧ରେ ହରାଇଲା

ନୂଆଦିଲ୍ଲୀ: ପ୍ୟାରିସ୍ : ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତକୁ ଆଉ ଏକ ପଦକ ମିଳିଛି । ପୁରୁଷ ହକିରେ ଭାରତ ସ୍ପେନକୁ ୨-୧ରେ ହରାଇ ବ୍ରୋଞ୍ଜ ପଦକ ହାସଲ କରିଛି । ଏହା ସହିତ ଲଗତାର ୨ୟ ଥର ପାଇଁ ଭାରତ ଅଲିମ୍ପିକ୍ସ…

ସିରିଜ୍ ହାରିଲା ଭାରତ: ଶେଷ ମ୍ୟାଚ୍ ୧୧୦ ରନ୍‌ରେ ଜିତିଲା ଶ୍ରୀଲଙ୍କା

କଲମ୍ବୋ: କଲମ୍ବୋସ୍ଥିତ ଆର ପ୍ରେମାଦାସା ଷ୍ଟାଡିୟମରେ ଆୟୋଜକ ଶ୍ରୀଲଙ୍କା ବିପକ୍ଷରେ ତିନି ମ୍ୟାଚ୍ ବିଶିଷ୍ଟ ଏକଦିବସୀୟ ସିରିଜର ଶେଷ ତଥା ଅନ୍ତିମ ମ୍ୟାଚରେ ପରାଜୟ ସହିତ ଟିମ୍ ଇଣ୍ଡିଆ ଏକଦିବସୀୟ ହାରିଛି। ଶ୍ରୀଲଙ୍କା ଦୁଇଟି ମ୍ୟାଚ୍ ଜିତି ସିରିଜକୁ ୨-୦ରେ ଜିତି…

ଭିନେଶ ଡିସ୍‌କ୍ୱାଲିଫାଏଡ, ଷଡ଼ଯନ୍ତ୍ର ଅଭିଯୋଗ ଆଣିଲା ପରିବାର

ପ୍ୟାରିସ ଅଲିମ୍ପକ୍ସରେ ଫାଇନାଲ ମ୍ୟାଚ୍‌ ପୂର୍ବରୁ ଭାରତୀୟ ରେସଲର ଭିନେଶ ଫୋଗାଟ୍‌ ଲାଗିଛି ବଡ଼ ଝଟ୍‌କା। ସେ ଡିସ୍‌କ୍ୱାଲିଫାଏଡ୍‌ ଘୋଷିତ ହୋଇଛନ୍ତି। ଭାରତ ପାଇଁ ଗୋଲ୍ଡ ଆଶା ମଉଳି ଯାଇଛି। ତେବେ ଭିନେଶଙ୍କୁ ଅଯୋଗ୍ୟ ଘୋଷଣା ନେଇ ତାଙ୍କ ପରିବାର ଲୋକେ…

ଭିନେଶ ଫୋଗାଟ୍‌ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଭିନେଶ ଫୋଗାଟ୍‌ ଅସୁସ୍ଥ। ଡିସ୍‌କ୍ୱାଲିଫାଏଡ୍‌ ଘୋଷଣା ହେବା ପରେ ସେ ଚେତାଶୂନ୍ୟ ହୋଇପଡିଛନ୍ତି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡିହାଇଡ୍ରେସନ୍‌ ଯୋଗୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡିଥିବା ସୂତ୍ରରୁ ସୂଚନା ମିଳିଛି। ପ୍ୟାରିସର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଭିନେଶ ଫୋଗଟ ।…

ଜାଭେଲିନ୍ ଥ୍ରୋ: ଫାଇନାଲରେ ନୀରଜ

ପ୍ୟାରିସ୍: ଜାଭେଲିନ୍ ଥ୍ରୋରେ ଭାରତୀୟ ଖେଳାଳି ନୀରଜ ଚୋପ୍ରା ପୁଣି ଥରେ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି । ସେ ପ୍ରଥମ ଥ୍ରୋ ୮୯.୩୪ ମିଟର ଦୂରକୁ ଫିଙ୍ଗିଛନ୍ତି। ଏହା ସହିତ ସେ ଫାଇନାଲରେ ପହଞ୍ଚିଛନ୍ତି। ଚଳିତ ସିଜିନରେ ଏହା ହେଉଛି…

ଅଲିମ୍ପିକ୍ସ ହକି: ସେମିଫାଇନାଲରେ ଭାରତ

ପ୍ୟାରିସ୍: ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ରେ ରବିବାର ଭାରତୀୟ ହକି ଦଳ କ୍ୱାର୍ଟର ଫାଇନାଲରେ ଗ୍ରେଟ ବ୍ରିଟେନକୁ ସୁଟ୍‌ଆଉଟ୍‌ରେ ପରାଜିତ କରିଛି। ଏହି ବିଜୟ ସହିତ ଭାରତ ସେମି ଫାଇନାଲରେ ପହଞ୍ଚିଛି। ଭାରତ ଅଗଷ୍ଟ ୬ରେ ସେମିଫାଇନାଲ ଖେଳିବ। ଏହା ସହିତ ଭାରତ…

୫୨ ବର୍ଷ ପରେ ଅଲିମ୍ପିକ୍ସରେ ଅଷ୍ଟ୍ରେଲିଆକୁ ହରାଇଲା ଭାରତୀୟ ହକି ଟିମ

ଅଲିମ୍ପିକ୍ସରେ ଇତିହାସ ରଚିଛି ଭାରତୀୟ ପୁରୁଷ ହକି ଟିମ। ଦଳ ଆଜି ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ୩-୨ ଗୋଲରେ ହରାଇ ଦେଇଛି। ଏଥିସହ ଦୀର୍ଘ ୫୨ ବର୍ଷ ପରେ ଅଲିମ୍ପିକ୍ସରେ ଭାରତୀୟ ହକି ଟିମ ଅଷ୍ଟ୍ରେଲିଆକୁ ହରାଇବାର…

ପ୍ୟାରିସ ଅଲିମ୍ପିକ୍ସ: ଭାରତକୁ ଆଉ ଏକ ପଦକ, ମନୁ-ସରବଜୋତ ରଚିଲେ ଇତିହାସ

ପ୍ୟାରିସ : ପ୍ୟାରିସ ଅଲିମ୍ପିକ୍ସରୁ ଆସିଲା ଖୁସି ଖବର। ଐତିହାସକ ବିଜୟ ହାସଲ କରିଛନ୍ତି ଶୁଟର୍ ମନୁ ଭାକର ଓ ସରବଜୋତ ସିଂହ। ୧୦ ମିଟର ଏୟାର ପିସ୍ତଲ ମିକ୍ସଡ୍‌ ଟିମ୍‌ ଇଭେଣ୍ଟରେ ହାସଲ କରିଛନ୍ତି ବ୍ରୋଞ୍ଜ। ଏହି ବିଜୟ ସହ…