Month: March 2023

ଭୁବନେଶ୍ୱରରେ ଓଡ଼ିଶା ଜନଜାତି ସୁରକ୍ଷା ମଞ୍ଚ ପକ୍ଷରୁ ବିଶାଳ ଶୋଭାଯାତ୍ରା

ଭୁବନେଶ୍ୱର : ରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଗର୍ଜନ । ଭୁବନେଶ୍ୱରରେ ଓଡ଼ିଶା ଜନଜାତି ସୁରକ୍ଷା ମଞ୍ଚ ପକ୍ଷରୁ ବିଶାଳ ଶୋଭାଯାତ୍ରା । ୩ଟି ସ୍ଥାନରୁ ସେମାନେ ରାଲି କରିଛନ୍ତି । ଏକାଠି ହେଲେ ବିଭିନ୍ନ ଜିଲ୍ଲାରୁ ପାରମ୍ପରିକ ବେଶରେ ହଜାର…

କାୟା ମେଲାଉଛି କରୋନା; ଦେଶରେ ଗତ ୨୪ ଘଣ୍ଟାରେ ୬ମୃତ, ୧୫୯୦ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ପୁଣି ଥରେ କାୟା ମେଲାଉଛି କରୋନା । ଦେଶରେ ଲଗାତାର ବଢୁଛି ଦୈନିକ ସଂକ୍ରମଣ । ଏବେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଉପରେ ରହୁଛି । ଗତ ୨୪ ଘଣ୍ଟାରେ ବାହାରିଛନ୍ତି ଆଉ ୧୫ଶହ ୯୦…

ଖଡ଼ିଆଳରୁ ନିର୍ବାଚନ ଲଢ଼ିବେ ଶ୍ରୀକାନ୍ତ ଚାଟାର୍ଜୀ

ଖଡ଼ିଆଳ : ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରାର୍ଥୀ ହୋଇ ଆଗାମୀ ନିର୍ବାଚନରେ ଲଢ଼ିବେ ବୋଲି ଅବସରପ୍ରାପ୍ତ ଆୟକର କମିସନର ଶ୍ରୀକାନ୍ତ ଚାଟାର୍ଜୀ ଘୋଷଣା କରିଛନ୍ତି। ଏ ନେଇ ଅଗ୍ରସେନ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସେ…

ରାହୁଲ ଗାନ୍ଧିଙ୍କ ସଦସ୍ୟପଦ ରଦ୍ଦ ଅସାମ୍ବିଧାନିକ: ଶରଦ ପାୱାର

ନୂଆଦିଲ୍ଲୀ : କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ଲୋକସଭା ସଦସ୍ୟ ରଦ୍ଦ ହେବା ହେଉଛି ଅସାମ୍ବିଧାନିକ। ଏହା ଏକ ନିନ୍ଦନୀୟ ପଦକ୍ଷେପ । ଯାହା ଗଣତାନ୍ତ୍ରିକ ମୂଲ୍ୟବୋଧର ହ୍ରାସକୁ ଦର୍ଶାଉଥିବା ଏନସିପି ମୁଖ୍ୟ ଶରଦ ପାୱାର କହିଛନ୍ତି। ଗୁରୁବାର ସୁରତର ଜିଲ୍ଲା…

ଜଙ୍ଗଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଟିଟିଲାଗଡ଼: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଏଭଳି ଘଟଣା ଘଟିଛି ଟିଟିଲାଗଡ଼ ଥାନା ମନିଗାଁ ଡ଼କା ଡଙ୍ଗର ନିକଟସ୍ଥ ଜଙ୍ଗଲରେ। ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର କରିଛି ପୋଲିସ। ଗଛ ନିକଟରେ ଦୁଇଟି ଚପଲ ରହିଥିବା ବେଳେ…

କେନ୍ଦ୍ର ପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠି: କଟକ-ଅନୁଗୋଳ-ସମ୍ବଲପୁର ଜାତୀୟ ରାଜପଥ କାମ ତୁରନ୍ତ ସାରିବାକୁ ଅନୁରୋଧ

ଭୁବନେଶ୍ୱର: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠି । କଟକ-ଅନୁଗୋଳ-ସମ୍ବଲପୁର ଜାତୀୟ ରାଜପଥ- ୫୫ ପ୍ରସଙ୍ଗରେ ଚିଠି । ୨୦୧୭ରୁ ଏ ରାସ୍ତା କାମ ଜାତୀୟ ରାଜପଥ ପ୍ରାଧିକରଣ କରୁଛି । ପାଞ୍ଚ ବର୍ଷ ବିତି…

ଜମି ପ୍ରତିବଦଳରେ ଚାକିରି ଦୁର୍ନୀତି: ତେଜସ୍ବୀଙ୍କୁ ‘ସିବିଆଇ’ର ଓ ମିସା ଭାରତୀଙ୍କୁ ‘ଇଡି’ର ଜେରା

ନୂଆଦିଲ୍ଲୀ: ଜମି ପ୍ରତିବଦଳରେ ଚାକିରି ଦୁର୍ନୀତି ମାମଲାରେ ଆଜି ବିହାରର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କୁ ‘ସିବିଆଇ’ ଏବଂ ତାଙ୍କ ଭଉଣୀ ମିସା ଭାରତୀଙ୍କୁ ‘ପ୍ରବର୍ତ୍ତନ ନିର୍ଦେଶାଳୟ’ ଜେରା କରିବ। ଜେରାର ସମ୍ମୁଖୀନ ହେବା ପାଇଁ ନୂଆଦିଲ୍ଲୀସ୍ଥିତ ‘ସେଣ୍ଟ୍ରାଲ୍‌ ବ୍ୟୁରୋ ଅଫ୍‌ ଏଜୁକେସନ୍‌’ର…

ସଉତୁଣୀର ତଣ୍ଟିଚିପି ହତ୍ୟା କଲା ସଉତୁଣୀ

କେନ୍ଦୁଝର: ପାରିବାରିକ କଳହର କରୁଣ ପରିଣତି। ଗାଧୋଇବାକୁ ଡାକି ନେଇ ସଉତୁଣୀର ତଣ୍ଟିଚିପି ଜଣେ ମହିଳା ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏଭଳି ଘଟଣା ଘଟିଛି କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ନଇଗାଁରେ। ମୃତ ମହିଳା ଜଣଙ୍କ ହେଲେ ଆଶା ମୁଣ୍ଡା।…

ଉଜ୍ଜ୍ୱଳା ହିତାଧିକାରୀଙ୍କୁ ସିଲିଣ୍ଡର ପିଛା ୨୦୦ ଟଙ୍କାର ରିହାତି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା(ପିଏମୟୁୱାଇ)ର ହିତାଧିକାରୀଙ୍କୁ ବର୍ଷକୁ (୧୨ଟି ରିଫିଲ୍‌) ୧୪.୨ କିଲୋଗ୍ରାମର ଗୋଟିଏ ଲେଖାଏଁ ସିଲିଣ୍ଡର ଉପରେ ୨୦୦ ଟଙ୍କାର ରିଆତି ମିଳିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ଏହାକୁ…

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ

ଭୁବନେଶ୍ୱର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗଞ୍ଜାମ ଗସ୍ତ । ସେ କବିସୂର୍ଯ୍ୟନଗର, ହିଞ୍ଜିଳି ଓ ଛତ୍ରପୁର ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ । ପ୍ରଥମେ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀର ବଡ଼ ଆଗୁଳ ନିକଟରେ ଏକ ସଭାରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ସେଠାରେ…