Month: April 2023

ବିଜେଡି କାର୍ଯ୍ୟାଳୟରେ ପୂର୍ବତନ ସାଂସଦ ତଥାଗତ ସତପଥୀଙ୍କ ବୟାନକୁ ନେଇ ଚର୍ଚ୍ଚା

ଭୁବନେଶ୍ବର: ପୂର୍ବତନ ସାଂସଦ ତଥାଗତ ସତପଥୀଙ୍କ ବୟାନକୁ ନେଇ ଚର୍ଚ୍ଚା। ଶଙ୍ଖ ଭବନ ଲୋକାର୍ପଣ ଉତ୍ସବରେ ତଥାଗତ ଶତପଥୀଙ୍କୁ ଦେଖିବାକୁ ମିଳିଥିଲା । ସାମ୍ବାଦିକଙ୍କ ପ୍ରଶ୍ନରେ ସେ କହିଥିଲେ, କୌଣସି ଦଳରେ ନାହିଁ। ସାମ୍ବାଦିକ ଭାବେ ଆଜି ଶଙ୍ଖ ଭବନ ଲୋକାର୍ପଣ…

ଭୁବନେଶ୍ୱର ଠାରେ ଜି-୨୦ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା ପ୍ରଦର୍ଶନୀ” ଉଦଘାଟିତ

ଆବାହାମାନକାଳରୁ ଓଡ଼ିଶାର ପରମ୍ପରାରେ ଦକ୍ଷତା ରହିଛି- ଧର୍ମେନ୍ଦ୍ର ପ୍ରଧାନ • ଜି-୨୦ ଜନଭାଗିଦାରୀରେ ଓଡ଼ିଶାବାସୀଙ୍କ ଯୋଗଦାନ ଉତ୍ସାହପୂର୍ଣ୍ଣ, ଜି- ୨୦ର ମ୍ୟାସେବ୍ୟାପୀ ଚାଲିଥିବା କାର୍ଯ୍ୟକ୍ରମରେ ଓଡ଼ିଶାର ୧ ଲକ୍ଷ ଯୁବବର୍ଗଙ୍କ ଅଂଶଗ୍ରହଣ ପ୍ରଶଂସନୀୟ • ଉଦଘାଟିତ ପ୍ରଦର୍ଶନୀ ଡିଜିଟାଲ ନବସୃଜନରେ ଆସିଥିବା…

ଟ୍ରକ ମାଡିଯାଇ ୭ବର୍ଷର ନାବାଳିକାର ମୃତ୍ୟୁ: ଉତ୍ତ୍ୟକ୍ତ ଗ୍ରାମବାସୀଙ୍କ ରାସ୍ତାରୋକ

ରେଢାଖୋଲ: ଟ୍ରକ ଚାପାରେ ୭ବର୍ଷର ନାବାଳିକାର ମୃତ୍ୟୁ ପରେ ଉତ୍ତେଜନା। ରାସ୍ତା ଉପରେ ମୃତଦେହ ରଖି ଉତ୍ତ୍ୟକ୍ତ ଗ୍ରାମବାସୀଙ୍କ ରାସ୍ତାରୋକ। ରେଢାଖୋଲ ଥାନା ୫୫ ନଂ ଜାତୀୟ ରାଜପଥର ଝରଣପଦା ଗାଁ ନିକଟରେ ଦୁର୍ଘଟଣା। ରାସ୍ତା କଡ଼ରେ କେନ୍ଦୁ, ଚାର ଆଦି…

ଭୁବନେଶ୍ୱର ମହାରାଜା ସିନେମା ହଲ ପାର୍କିଂ ପ୍ଲେସରେ ଯୁବକ ଓ ମହିଳା ପିଟାପିଟି

ଭୁବନେଶ୍ବର: ଗାଡ଼ି ପାର୍କିଂକୁ ନେଇ ତୁମୁଳକାଣ୍ଡ। ଭୁବନେଶ୍ୱର ମହାରାଜା ସିନେମା ହଲ ପାର୍କିଂ ପ୍ଲେସରେ ଯୁବକ ଓ ମହିଳା ପିଟାପିଟି। ଗାଡ଼ି ପାର୍କିଂକୁ ନେଇ ପ୍ରଥମେ ବଚସା ହେବା ପରେ ମାଡ଼ପିଟ ହୋଇଛି। ଯୁବତୀ ଜଣକ କାରର ବନେଟ ଉପରେ ବସି…

