Month: April 2023

୪୪୧ କୋଟିର ସୁଧ ରିହାତି ବିତରଣ କଲେ ମୁଖ୍ୟମନ୍ତ୍ରୀ, ଉପକୃତ ହେବେ ୩୫ ଲକ୍ଷ ଚାଷୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩୫ ଲକ୍ଷରୁ ଅଧିକ ଚାଷୀମାନଙ୍କୁ ସମବାୟ ବ୍ୟାଙ୍କ ଓ ପ୍ରାଥମିକ କୃଷିଋଣ ସମବାୟ ସମିତିଙ୍କୁ ୨୦୨୨-୨୩ ବର୍ଷର ଦ୍ବିତୀୟ ପର୍ଯ୍ୟାୟ ରିହାତି ବିତରଣ କରିଛନ୍ତି। ଲୋକସେବା ଭବନ କନଭେନସନ ସେଣ୍ଟରରୁ ଏହାର ଶୁଭାରମ୍ଭ କରିଛନ୍ତି…

ଯିଏ ଆଇନଶୃଙ୍ଖଳା ଭାଙ୍ଗୁଛି, ତା’ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ହେବା ଉଚିତ: ବିଜେଡି

ଭୁବନେଶ୍ବର: ଝାରସୁଗୁଡ଼ାରେ ବିଜେପିର ସାମ୍ବାଦିକ ସମ୍ମିଳନୀ ନେଇ ବିଜେଡି ପକ୍ଷରୁ ପ୍ରତିକ୍ରିୟା ରଖିଛନ୍ତି ଶକ୍ତି ମନ୍ତ୍ରୀ ପ୍ରତାପ ଦେବ। ସେ କହିଛନ୍ତି, ସମ୍ବଲପୁର ହିଂସା ଇତିହାସ ହିଁ କହିବ ବିଜେପି ପ୍ରଶ୍ନର ଉତ୍ତର। ପ୍ରତ୍ୟେକ ରାମ ନବମୀ ଓ ହନୁମାନ ଜୟନ୍ତୀରେ…

ପ୍ରଶ୍ନପତ୍ରରେ ବିକୃତ ଓଡ଼ିଆ ଜନିତ ତ୍ରୁଟି ଯୋଗୁଁ ବାତିଲ ହେଲା ଆକାଉଣ୍ଟାଣ୍ଟ ପରୀକ୍ଷା

ଭୁବନେଶ୍ୱର: ପ୍ରଶ୍ନପତ୍ରରେ ବ୍ୟାପକ ତ୍ରୁଟି ପାଇଁ ବାତିଲ ହୋଇଛି ଆକାଉଣ୍ଟାଣ୍ଟ ପରୀକ୍ଷା | ମିଳିଥିବା ସୂଚନା ମୁତାବକ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିସନ (ଓଏସ୍‌ଏସ୍‌ସି) ଦ୍ବାରା ଗତକାଲି ହୋଇଥିବା ଆକାଉଣ୍ଟାଣ୍ଟ ପରୀକ୍ଷାରେ ତ୍ରୁଟିପୂର୍ଣ୍ଣ ଓଡ଼ିଆ ଲେଖାଥିବା ପ୍ରଶ୍ନପତ୍ର ଆସିଥିଲା | ଏଥିରେ ଓଡ଼ିଆ…

ଝାରସୁଗୁଡ଼ା ଉପନିର୍ବାଚନ ମଇଦାନରେ ରହିଲେ ୯ ଜଣ ପ୍ରାର୍ଥୀ

ଭୁବନେଶ୍ୱର: ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ଉପନିର୍ବାଚନରେ ୯ ଜଣ ପ୍ରାର୍ଥୀ ପ୍ରତିନ୍ଦ୍ବନ୍ଦ୍ବିତା କରିବେ। ଏଥିଲାଗି ସମୁଦାୟ ୧୦ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିଲେ | ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବାର ଶେଷ ତାରିଖ ଥିବାବେଳେ ଜଣେ ପ୍ରାର୍ଥୀ ପ୍ରାର୍ଥୀପତ୍ର…

୧୫ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର, କଟକ ଖାନ ନଗରଠାରୁ ଲିଙ୍କ୍ ରୋଡ ପର୍ଯ୍ୟନ୍ତ ରାସ୍ତା ୬ ଥାକିଆ ହେବ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକର୧୫ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଆଜି କ୍ୟାବିନେଟ୍ ଅନୁମୋଦନ ଲାଭ କରିଥିବା ପ୍ରସ୍ତାବ ମଧ୍ୟରେ କଟକ ରିଂ ରୋଡକୁ ( ଖାନ ନଗରଠାରୁ ଲିଙ୍କ ରୋଡ ପର୍ଯ୍ୟନ୍ତ) ୬…

ସବୁ ସମ୍ପ୍ରଦାୟକୁ ସମ୍ମାନ ଦେବାର ଦକ୍ଷତା ପାଇଁ ଅଷ୍ଟ୍ରେଲିଆ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା

