ଦେବୀ ନଦୀରେ ପୁଣି ଅଘଟଣ: ୨ ଉଦ୍ଧାର, ଜଣେ ନିଖୋଜ
କାକଟପୁର: ପୁରୀ ଜିଲ୍ଲା କାକଟପୁର ନିକଟ ଦେଇ ପ୍ରବାହିତ ‘ଦେବୀ ନଦୀ’ରେ ପୁଣି ଥରେ ଅଘଟଣ ଘଟିଛି। ଗାଧୋଇବା ବେଳେ ଗୁରୁବାର ତିନିଜଣ ସାଙ୍ଗ ଜଳର ସ୍ରୋତରେ ଭାସିଯାଇଛନ୍ତି। ଅଗ୍ନିଶମ ବାହିନୀ ୨ ଜଣଙ୍କୁ ଉଦ୍ଧାର କରିଥିବା ବେଳେ ଅନ୍ୟ ଜଣେ…
କାକଟପୁର: ପୁରୀ ଜିଲ୍ଲା କାକଟପୁର ନିକଟ ଦେଇ ପ୍ରବାହିତ ‘ଦେବୀ ନଦୀ’ରେ ପୁଣି ଥରେ ଅଘଟଣ ଘଟିଛି। ଗାଧୋଇବା ବେଳେ ଗୁରୁବାର ତିନିଜଣ ସାଙ୍ଗ ଜଳର ସ୍ରୋତରେ ଭାସିଯାଇଛନ୍ତି। ଅଗ୍ନିଶମ ବାହିନୀ ୨ ଜଣଙ୍କୁ ଉଦ୍ଧାର କରିଥିବା ବେଳେ ଅନ୍ୟ ଜଣେ…
ରାୟଗଡା: ଓଡ଼ିଶା ସରକାର ରାଜସ୍ବ ବୃଦ୍ଧି ନାମରେ ରାଜ୍ୟର ଖଣିଜ ସଂପଦକୁ ଶେଷ କରିଦେବାକୁ କ୍ରମାଗତ ଭାବେ ଗୋଟିଏ ପରେ ଗୋଟିଏ ଆଇନକୁ ଅମାନ୍ୟ କରି ଚାଲିଛନ୍ତି। ଏହାଦ୍ବାରା ରାଜ୍ୟ ସମ୍ବଳହୀନ ହୋଇଯିବ। ଏଥିସହ ରାଜ୍ୟରେ ଥିବା ନଦୀ ଓ ଝରଣା…
ଭୁବନେଶ୍ବର: ଦେଢ଼ କୋଟି ଟଙ୍କା ଦାବିରେ ରାଜଧାନୀର ଲକ୍ଷ୍ମୀସାଗର ଅଞ୍ଚଳରୁ ତିନି ଜଣଙ୍କୁ ଅପହରଣ ଘଟଣାରେ କମିସନରେଟ୍ ପୁଲିସର ସ୍ପେଶାଲ ସ୍କ୍ବାର୍ଡ ୫ ଜଣ ଅପହରଣକାରୀଙ୍କୁ ଗିରଫ କରିଛି। ଲକ୍ଷ୍ମୀସାଗର ଥାନା ଅଞ୍ଚଳର ମନୋଜ ମହାପାତ୍ର, ଜଣେ ବରିଷ୍ଠ ନାଗରିକ, ଅବସରପ୍ରାପ୍ତ…
ନୂଆଦିଲ୍ଳୀ: ବଡ଼ରୁ ବଡ଼ ସମସ୍ୟାକୁ ସମାଧାର କରିବାର ଏକ ମାତ୍ର ସହଜ ଉପାୟ ହେଉଛି ଶିକ୍ଷା। ଶିକ୍ଷାର ମହତ୍ତ୍ୱ ସମସ୍ତଙ୍କୁ ଜଣା। ମାତ୍ର ବହୁତ କମ୍ ଲୋକ ଅଛନ୍ତି, ଯେଉଁମାନେ କି ଶିକ୍ଷାକୁ ଆଗକୁ ନେବା ପାଇଁ ନିଜେ ଆଗେଇ ଆସନ୍ତି।…
ଚେନ୍ନାଇ: ତାମିଲନାଡୁର ଚେନ୍ନାଇସ୍ଥିତ ଏକ ମହିଳା ଖ୍ରୀଷ୍ଟିଆନ କଲେଜରେ ଛାତ୍ରୀମାନେ ‘ନୋ ବ୍ୟାଗ୍ ଡେ’ ନାମକ ଏକ ମଜାଦାର କାର୍ଯ୍ୟକ୍ରମର ଆୟୋଜନ କରି ଚର୍ଚ୍ଚାର ପରିସରକୁ ଆସିଛନ୍ତି। ସେମାନେ ବ୍ୟାଗ୍ ବଦଳରେ ନିଜର ପୁସ୍ତକ ଏବଂ ଅନ୍ୟାନ୍ୟ ପାଠପଢ଼ା ସାମଗ୍ରୀ ନେଇ…
