Month: March 2023

ଶିକ୍ଷକଙ୍କୁ ଲୋୟର ପିଏମ୍‌ଜିରେ ଆନ୍ଦୋଳନ ପାଇଁ ଅନୁମତି ଦେଲାନି କମିଶନରେଟ୍‌ ପୋଲିସ

ଭୁବନେଶ୍ୱର : ଶିକ୍ଷକଙ୍କୁ ଲୋୟର ପିଏମ୍‌ଜିରେ ଆନ୍ଦୋଳନ ମନା। ଧାରଣା ପାଇଁ ଅନୁମତି ଦେବାକୁ ମନାକଲା କମିଶନରେଟ୍‌ ପୋଲିସ । ଆସନ୍ତା ୧୦ ତାରିଖରେ ପୋଲିସ କମିଶନରଙ୍କୁ ଆନ୍ଦୋଳନ ପାଇଁ ଅନୁମତି ମାଗିଥିଲା ସଂଘ । ଧାରଣା ଦେଲେ ଟ୍ରାଫିକ ସମସ୍ୟା…

ରାଜ୍ୟରେ ୧୧,୯୨୯ ସ୍କୁଲ ଘର ବିପଦପୂର୍ଣ୍ଣ: ସମୀର ଦାସ

ଭୁବନେଶ୍ୱର: ରାଜ୍ୟରେ ବିପଦପୂର୍ଣ୍ଣ ଅବସ୍ଥାରେ ୧୧ହଜାର୯୨୯ସ୍କୁଲ ଘର । ସବୁ ଅସୁରକ୍ଷିତ ଶ୍ରେଣୀ ଘର ଭାଙ୍ଗିବାକୁ ନିର୍ଦ୍ଧେଶ ଦିଆଯାଇଛି । ଗୃହରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସଙ୍କ ସୂଚନା । ଗାଁରେ ପଞ୍ଚାୟତିରାଜ ବିଭାଗକୁ ସ୍କୁଲ ମରାମତି ପାଇଁ…

ଭୁଶୁଡ଼ିଲା ନିର୍ମାଣାଧୀନ ପୋଲ

କେନ୍ଦ୍ରାପଡ଼ା : ଭୁଶୁଡ଼ିଲା ପୋଲ । କେନ୍ଦ୍ରାପଡ଼ା କଜଳାଠାରେ ଭୁଶୁଡ଼ିଲା ନିର୍ମାଣାଧୀନ ପୋଲର ସ୍ଲାବ୍‌ । ଗୋବରୀ ନଦୀ ଉପରେ ପୋଲ ନିର୍ମାଣ ହେଉଥିବାବେଳେ ଭୁଶୁଡି ପଡିଛି । ତେବେ ଏଥିରେ କାହାର କ୍ଷୟକ୍ଷତି ହୋଇନଥିବା ଜଣାପଡିଛି । ସୂଚନା ଥାଉକି,…

୫ଟି କଣ ସବୁଠୁ ଉର୍ଦ୍ଧ୍ୱରେ କି? : ଜୟନାରାୟଣ ମିଶ୍ର

ଭୁବନେଶ୍ୱର: ଶୂନ୍ୟକାଳରେ ୫ଟି ପ୍ରସଙ୍ଗରେ ସରକାରଙ୍କୁ ପୁଣି ଜୟନାରାୟଣଙ୍କ ନିଶାନା । ମୁଖ୍ୟ ସଚେତକ କହିଲେ ୫ଟି ଏକ ଚିନ୍ତାଧାରା,ଏକ ବିଚାରଧାରା । ଯଦି ଏହା ଏକ ବିଚାରଧାର ତେବେ ଏହା ସେହି ବିଚାରଧାରା ହେଇକି ରହୁ । ସବୁ ବିଭାଗର…

ନୂଆପଡ଼ାରେ ପୁଣି କଲରାପତରିଆ ଆତଙ୍କ; ଆକ୍ରମଣରେ ୪ଟି ଗାଈ ଓ ବାଛୁରୀ ମୃତ

ନୂଆପଡ଼ା: ସଦର ବ୍ଳକ ଲୋଡ଼ରା ଗ୍ରାମରେ କଲପତରିଆ ବାଘ ଆତଙ୍କ ଦେଖାଯାଇଛି। କିଛି ଦିନ ହେଲା କଲରାପତରିଆ ପାବରତୋଲା ଓ ତରିଆ ମହୁଆଭଟା ଗ୍ରାମବାସୀଙ୍କ ନିଦ ହଜିଯାଇଛି। ମଙ୍ଗଳବାର ରାତିରେ ତରିଆ ମହୁଆଭଟା ଗ୍ରାମର ଭାଗରଥି ଭୋଇ ଗୁହାଳକୁ କଲରାପତରିଆ ବାଘ…

