ରାଜ୍ୟରେ ଏବେ ୮ ହଜାର ୨୧୩ ଜଣ ଡାକ୍ତର କାର୍ଯ୍ୟରତ: ସ୍ବାସ୍ଥ୍ୟ ମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟରେ ମୋଟ ୧୦ ହଜାର ୭୭୪ ଡାକ୍ତର ପଦବୀ ରହିଛି। ବର୍ତ୍ତମାନ୍ ୭ ହଜାର ୧୮୦ ଡାକ୍ତର ଅଛନ୍ତି। ଚୁକ୍ତିଭିତ୍ତିକ ଓ ଅନ୍ୟ ପଦକୁ ମିଶାଇଲେ ମୋଟ ୮ ହଜାର ୨୧୩ ଜଣ କାର୍ଯ୍ୟରତ ଅଛନ୍ତି। ଏଭଳି ସୂଚନା ଦେଇଛନ୍ତି…
ଭୁବନେଶ୍ବର: ରାଜ୍ୟରେ ମୋଟ ୧୦ ହଜାର ୭୭୪ ଡାକ୍ତର ପଦବୀ ରହିଛି। ବର୍ତ୍ତମାନ୍ ୭ ହଜାର ୧୮୦ ଡାକ୍ତର ଅଛନ୍ତି। ଚୁକ୍ତିଭିତ୍ତିକ ଓ ଅନ୍ୟ ପଦକୁ ମିଶାଇଲେ ମୋଟ ୮ ହଜାର ୨୧୩ ଜଣ କାର୍ଯ୍ୟରତ ଅଛନ୍ତି। ଏଭଳି ସୂଚନା ଦେଇଛନ୍ତି…
ଭୁବନେଶ୍ବର: ଗୋବିନ୍ଦ ସାହୁ ଆତ୍ମହତ୍ୟା ମାମଲାରେ ଗୃହରେ ଉତ୍ତର ରଖିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା। ଏହି ମାମଲାର କ୍ରାଇମବ୍ରାଞ୍ଚ୍ ତଦନ୍ତ ସହ ନ୍ୟାୟିକ ତଦନ୍ତ ଚାଲିଛି। କଣ୍ଟାବାଞ୍ଜି ଜୁଡିସିଆଲ ମାଜିଷ୍ଟେଟ ତଦନ୍ତ କରୁଛନ୍ତି। ଶବ ବ୍ୟବଚ୍ଛେଦ ରିପୋର୍ଟ, ଘଟଣାସ୍ଥଳରୁ ମିଳିଥିବା…
ଭୁବେନଶ୍ବର : ମାର୍ଚ୍ଚ ୧୫ ତାରିଖରୁ ଧର୍ମଘଟ ବସିବ ଡ୍ରାଇଭର ସଂଘ। ଅନିର୍ଦ୍ଦିଷ୍ଟ କାଳ ଯାଏଁ ଅଖ ଚକ ବନ୍ଦ ଓ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ କରିବେ ଡ୍ରାଇଭର ମାନେ। ଧର୍ମଘଟକୁ ଓହ୍ଲାଇବେ ରାଜ୍ୟର ୫ ଲକ୍ଷରୁ ଅଧିକ ଗାଡ଼ି ଚାଳକ।…
ପୁରୀ : ମାଟ୍ରିକ୍ ପରୀକ୍ଷାରେ ଅନିୟମିତତା ପାଇଁ ୪ ପରୀକ୍ଷା କେନ୍ଦ୍ରର ବହୁ ସୁପରିଟେଣ୍ଡେଣ୍ଟ, ପରୀକ୍ଷକଙ୍କ ସମେତ ଜଣେ କିରାଣି ନିଲମ୍ବିତ ହୋଇଛନ୍ତି। କପି ପାଇଁ ମୁଲଚାଲ ଅଡିଓ ଭାଇରାଲ ଘଟଣାରେ ତଥା ରାଜ୍ୟ ମୁକ୍ତାକାଶ ବିଦ୍ୟାଳୟ(ଏସ୍ଓଏସ୍) ପରୀକ୍ଷା ଅନିୟମିତତା ପାଇଁ…
ଭୁବନେଶ୍ବର : ଓଡ଼ିଶାରେ କେଉଁ ଜିଲ୍ଲାରେ କେତେ ବାଂଲାଦେଶୀ ଅଛନ୍ତି? ସେମାନଙ୍କ ଭିତରୁ କେତେ ଜଣ ବେଆଇନ୍ ଭାବେ ଅଛନ୍ତି? ଆଜି ବିଧାନସଭାରେ ଧମାନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜଙ୍କ ଏପରି ପ୍ରଶ୍ନର ଉତ୍ତର ଦେଇଛନ୍ତି ଗୃହରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା। ସେ କହିଛନ୍ତି,…
