Month: March 2023

ରାହୁଲ୍‌ ଗାନ୍ଧୀଙ୍କର ଅହଙ୍କାର ପ୍ରବଳ; ବିଚାର-ବୁଦ୍ଧି ନାହିଁ: ଜେ. ପି. ନଡ୍ଡା

ନୂଆଦିଲ୍ଲୀ: ରାହୁଲ୍‌ ଗାନ୍ଧୀଙ୍କର ଅହଂଭାବ ପ୍ରବଳ, କିନ୍ତୁ ବିଚାର-ବୁଦ୍ଧି ନାହିଁ, ତେଣୁ ଅଦାଲତଙ୍କ ଆଦେଶ ସତ୍ତ୍ବେ ସେ ‘ମୋଦୀ’ ସାଙ୍ଗିଆ ମନ୍ତବ୍ୟ ପାଇଁ କ୍ଷମାଭିକ୍ଷା ନ କରି…

ଅପରାଧ ପୃଷ୍ଠଭୂମି ଥିବା ନେତା ମନ୍ତ୍ରିମଣ୍ଡଳରେ ସାମିଲ ହୋଇପାରୁଛନ୍ତି, କିନ୍ତୁ ବିରୋଧୀ ଦଳର ନେତାଙ୍କୁ ଅଯୋଗ୍ୟ ଘୋଷଣା କରାଯାଉଛି: ମମତା

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ପ୍ରସଙ୍ଗକୁ ନେଇ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ତଥା ଟିଏମସି ସୁପ୍ରିମୋ ମମତା ବାନାର୍ଜୀ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।…

ରାହୁଲ ଗାନ୍ଧିଙ୍କ ପଦ ଯିବା ପରେ ଆସିଲା ପ୍ରତିକ୍ରିୟା : ସ୍ତବ୍ଧ, କଳାଦିବସ ଓ ଗଣତନ୍ତ୍ରର ହତ୍ୟା

ନୂଆଦିଲ୍ଲୀ : ଅପରାଧିକ ମାନହାନୀ କେସ୍‌ରେ ଦୋଷୀ ସାବ୍ୟସ୍ତ ହେବାର ୨୪ ଘଣ୍ଟା ନପୁରୁଣୁ ଲୋକସଭା ସଦସ୍ୟ ପଦ ହରାଇଛନ୍ତି କଂଗ୍ରେସର ରାହୁଲ ଗାନ୍ଧି। ଏହାର ଅର୍ଥ…

ସଂସଦ ସଦସ୍ୟତା ହରାଇଲେ ରାହୁଲ ଗାନ୍ଧୀ, ବିଜ୍ଞପ୍ତି ଜାରି କଲା ଲୋକସଭା ସଚିବାଳୟ

ନୂଆଦିଲ୍ଲୀ: ରାହୁଲ ଗାନ୍ଧୀ ଓ କଂଗ୍ରେସ ଦଳକୁ ଲାଗିଛି ବଡ଼ ଝଟ୍‌କା। ଲୋକସଭା ସଦସ୍ୟତାରୁ ଅଯୋଗ୍ୟ ଘୋଷିତ ହୋଇଛନ୍ତି କଂଗ୍ରେସ ଦଳର ପୂର୍ବତନ ସଭାପତି। ରାହୁଲ ଗାନ୍ଧୀ…

ପେଟ ରୋଗଜନିତ ଅନେକ ସମସ୍ୟାର ସମାଧାନ କରିପାରେ ଏହି ପାନୀୟ

ଆପଣ ପଇଡ଼ ପାଣି ପିଇବାର ଅଭ୍ୟାସ ରଖିଛନ୍ତି ତ? ଯଦି ରଖିନାହାନ୍ତି ତେବେ ତୁରନ୍ତ ଅଭ୍ୟାସ କରନ୍ତୁ। ସଂସାରରେ ଯେତେ ପ୍ରକାରର ପାନୀୟ ରହିଛି ସବୁଠାରୁ ଉତ୍ତମ…

ଓଡ଼ିଶାରେ ହାତୀ ସୁରକ୍ଷା ଓ ସଂରକ୍ଷଣକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉଦବେଗ

ଭୁବନେଶ୍ବର: ଓଡ଼ିଶାରେ ହାତୀ ସୁରକ୍ଷା ଓ ସଂରକ୍ଷଣକୁ ନେଇ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ଜଙ୍ଗଲ ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଚିଠି…

ବହୁଚର୍ଚ୍ଚିତ ଡିଜେ ଆଜେକ୍ସଙ୍କ ଆତ୍ମହତ୍ୟା ଘଟଣା: ତଦନ୍ତ କରୁଛି ଟେକ୍ନିକାଲ ଟିମ୍

ଭୁବନେଶ୍ବର: ବହୁଚର୍ଚ୍ଚିତ ଡିଜେ ଆଜେକ୍ସ ଓରଫ ଅକ୍ଷୟ ମହାରଣାଙ୍କ ଆତ୍ମହତ୍ୟା ଘଟଣାର ତଦନ୍ତର ଅଗ୍ରଗତି ସଂପର୍କରେ ଡିସିପି ପ୍ରତୀକ ସିଂ ପ୍ରତିକ୍ରିୟା ରଖିଛନ୍ତି। ଡିସିପି କହିଛନ୍ତି, ଡିଜେ…

ନବୀନ ନିବାସରେ ପହଞ୍ଚି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ଭୁବନେଶ୍ୱର: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନନିବାସଠାରେ ସାକ୍ଷାତ କରିଛନ୍ତି | ଆଜି ଦୁଇଦିନିଆ ପୁରୀ ଗସ୍ତ ସମାପନ କରି…

୨୪ଘଣ୍ଟା ମଧ୍ୟରେ ୮ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା; ‘ୟେଲୋଓ୍ଵାର୍ଣ୍ଣିିଂ’ ଜାରି: ୨୬ରୁ ୨୮ ପର୍ଯ୍ୟନ୍ତ ୩ ଦିନ ଧରି ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୨୪ ତାରିଖ, ଶୁକ୍ରବାର ଅପରାହ୍ନ ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, ଗଜପତି, ମୟୂରଭଞ୍ଜ ଓ…

ଅପରିବର୍ତ୍ତିତ ରହିଲା ବିଦ୍ୟୁତ ଦର, ଏଣିକି ଏହା କଲେ ମିଳିବ ଅତିରିକ୍ତ ରିହାତି

ଭୁବନେଶ୍ୱର: ଓଡ଼ିଶାର ବିଦ୍ୟୁତ ଉପଭୋକ୍ତାଙ୍କୁ ଆଶ୍ବସ୍ତି | ଏ ବର୍ଷ ବଢିବ ନାହିଁ ବିଦ୍ୟୁତ ଦର | ଓଡିଶା ବିଦ୍ୟୁତ ନିୟାମକ ଆୟୋଗ ବା ଓଇଆରସି ପକ୍ଷରୁ…