ବିଜୁ ଏକ୍ସପ୍ରେସ ୱେ କେବଳ ଏକ ରାସ୍ତା ନୁହେଁ, ଏ ହେଉଛି ଜୀବନରେଖା : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାର ବିକାଶ କାହାଣୀରେ ଯୋଡ଼ି ହୋଇଛି ଆଉ ଏକ ଐତିହାସିକ ଅଧ୍ୟାୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପଶ୍ଚିମ ଓଡ଼ିଶାର ୩ଟି ଜିଲ୍ଲା ଗସ୍ତ ଅବସରରେ ବିଜୁ ଏକ୍ସପ୍ରେସ ୱେକୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ଏହି ଅବସରରେ…