ୟୁପି ବୋର୍ଡର ଅବହେଳା: ଭୁଲ ମାର୍କ ମିଶାଇ ୯୪% ରଖିଥିବା ଛାତ୍ରୀଙ୍କୁ ଫେଲ୍ କରିଦେଲେ
ଲକ୍ଷ୍ନୌ: ମଙ୍ଗଳବାର ୟୁପିରେ ଦଶମ ଶ୍ରେଣୀ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଫଳାଫଳ ପ୍ରକାଶ ପାଇଥିଲା। ଏବେ ପ୍ରକାଶିତ ଫଳାଫଳରେ ବୋର୍ଡ ଅଧିକାରୀଙ୍କ ଏକ ବଡ଼ ଅବହେଳା ସାମ୍ନାକୁ ଆସିଛି। ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ୯୪ପ୍ରତିଶତ ମାର୍କ ପାଇଥିବା…