ମୁମ୍ବାଇ: ଭାରତୀୟ କ୍ରିକେଟର୍ ବିରାଟ କୋହଲି ଏବେ ଇଣ୍ଡିଆନ୍ ପ୍ରିମିୟମ୍ ଲିଗ୍ (ଆଇପିଏଲ୍ ୨୦୨୩) ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ରୟାଲ୍ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍ସିବି)ରେ ଖେଳିବାକୁ ଥିବା ବିରାଟ କୋହଲି ପ୍ରସ୍ତୁତି ଏକ୍ଦମ୍ ଜୋର୍ଦାର ଆରମ୍ଭ କରିଛନ୍ତି। ତେବେ ଆର୍ସିବିର…
ଚେନ୍ନାଇ: ପ୍ୟାକେଟ୍ ଉପରେ ଇଂରାଜୀରେ ‘କର୍ଡ’ ନ ଲେଖି ହିନ୍ଦୀରେ ‘ଦହି’ ଲେଖିବାକୁ ଭାରତର ଖାଦ୍ୟ ସୁରକ୍ଷା କର୍ତ୍ତୃପକ୍ଷ ଦେଇଥିବା ନିର୍ଦେଶକୁ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏବଂ ଦୁଗ୍ଧ ଉତ୍ପାଦନକାରୀ ତୀବ୍ର ସମାଲୋଚନା କରି କହିଛନ୍ତି କି, ଅଣହିନ୍ଦୀ ରାଜ୍ୟରେ ହିନ୍ଦୀ ପ୍ରଚଳନ…
ନୂଆଦିଲ୍ଲୀ: ଗତ ଏକ ବର୍ଷ ମଧ୍ୟରେ ଭାରତୀୟ ପାସପୋର୍ଟର ଶକ୍ତି ହ୍ରାସ ପାଇଛି। ଏଣିକି ଭାରତୀୟ ପାସପୋର୍ଟର ମୋବିଲିଟି ସ୍କୋର କରୋନା ମହାମାରୀ ସମୟ ତୁଳନାରେ କମ୍ ହୋଇଛି। ଏହା ସହ ଶକ୍ତିଶାଳୀ ପାସପୋର୍ଟ ତାଲିକାରେ ଭାରତର ମାନ୍ୟତା ୬ଟି ସ୍ଥାନ…
ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କର ପୂର୍ବତନ ଡେପୁଟି ଗଭର୍ଣ୍ଣର ବିରଳ ଆଚାର୍ଯ୍ୟ ଦେଶର ବୃହତ୍ ୫ଟି କର୍ପୋରେଟ ଗ୍ରୁପକୁ ଭାଙ୍ଗିବାକୁ ପରାମର୍ଶ ଦେଇଛନ୍ତି । ରିଲାଏନ୍ସ ଗ୍ରୁପ୍, ଟାଟା ଗ୍ରୁପ୍, ଆଦିତ୍ୟ ବିର୍ଲା ଗ୍ରୁପ୍, ଆଦାନି ଗ୍ରୁପ୍ ଓ ଭାରତୀ ଟେଲିକମ୍ (ଭାରତୀ…
ଗୌହାଟି: ରାଜ୍ୟ ବିଧାନସଭା ଅଧିବେଶନରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ଚାଲିଥିବା ବେଳେ ଅଶ୍ଲୀଳ ଭିଡିଓ ଦେଖିଲେ ବିଧାୟକ। ତ୍ରିପୁରାର ଜଣେ ବିଜେପି ବିଧାୟକ ବିଧାନସଭାରେ ଅଶ୍ଳୀଳ ଭିଡିଓ ଦେଖୁଥିବା ସାମ୍ନାକୁ ଆସିଛି। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରୁ…