ତୃତୀୟ ଟି-୨୦: ଜିମ୍ବାୱେକୁ ୨୩ ରନ୍ରେ ହରାଇଲା ଭାରତ
ହରାରେ: ହରାରେ ଆଜି ଖେଳାଯାଇଥିବା ତୃତୀୟ ଟି-ଟ୍ୱେଣ୍ଟି ମ୍ୟାଚ୍ରେ ଜିମ୍ବାୱେକୁ ୨୩ ରନ୍ରେ ପରାସ୍ତ କରିଛି ଭାରତ। ଏହା ସହିତ ଏହି ସିରିଜ୍ରେ ୨-୧ରେ ଆଗୁଆ ରହିଛି ଟିମ୍ ଇଣ୍ଡିଆ। ଭାରତ ପ୍ରଥମେ ବ୍ୟାଟିଂ କରି ୪ ୱିକେଟ ହରାଇ ୧୮୨…
ହରାରେ: ହରାରେ ଆଜି ଖେଳାଯାଇଥିବା ତୃତୀୟ ଟି-ଟ୍ୱେଣ୍ଟି ମ୍ୟାଚ୍ରେ ଜିମ୍ବାୱେକୁ ୨୩ ରନ୍ରେ ପରାସ୍ତ କରିଛି ଭାରତ। ଏହା ସହିତ ଏହି ସିରିଜ୍ରେ ୨-୧ରେ ଆଗୁଆ ରହିଛି ଟିମ୍ ଇଣ୍ଡିଆ। ଭାରତ ପ୍ରଥମେ ବ୍ୟାଟିଂ କରି ୪ ୱିକେଟ ହରାଇ ୧୮୨…
ଭୁବନେଶ୍ୱର: ଆଗାମୀ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିବାକୁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଯୁବ ତାରକା କିଶୋର ଜେନା ଏବଂ ଅମିତ ରେହିଦାସଙ୍କୁ ଲକ୍ଷ୍ୟ ସାଧନ ଦିଗରେ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୫ ଲକ୍ଷ…
ହରାରେ : ଶନିବାର ଅପ୍ରତ୍ୟାଶିତ ଢଙ୍ଗରେ ଭାରତର ଯୁବ ବାହିନୀ ଜିମ୍ବାୱେ ଠାରୁ ହାରି ଯାଇଥିଲା। ହେଲେ ୨୪ ଘଣ୍ଟା ଭିତରେ ଜିମ୍ବାୱେ ଠାରୁ ଏହାର ମଧୁର ପ୍ରତିଶୋଧ ନେଇ ଶୁବମନ ଗିଲଙ୍କ ଭାରତୀୟ ଟିମ। ଦ୍ୱିତୀୟ ଟି-୨୦ରେ ଭାରତୀୟ ଟିମ…
ଅନ୍ତର୍ଜାତୀୟ ଟି-୨୦ କ୍ରିକେଟରୁ ବିଦାୟ ନେଇଛନ୍ତି ସାର୍ ରବୀନ୍ଦ୍ର ଜାଡେଜା। ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟି-୨୦ ବିଶ୍ଵକପ ଫାଇନାଲ ଜିତି ଭାରତ ଟାଇଟଲ ବିଜୟୀ ହେବା ପରେ ଜାଡେଜା ଅବସର ଘୋଷଣା କରିଛନ୍ତି। ପୂର୍ବରୁ ରୋହିତ ଶର୍ମା ଏବଂ ବିରାଟ କୋହଲି…
ଟି-୨୦ ବିଶ୍ୱକପ୍ ଟାଇଟଲ ହାତେଇଛି ଟିମ୍ ଇଣ୍ଡିଆ। ବିଶ୍ୱକପ୍ ବିଜୟୀ ହେବା ପରେ ଭାରତୀୟ କ୍ରିକେଟ ଟିମ୍କୁ ଛୁଟିଛି ଶୁଭେଚ୍ଛାର ସୁଅ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଭାରତୀୟ କ୍ରିକେଟ୍ ଦଳ ସହ ଫୋନ୍ରେ କଥା ହୋଇ ସମଗ୍ର ଦଳକୁ ବିଜୟ…
ଦକ୍ଷିଣ ଆଫ୍ରିକାକୁ ୭ ରନରେ ହରାଇଲା ଭାରତ ବ୍ରିଜଟାଉନ : ଭାରତ ଟି-୨୦ ବିଶ୍ବକପ୍ ଚାମ୍ପିଅନ ହୋଇଛି । ବାର୍ବାଡୋସର ବ୍ରିଜଟାଉନଠାରେ ଶନିବାର ଖେଳାଯାଇଥିବା ଫାଇନାଲରେ ଭାରତ ଦକ୍ଷିଣ ଆଫ୍ରିକାକୁ ୭ ରନରେ ପରାସ୍ତ କରି ଚାମ୍ପିଅନ ହୋଇଛି । ୧୭…
ନୂଆଦିଲ୍ଲୀ : ଭାରତୀୟ ମହିଳା ଦଳର ଡାଇନାମିକ ତଥା ଯୁବ ଓପନର ଶେଫାଲି ବର୍ମା ନୂଆ କୀର୍ତ୍ତିମାନ ହାସଲ କରିଛନ୍ତି। ସେ ମହିଳା ଟେଷ୍ଟ କ୍ରିକେଟରେ ଦ୍ରୁତତମ ଦୁଇ ଶତକ ହାସଲ କରିବାର ରେକର୍ଡର ଅଧିକାରୀ ହୋଇଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷ…
ନୂଆଦିଲ୍ଲୀ : ଆଗାମୀ ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ପୁରୁଷ ହକି ଦଳ ଘୋଷଣା କରାଯାଇଛି। ଏହି ତାଲିକାରେ ୫ ଜଣ ଡେବ୍ୟୁାଣ୍ଟ ରହିଛନ୍ତି। ଦଳର ନେତୃତ୍ବ ହରମାନପ୍ରୀତ୍ ସିଂ ନେବେ। ଉପଅଧିନାୟକ ଭାବରେ ହାର୍ଦ୍ଦିକ ସିଂଙ୍କୁ ଦଳର ସାମିଲ କରାଯାଇଛି।…
ଲଣ୍ଡନ: କ୍ରିକେଟ୍ରେ ବର୍ଷା ପରେ ମ୍ୟାଚର ଫଳାଫଳ ପାଇବା ପାଇଁ ଡକୱର୍ଥ-ଲୁଇସ୍-ଷ୍ଟର୍ନ ପଦ୍ଧତି ବ୍ୟବହୃତ ହୁଏ । ଏହି ନିୟମର ସୃଷ୍ଟିକର୍ତ୍ତାମାନଙ୍କ ମଧ୍ୟରୁ ଫ୍ରାଙ୍କ ଡକୱର୍ଥଙ୍କର ଦେହାନ୍ତ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା। ସେ, ତାଙ୍କ…
ନୂଆଦିଲ୍ଲୀ: ଜାତୀୟ ଡୋପିଂ ନିରୋଧୀ ଏଜେନ୍ସି (ନାଡା) ରବିବାର ବଜରଙ୍ଗ ପୁନିଆଙ୍କୁ ଦ୍ୱିତୀୟ ଥର ପାଇଁ ନିଲମ୍ବିତ କରିଛି। ତାଙ୍କୁ ଜୁଲାଇ ୧୧ ସୁଦ୍ଧା ଏହାର ଜବାବ ଦେବାକୁ ପଡ଼ିବ । ତିନି ସପ୍ତାହ ତଳେ ନାଡା ଏହି ଅଭିଯୋଗ ସମ୍ପର୍କରେ…