ନିଆଳିରେ ଅଜଣା ଜନ୍ତୁଙ୍କୁ ନେଇ ଆତଙ୍କ: ଗୁହାଳରେ କ୍ୟାମେରା ଲଗାଇଲା ବନ ବିଭାଗ

ନିଆଳି : ନିଆଳିରେ ଧରାପଡୁନି ଅଜଣା ଜନ୍ତୁ । ମେଣ୍ଢା ଶିକାର କରୁଥିବା ଅଜଣା ଜନ୍ତୁ ଆତଙ୍କକୁ ନେଇ ଚେତିଲା ଫୁଲନଖର ବନ ବିଭାଗ। ଏହାକୁ ଠାବ କରିବା ଲାଗି ମେଷ ପାଳକ ଗୁହାଳରେ ଲାଗିଲା ୪ଟି ଟ୍ରାପ କ୍ୟାମେରା ।…

ରାଜ୍ୟରେ ବଢ଼ିଛି ଚାଷୀ ପରିବାରର ମାସିକ ଆୟ, ୨୦୧୯ରେ ୫୦୧୨ ଟଙ୍କା: କୃଷିମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଚାଷୀ ପରିବାରର ମାସିକ ଆୟ ବୃଦ୍ଧି ଘଟିଛି। ୨୦୧୨ରେ ଚାଷୀ ପରିବାରର ମାସିକ ଆୟ ୪୯୭୬ ଟଙ୍କା ଥିଲା ବେଳେ ୨୦୧୯ରେ ଏହା ୫୦୧୨ ଟଙ୍କାକୁ ବୃଦ୍ଧିପାଇଛି। ବାତ୍ୟା ଓ ମରୁଡି ଚାଷୀଙ୍କ ଆୟରେ ବାଧକ ସାଜିଛି। ବିଧାନସଭା…

ବଢିବ ବିଧାୟକଙ୍କ ଦରମା ! ବିଧାନସଭାରେ ଦାବି ରଖିଲେ ସବୁ ଦଳର ବିଧାୟକ

ଭୁବନେଶ୍ୱର : ରାଜ୍ୟରେ ବଢ଼ିପାରେ ବିଧାୟକଙ୍କ ଦରମା । ବିଧାନସଭାରେ ବିଧାୟକ ଓ ପୂର୍ବତନ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଉଠିଥିଲା । ଦରମା ବୃଦ୍ଧି ପାଇ ଦାବି କରିଛନ୍ତି ସବୁ ଦଳର ବିଧାୟକ । ଗୃହର ଉଦବେଗକୁ ଦୃଷ୍ଟିରେ ରଖି…

ଅର୍ଚ୍ଚନା ନାଗ ମାମଲା: ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ୍

ଭୁବନେଶ୍ୱର : ଅର୍ଚ୍ଚନା ନାଗଙ୍କ ସ୍ୱାମୀଙ୍କୁ ମିଳିଲା ଜାମିନ୍‌ । ଜଗବନ୍ଧୁ ଚାନ୍ଦଙ୍କୁ ସର୍ତ୍ତମୂଳକ ଜାମିନ୍‌ ଦେଲେ ହାଇକୋର୍ଟ । ଖଣ୍ଡିଗିରି ଥାନାରେ ଶ୍ରଦ୍ଧାଞ୍ଜଳି କରିଥିବା ମାମଲାରେ ଜାମିନ୍‌ ମିଳିଛି । ୩ଟି ମାଲାରୁ ମାତ୍ର ଗୋଟିଏ ମାମଲାରେ ଜଗବନ୍ଧୁଙ୍କୁ ସର୍ତ୍ତମୂଳକ…

ଜଙ୍ଗଲ ନିଆଁ ଲିଭାଇବା ପାଇଁ ୩୯୯ ଦଳଙ୍କୁ ନିୟୋଜିତ କରାଯାଇଛି: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ

ଭୁବନେଶ୍ବର: ଗୃହରେ ବୁଧବାର ମୁଲତବି ପ୍ରସ୍ତାବ ଆଲୋଚନା ବେଳେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତ କହିଛନ୍ତି, ଜଙ୍ଗଲରେ ନିଆ ଲିଭାଇବା ପାଇଁ ରାଜ୍ୟରକାର ସ୍ୱତନ୍ତ୍ର ବୈଷୟିକ ଜ୍ଞାନ କୌଶଳ କକ୍ଷ ପ୍ରତିଷ୍ଠା କରିଛନ୍ତି। ଟାସ୍କଫୋର୍ସ ଗଠନ କରିଯାଇଛି। ତାଙ୍କ…