ନୂଆଦିଲ୍ଲୀ: କାର୍ତିକି ଗନ୍ସାଲ୍ଭେସ୍ ଏବଂ ଗୁନୀତ୍ ମୋଙ୍ଗାଙ୍କ ‘ନେଟ୍ଫ୍ଲିକ୍ସ୍’ କ୍ଷୁଦ୍ର ପ୍ରାମାଣିକ ଛବି ‘ଦି ଏଲିଫ୍ୟାଣ୍ଟ୍ ୱିସ୍ପରର୍ସ୍’ ୯୫ତମ ‘ଏକାଡେମି ଆୱାର୍ଡସ୍’ରେ ‘ବେଷ୍ଟ୍ ଡକ୍ୟୁମେଣ୍ଟାରି ସର୍ଟ’ ବର୍ଗରେ ‘ଓସ୍କାର୍’ ବିଜୟୀ ହୋଇଛି। ଏହା ଭାରତୀୟ ସିନେପ୍ରେମୀଙ୍କ ମହଲରେ ଆନନ୍ଦ ଖେଳାଇ ଦେଇଛି।…
ସିଓଲ୍: ଆମେରିକା ଓ ଦକ୍ଷିଣ କୋରିଆ ମିଳିତ ସମରାଭ୍ୟାସ ଆରମ୍ଭ କରିବା ଆଗରୁ ଶକ୍ତି ପ୍ରଦର୍ଶନପୂର୍ବକ ଉତ୍ତର କୋରିଆ ଗୋଟାଏ ବୁଡ଼ାଜାହାଜରୁ ଦୁଇଟି ‘ଷ୍ଟ୍ରାଟେଜିକ୍ କ୍ରୁଜ୍ ମିସାଇଲ୍’ ପରୀକ୍ଷାମୂଳକ ଉତ୍କ୍ଷେପଣ କରିଥିବା କଥା ଆଜି ରାଷ୍ଟ୍ରାୟତ ଗଣମାଧ୍ୟମ ରିପୋର୍ଟ କରିଛି। ‘କେସିଏନ୍ଏ’…
ନୂଆଦିଲ୍ଲୀ: ଦିଲ୍ଲୀ ମହିଳା କମିସନ ମୁଖ୍ୟ ସ୍ବାତୀ ମାଲିୱାଲ ଗତ ଶନିବାର ତାଙ୍କ ବାପାଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ଏହି ଘଟଣାକୁ ନେଇ ସ୍ବାତୀଙ୍କ ପୂର୍ବତନ ସ୍ବାମୀ ନବୀନ ଜୟହିନ୍ଦ ନାର୍କୋ ପରୀକ୍ଷା ପାଇଁ ଦାବି କରିଛନ୍ତି। ନବୀନ ଜୟହିନ୍ଦ…
ମହାରାଷ୍ଟ୍ର : ଅକ୍ଲାନ୍ତ ପରିଶ୍ରମ କରି ମହାରାଷ୍ଟ୍ରର ଚାଷୀମାନେ ପିଆଜ ଉତ୍ପାଦନ କରିଥିଲେ ମଧ୍ୟ ସେମାନଙ୍କୁ ଉଚିତ ଦାମ ମିଳୁନି। ପିଆଜ ଏତେ କମ ଦାମରେ ବିକ୍ରି ହେଉଛି ଯେ ଚାଷୀମାନେ ନିଜର ଉତ୍ପାଦନ ଖର୍ଚ୍ଚ ମଧ୍ୟ ପାଉନାହାନ୍ତି। ଏପରି ସ୍ଥିତିରେ…
ନୂଆଦିଲ୍ଲୀ: ସରକାରଙ୍କ ନୀତିକୁ ସମାଲୋଚନା କରିବା କେବେଠାରୁ ଦେଶକୁ ସମାଲୋଚନା କରିବାରେ ପରିଗଣିତ ହେଲାଣି ବୋଲି ରବିବାର ଦିନ କଂଗ୍ରେସ ରାହୁଲ୍ ଗାନ୍ଧୀଙ୍କୁ ପରୋକ୍ଷରେ ବିଦ୍ରୂପ କରିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପଚାରିଛି। କର୍ଣ୍ଣାଟକରେ କଂଗ୍ରେସ ନେତା ପବନ ଖେରା କହିଛନ୍ତି,…