ଜି-୨୦ ସମ୍ମିଳନୀ ଲାଗି ସୁରକ୍ଷା ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯିବ: ପୁଲିସ କମିଶନର
ଭୁବନେଶ୍ବର: ଜି-୨୦ ସମ୍ମିଳନୀ ନେଇ ସୁରକ୍ଷା ବ୍ୟବସ୍ଥା ସଂପର୍କରେ ଆଜି ଏକ ବିଶେଷ ବୈଠକ ଅନୁଷ୍ଠିତ ହୋଇଥିଲା। ଏନେଇ ପୁଲିସ କମିଶନର ସୌମେନ୍ଦ୍ର ପିୟଦର୍ଶୀ ସୂଚନା ଦେଇ କହିଛନ୍ତି, ଜି-୨୦ ସମ୍ମିଳନୀ ପାଇଁ ନିରାପତ୍ତା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଦିଗ। ଯେଉଁ ସବୁ…