୫୨ ବର୍ଷ ପରେ ଅଲିମ୍ପିକ୍ସରେ ଅଷ୍ଟ୍ରେଲିଆକୁ ହରାଇଲା ଭାରତୀୟ ହକି ଟିମ
ଅଲିମ୍ପିକ୍ସରେ ଇତିହାସ ରଚିଛି ଭାରତୀୟ ପୁରୁଷ ହକି ଟିମ। ଦଳ ଆଜି ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍ରେ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ୩-୨ ଗୋଲରେ ହରାଇ ଦେଇଛି। ଏଥିସହ ଦୀର୍ଘ ୫୨ ବର୍ଷ ପରେ ଅଲିମ୍ପିକ୍ସରେ ଭାରତୀୟ ହକି ଟିମ ଅଷ୍ଟ୍ରେଲିଆକୁ ହରାଇବାର…