ନୂଆଦିଲ୍ଲୀ: ସବୁ ସମ୍ପ୍ରଦାୟକୁ ସମ୍ମାନ ଦେବାର ସାମର୍ଥ୍ୟ ଥିବା କହି ରବିବାର ଦିନ ଅଷ୍ଟ୍ରେଲିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ବିଭିନ୍ନ ଧର୍ମ ସମ୍ପ୍ରଦାୟର ନେତାମାନେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଭୂୟସୀ ପ୍ରଶଂସା କରିଛନ୍ତି। ‘ଏନ୍‌ଆଇଡି ଫାଉଣ୍ଡେସନ୍‌’ଦ୍ବାରା ରବିବାର ଦିନ ଅଷ୍ଟ୍ରେଲିଆର…

ଉତ୍ପୀଡ଼ନ ମାମଲାରେ ଆସାମ ଯୁବ କଂଗ୍ରେସ ମୁଖ୍ୟଙ୍କୁ ‘ସିଆଇଡି’ ସମନ୍‌

ଗୌହାଟି: ଉତ୍ପୀଡ଼ନ ମାମଲାରେ ଜେରା କରିବା ଲାଗି ଆଜି ମୁଖ୍ୟାଳୟରେ ହାଜର ହେବାକୁ ଆସାମ ‘କ୍ରାଇମ୍‌ ଇନ୍‌ଭେଷ୍ଟିଗେସନ୍‌ ଡିପାର୍ଟମେଣ୍ଟ୍‌’ (ସିଆଇଡି) ରାଜ୍ୟ ଯୁବ କଂଗ୍ରେସ ମୁଖ୍ୟ ଶ୍ରୀନିବାସ ଭି.ବି.ଙ୍କୁ ଡକାଇଛି। ସେଥିପାଇଁ ଏପ୍ରିଲ୍‌ ୨୦ ତାରିଖ ଦିନ ଶ୍ରୀନିବାସ ଭି.ବି.ଙ୍କ ପାଖକୁ…

ବିବାହ ଯୋଜନାର ହିତାଧିକାରୀଙ୍କ ଯୋଗ୍ୟତା ଯାଞ୍ଚ ପାଇଁ ଗର୍ଭଧାରଣ ପରୀକ୍ଷାକୁ ନେଇ ମଧ୍ୟପ୍ରଦେଶରେ ବିବାଦ

ଭୋପାଳ: ମଧ୍ୟପ୍ରଦେଶରେ ବିରୋଧୀ କଂଗ୍ରେସ ଏବଂ ଶାସକ ବିଜେପି ରାଜ୍ୟରେ ବିବାହ ଯୋଜନା ଅଧୀନରେ ସୁବିଧା ପାଇବା ପାଇଁ ମହିଳାଙ୍କ ଯୋଗ୍ୟତା ଯାଞ୍ଚ କରିବା ପାଇଁ କରାଯାଇଥିବା ଗର୍ଭଧାରଣ ପରୀକ୍ଷାକୁ ନେଇ ବିବାଦ ସୃଷ୍ଟି କରିଛନ୍ତି। ଡିଣ୍ଡୋରୀ ଜିଲ୍ଲାର ଗଦାସରାଇ ସହରରେ…

୫୦ ବର୍ଷରେ ପଦାର୍ପଣ କଲେ ସଚିନ

ମୁମ୍ବାଇ : ସଚିନ ଯେତେବେଳେ ଯୁବାବସ୍ଥାରେ ଥିଲେ ସେ ଜଣେ ଦ୍ରୁତ ବୋଲର ହେବାକୁ ଚାହୁଁଥିଲେ, କିନ୍ତୁ ୧୯୮୭ରେ ଏମ୍‌ଆର୍‌ଏଫ୍‌ ଫାଉଣ୍ଡେସନ୍‌ରେ ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଡେନିସ୍‌ ଲିଲି ତାଙ୍କର ଏହି ଆଗ୍ରହକୁ ପ୍ରତ୍ୟାଖ୍ୟାନ କରିଥିଲେ। ତାଙ୍କୁ ବ୍ୟାଟିଂ ଉପରେ ଅଧିକ…

ସୁଦାନରେ ଫସିଥିବା ଭାରତୀୟଙ୍କୁ ଆଣିବା ପାଇଁ ଆରମ୍ଭ ହେଲା ‘ଅପରେସନ୍ କାବେରୀ’

ନୂଆଦିଲ୍ଲୀ: ଆଫ୍ରିକୀୟ ଦେଶ ସୁଦାନରେ ବର୍ତ୍ତମାନ ଗୃହଯୁଦ୍ଧ ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ସୁଦାନରେ ଫସି ରହିଥିବା ପ୍ରାୟ ୪ହଜାର ଭାରତୀୟମାନଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରିବା ପାଇଁ ଭାରତ ସରକାର ‘ଅପରେସନ୍ କାବେରୀ’ ଆରମ୍ଭ କରିଛନ୍ତି। ଏହି ଅପରେସନ ଅଧିନରେ…