ମହାନଦୀ ଜଳ ବିବାଦର ସମାଧାନ ପାଇଁ ବିରୋଧୀଙ୍କ ସହଯୋଗ ଲୋଡ଼ିଲେ ମନ୍ତ୍ରୀ ଟୁକୁନି ସାହୁ
ଭୁବନେଶ୍ବର: ମହାନଦୀ ଜଳ ବିବାଦ ନେଇ ଗୃହରେ ବିବୃତି ରଖିଛନ୍ତି ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ। ସେ କହିଛନ୍ତି, ମହାନଦୀ ଜଳ ବିବାଦର ମୂଳ କାରଣ ହେଉଛି ଛତିଶଗଡ଼ ଏକତରଫା ଓ ବେଆଇନ ଭାବେ ପାଣିକୁ ଅଟକାଉଛି। ଛତିଶଗଡ଼ ୨୭.୪୮…