ବିଜେବି କଲେଜରେ ଛାତ୍ରଙ୍କୁ ମାଡ଼ ମାରିବା ଘଟଣାରେ ୪ ଗିରଫ

ଭୁବନେଶ୍ବର: ବିଜେବି କଲେଜ କ୍ୟାମ୍ପସରେ ଆତଙ୍କରାଜ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ ପୁଲିସ। ସମସ୍ତ ୪ ଅଭିଯୁକ୍ତ ଅଣଛାତ୍ର ବୋଲି ଜଣାପଡ଼ିଛି। ଅଭିଯୁକ୍ତମାନେ ସବୁଦିନ କ୍ୟାମ୍ପସ ଭିତରେ କ୍ରିକେଟ୍‌ ଖେଳନ୍ତି। ସେମାନଙ୍କଠାରୁ ଆକ୍ରମଣରେ ବ୍ୟବହୃତ କ୍ରିକେଟ ଷ୍ଟମ୍ପ, ଛୁରୀ,…

ପୁରୀରୁ ୫ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ

ପୁରୀ: ପୁରୀର ଦୁର୍ଦ୍ଦାନ୍ତ ଅପରାଧୀ ମନୁଆ ଓରଫ ମନୋରଞ୍ଜନ ମହାନ୍ତି (୩୮) ଓ ତାର ଗ୍ୟାଙ୍ଗକୁ ଧରିବାରେ ପୁଲିସ ସଫଳ ହୋଇଛି। ମନୁଆ ନାଁରେ ୧୮ଟି ଅପରାଧିକ ମାମଲା ରହିଛି। ମନୁଆ ବ୍ୟତୀତ ସୌମ୍ୟରଂଜନ ଆଚାର୍ଯ୍ୟ ଓରଫ ରାଜା (୩୨), ମିଲନ୍…

ବିଜେଡିର ରାଜ୍ୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’ ଉଦଘାଟିତ

ଭୁବନେଶ୍ବର: ବିଜେଡିର ରାଜ୍ୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’ର ଉଦଘାଟନ କରିଛନ୍ତି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପବିତ୍ର ଅକ୍ଷୟ ତୃତୀୟ ଅବସରରେ ବିଜେଡିର ରାଜ୍ୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’ର ଉଦଘାଟିତ ହୋଇଛି। ୟୁନିଟ ୬ସ୍ଥିତ ସେହି ପୁରୁଣା ଜାଗାରେ…

ଅର୍ଚ୍ଚନା ନାଗ ମନି ଲଣ୍ଡରିଂ ମାମଲା: ଶ୍ରଦ୍ଧାଞ୍ଜଳିଙ୍କ ଆବେଦନର ପୁନଶ୍ଚ ଶୁଣାଣି ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଅର୍ଚ୍ଚନା ନାଗ ମନି ଲଣ୍ଡରିଂ ମାମଲାରେ ଶ୍ରଦ୍ଧାଞ୍ଜଳିଙ୍କ ମାମଲାର ହେବ ପୁନଃ ଶୁଣାଣି। ଅର୍ଚ୍ଚନାଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳିଙ୍କ ଆବେଦନର ପୁନଶ୍ଚ ଶୁଣାଣି ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଇଡି ମାମଲାରେ ବ୍ୟକ୍ତିଗତ ହାଜର ନ ହେବାକୁ କରିଥିଲେ ଆବେଦନ। ଏଭଳି ଆବେଦନକୁ…

ଓୟୁଏଟି କୃଷି ଫାର୍ମରେ ଭୂମିପୂଜା ଓ ଅଖିମୁଠି ଅନୁକୁଳ କଲେ ମୁଖ୍ୟମନ୍ତ୍ରୀ, ଚାଷୀ ଭାଇଙ୍କୁ ଜଣାଇଲେ ଶୁଭେଚ୍ଛା

ଭୁବନେଶ୍ବର: ଆଜି ପବିତ୍ର ଅକ୍ଷୟ ତୃତୀୟା । ଏହି ଅବସରରେ ଭୂମିପୂଜା ଓ ଅଖିମୁଠି ଅନୁକୁଳ କରିଛନ୍ତି ମୁଖ୍ୟମନ୍ତ୍ରୀ । ଓୟୁଏଟି ଶୈକ୍ଷିକ କୃଷି ଫାର୍ମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଖିମୁଠି ଅନୁକୁଳ କରିଛନ୍ତି । କାର୍ଯ୍ୟକ୍ରମରେ କୃଷି ମନ୍ତ୍ରୀ ରଣେନ୍ଦ୍ର…

ଲୋକସେବା ଭବନ ପରିସରରେ ମିଲେଟ୍‌ ଶକ୍ତି କାଫେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଲୋକସଭା ଭବନ ପରିସରରେ ମିଲେଟ୍‌ ଶକ୍ତି କାଫେ ଓ କୃଷି ସମୀକ୍ଷା କେନ୍ଦ୍ର ଉଦଘାଟିତ । ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିଛନ୍ତି । ଦେଶର ପ୍ରଥମ ରାଜ୍ୟଭାବେ ଓଡ଼ିଶାରେ ଏହିପରି ଏକ…