Month: March 2023

ରାହୁଲ ଗାନ୍ଧିଙ୍କ ସବରକର ବୟାନ, କଂଗ୍ରେସ ଡିନର ପାର୍ଟିରେ ସାମିଲ ହେବନି ଶିବସେନା

ମୁମ୍ବାଇ : ବୀର ସବରକରଙ୍କୁ ନେଇ କଂଗ୍ରେସର ପୂର୍ବତନ ସାଂସଦ ରାହୁଲ ଗାନ୍ଧି ଦେଇଥିବା ବୟାନ ଉପରେ ଏହାର ସହଯୋଗୀ ଶିବସେନା ଅସନ୍ତୁଷ୍ଟ ପ୍ରକାଶ କରିଛନ୍ତି । ଫଳରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାଡ଼ଗେଙ୍କ ଡିନର ପାର୍ଟିକୁ ବର୍ଜନ କରିବାକୁ ନିଷ୍ପତ୍ତି…

ଘର ଖାଲି କରିବାକୁ ରାହୁଲ ଗାନ୍ଧିଙ୍କୁ ନୋଟିସ୍‌

ନୂଆଦିଲ୍ଲୀ : ରାହୁଲ ଗାନ୍ଧିଙ୍କ ଉପରେ ଗୋଟିଏ ପରେ ଗୋଟିଏ କୋପ ଦଶା ମାଡ଼ି ଆସୁଛି। କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ପୁଣି ଏକ ଝଟ୍‌କା। ଘର ଖାଲି କରିବାକୁ କଂଗ୍ରେସ ନେତାଙ୍କୁ ନୋଟିସ୍‌। ଏମପି ପଦ ଯିବା ପରେ ଏବେ…

ବିଲକିସ ବାନୋ ମାମଲା: ୧୧ ଦୁଷ୍କର୍ମକାରୀଙ୍କୁ ମୁକ୍ତ ନେଇ ପ୍ରଶ୍ନ ଉଠାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ଗଣ ଦୁଷ୍କର୍ମ ଓ ହତ୍ୟା ମାମଲାରେ ୧୧ ଦୋଷୀଙ୍କୁ ମୁକ୍ତ କରିବାକୁ ଚ୍ୟାଲେଞ୍ଜ କରି ୨୦୦୨ ଦଙ୍ଗା ପୀଡ଼ିତା ବିଲକିସ ବାନୋ ସୁପ୍ରିମକୋର୍ଟରେ ପୁଣି ଥରେ ଆବେଦନ କରିଥିଲେ। ଦୋଷୀମାନଙ୍କୁ ଆଗୁଆ ମୁକ୍ତ କରିବା ନିର୍ଣ୍ଣୟ ବିରୋଧରେ ପୁନର୍ବିଚାର…

‘ମନ୍‌ କୀ ବାତ୍‌’ରେ ଓଡ଼ିଆ ବୈଜ୍ଞାନିକା ଜ୍ୟୋତିର୍ମୟୀ ମହାନ୍ତିଙ୍କ ସଫଳତା କଥା କହିଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଭାରତର ନାରୀ ଶକ୍ତି ସବୁ କ୍ଷେତ୍ରରେ ନେତୃତ୍ବ ଗ୍ରହଣ କରୁଛି ବୋଲି ଆଜି ମାସିକ ବେତାର କାର୍ଯ୍ୟକ୍ରମ ‘ମନ୍‌ କୀ ବାତ୍‌’ର ୯୯ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିବା ବେଳେ ଓଡ଼ିଆ ବୈଜ୍ଞାନିକା ଜ୍ୟୋତିର୍ମୟୀ ମହାନ୍ତିଙ୍କ ସଫଳତା କଥା…

ଆଲବମ ଅଭିନେତ୍ରୀଙ୍କ ଝୁଲନ୍ତା ଶବ ଉଦ୍ଧାର

ବଲାଙ୍ଗୀର: ଆଲବମ ଅଭିନେତ୍ରୀ ରୁଚିସ୍ମିତା ଗୁରୁଙ୍କ ଝୁଲନ୍ତା ଶବ ବଲାଙ୍ଗୀର ସହର ସୁଦପଡ଼ାସ୍ଥିତ ତାଙ୍କ ମାମୁଘରୁ ରବିବାର ଉଦ୍ଧାର କରାଯାଇଛି। ଏହି ଘଟଣା ବଲାଙ୍ଗୀର ଜିଲ୍ଲାରେ ହଇଚଇ ସୃଷ୍ଟି କରିଛି। ଏକ କୋଠରିରେ ରୁଚିସ୍ମିତା ଝୁଲି ପଡ଼ିଥିବା ସମ୍ପର୍କରେ ମାମୁଘର ଲୋକେ…

