ଘରୋଇ ସ୍କୁଲରେ ପଢ଼ିବାକୁ ୯୭୧୭ ଗରିବ ପିଲା ଯୋଗ୍ୟ : ଅଧିକ ଫି’ ଆଦାୟ କରାଯାଉଥିବା ଅଭିଯୋଗ
ଭୁବନେଶ୍ବର : ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଘରୋଇ ବିଦ୍ୟାଳୟର ୨୫% ସିଟ୍ରେ ଗରିବ ତଥା ଦୁର୍ବଳ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ନାମଲେଖା ଚାଲିଛି। ୨୦୨୩-୨୪ ଶିକ୍ଷାବର୍ଷ ଲାଗି ପାରଦର୍ଶୀ ପୋର୍ଟାଲ ମାଧ୍ୟମରେ ଚାଲିଥିବା ନାମଲେଖା ପ୍ରକ୍ରିୟାର ପ୍ରଥମ ରାଉଣ୍ଡ୍ ଲଟେରି ଉଠାଣ…