ଗଂଜାମରେ ୨୦ ହଜାର ଲୋକଙ୍କୁ ଗ୍ରାମ କଣ୍ଠ ଜମିପଟ୍ଟା ଆବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମ ଜିଲ୍ଲା ଗସ୍ତ କରି ଛତ୍ରପୁର, ହିଞ୍ଜିଳି ଓ କବିସୂର୍ଯ୍ୟନଗର ଆଦି ସ୍ଥାନରେ ୨୦୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଛତ୍ରପୁରରେ ୧୦୦୦ କୋଟି, ହିଂଜିଲିରେ ୫୯୦ କୋଟି ଓ କବିସୂର୍ଯ୍ୟନଗରରେ…

ନବରଙ୍ଗପୁର ଜିଲ୍ଲାରେ ବାଇପାସ୍ ରୋଡ ନିର୍ମାଣ ପାଇଁ ୧୬୯.୨୭ କୋଟି ଟଙ୍କା ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର: ନବରଙ୍ଗପୁର ଜିଲ୍ଲାରେ ବାଇପାସ ରୋଡ୍‌ ନିର୍ମାଣ ପାଇଁ ୧୬୯.୨୭ କୋଟି ଟଙ୍କା ମଞ୍ଜୁରୀକୁ ଅନୁମୋଦନ ଦେଲେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ। ଏଥିପାଇଁ ଜମି ଅଧିଗ୍ରହଣ ମଧ୍ୟ ସରିଛି ବୋଲି ଟ୍ୱିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ।…

ମା’କୁ ପିଟି ପିଟି ହତ୍ୟା କଲା କୁଳାଙ୍ଗାର ପୁଅ

ବରଗଡ: ଜନ୍ମ କଲା ମା’କୁ ପିଟି ପିଟି ହତ୍ୟା କଲା ପୁଅ । ବରଗଡ଼ ସଦର ଥାନା ଅନ୍ତର୍ଗତ ପିପିଲିପାଲି ଗାଁର ଘଟିଛି ଏଭଳି ଘଟଣା । ଗତକାଲି ବିଳମ୍ବିତ ରାତିରେ ଘଟିଛି ଅଭାବନୀୟ ଘଟଣା । ଅଭିଯୁକ୍ତ ୨୦ ବର୍ଷୀୟ…

ଏପ୍ରିଲ ୧୫ରେ ରାଜ୍ୟ ଆଇନଜୀବୀ ପରିଷଦ ନିର୍ବାଚନ

କଟକ : ଏପ୍ରିଲ ୧୫ ତାରିଖରେ ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ନିର୍ବାଚନ ଅନୁଷ୍ଠିତ ହେବ। ‌୩୦ଟି ଜିଲ୍ଲାର ବିଭିନ୍ନ ସ୍ଥାନରେ ୧୬୭ଟି ବୁଥ୍‌ରେ ଭୋଟ ଗ୍ରହଣ ହେବ। ରାଜ୍ୟ ଆଇନଜୀବୀ ପରିଷଦର ୨୫ଟି ସଦସ୍ୟ ପଦ ପାଇଁ ଅନୁଷ୍ଠିତ ହେବାକୁ…

ଓୟୋ ହୋଟେଲ ରୁମରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ବର: କଣ ହୋଇଯାଇଛି ଯୁବପୀଢୀଙ୍କୁ? କାହିଁକି ଛୋଟ ଛୋଟ କଥାରେ ତୁଚ୍ଛ ମଣିନେଉଛନ୍ତି ନିଜ ଜୀବନକୁ? କାହିଁକି ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେବାକୁ ପଛାଉ ନାହାନ୍ତି ଯୁବପୀଢୀ? ଏବେ ଏଭଳି ପ୍ରଶ୍ନ ଉଙ୍କି ମାରୁଛି ପ୍ରତିଟି ରାଜଧାନୀବାସୀଙ୍କ ମନରେ। କାରଣ…