Month: April 2023

ନରୋଦା ନରସଂହାର: ସମସ୍ତ ୬୯ ଅଭିଯୁକ୍ତ ଦୋଷମୁକ୍ତ

ଅହମ୍ମଦାବାଦ : ବହୁ ଚର୍ଚ୍ଚିତ ୨୦୦୨ ଗୁଜରାଟ ଦଙ୍ଗା ବେଳେ ସଂଗଠିତ ନରୋଦା ନରସଂହାର ଘଟଣାରେ ଗୁଜରାଟର ସ୍ୱତନ୍ତ୍ର କୋର୍ଟ ସମସ୍ତ ୬୯ ଅଭିଯୁକ୍ତଙ୍କୁ ଆଜି ଦୋଷମୁକ୍ତ କରିଛନ୍ତି। ଏମାନଙ୍କ ମଧ୍ୟରେ ବିଜେପି ନେତା ମାୟା କୋଡନାନି, ବଜରଙ୍ଗ ଦଳର ପୂର୍ବତନ…

ରାହୁଳଙ୍କ ଦଣ୍ଡାଦେଶ କାଏମ ରଖିଲେ ସେସନ୍ସ କୋର୍ଟ

ସୁରତ : କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ପୁଣି ଲାଗିଲା ଝଟକା । ସୁରତ ସେସନ୍ସ କୋର୍ଟରୁ ଆଜି ନିରାଶ ହୋଇଛନ୍ତି ରାହୁଲ। ‘ମୋଦି ସରନେମ’ ସମ୍ପର୍କରେ ଦେଇଥିବା ଆପତ୍ତିଜନକ ଟିପ୍ପଣୀ ପାଇଁ ତଳ କୋର୍ଟ ରାହୁଲ ଗାନ୍ଧିଙ୍କୁ ୨ ବର୍ଷ…

ମାଟି‌ରେ ମିଶାଇଦେଲେ ଟାଙ୍ଗିରି ପାହାଡ଼: କେହି ଜାଣିଲେନି, ରାସ୍ତା ତିଆରି କଲେ ଖଣି ମାଫିଆ

ନୟାଗଡ଼: ନୟାଗଡ଼ ଜିଲ୍ଲା ସଦର ମହକୁମାଠାରୁ ପ୍ରାୟ ୧୦ କିମି ଦୂରରେ ଥିବା ଏକ ବିରାଟ ପାହାଡ଼ ଓ ଗଛକୁ କାଟି ଖଣି ମାଫିଆମାନେ ମାଟିରେ ମିଶାଇ ଦେଇଛନ୍ତି। କେବଳ ମାଟିରେ ମିଶାଇ ଦେଇନାହାନ୍ତି, ରାସ୍ତା କରିବା ଆଳରେ ଲକ୍ଷଲକ୍ଷ ଟଙ୍କାର…

ଏପ୍ରିଲ ୨୧ରୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଦୁଇଦିନିଆ ‘ଭାରତୀୟ ପାରମ୍ପରିକ କ୍ରୀଡ଼ା ମହୋତ୍ସବ’

କୋରାପୁଟ: ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଚଳିତ ମାସ ୨୧ ଓ ୨୨ ତାରିଖରେ କ୍ରୀଡ଼ା ଭାରତୀ ସହଯୋଗରେ ଭାରତୀୟ ପାରମ୍ପରିକ କ୍ରୀଡ଼ା ମହୋତ୍ସବ ଆୟୋଜନ କରାଯାଉଛି। ପ୍ରଥମ ଥର ପାଇଁ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏଭଳି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଦୁଇ…

ସମ୍ବଲପୁର ଘଟଣାର ପ୍ରତିବାଦରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ବନ୍ଦ ପାଳନ

ଭୁବନେଶ୍ବର/ସମ୍ବଲପୁର: ସମ୍ବଲପୁର ଘଟଣାର ପ୍ରତିବାଦରେ ବିଶ୍ବ ହିନ୍ଦୁ ପରିଷଦ ଓଡ଼ିଶା ପଶ୍ଚିମ ପ୍ରାନ୍ତ ତରଫରୁ ସମ୍ବଲପୁର ସମେତ ପଶ୍ଚିମ ଓଡ଼ିଶାର ୧୦ ଓ ଅବିଭକ୍ତ କୋରାପୁଟର ୪ ଜିଲ୍ଲାକୁ ମିଶାଇ ମୋଟ ୧୪ ଜିଲ୍ଲାରେ ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦର…

ମେ’ ୨୧ରେ ଓଜେଏସ୍‌ ପ୍ରିଲିମିନାରୀ ପରୀକ୍ଷା

କଟକ: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ବିଚାର ବିଭାଗୀୟ ସେବା (ଜୁଡିସିଆଲ ସର୍ଭିସ) (ଓଜେଏସ୍‌)- ୨୦୨୨ର ପ୍ରିଲିମିନାରୀ (ପ୍ରାଥମିକ) ପରୀକ୍ଷା ମେ ୨୧ରେ ଅନୁଷ୍ଠିତ ହେବ। ପୂର୍ବାହ୍ଣ ୧୦ଟାରୁ ୧୧. ୩୦ ପର୍ଯ୍ୟନ୍ତ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବେ।…

ବୁଢାବଳଙ୍ଗ ନଦୀରେ ବୁଡ଼ି ୨ ମୃତ

ବାଲେଶ୍ବର: ବାଲେଶ୍ୱର ଜିଲା ରେମୁଣା ବ୍ଲକ ପତୁକାଶାସନ ଗାଁରେ ବୁଧବାର ଘଟିଛି ଏକ ଅଭାବନୀୟ ଘଟଣା। ବୁଢାବଳଙ୍ଗ ନଦୀରେ ବୁଡ଼ି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ପତୁକାଶାସନ ଗାଁ ଘାଟରେ ଗାଧୋଇବା ବେଳେ ନଦୀରେ ବୁଡ଼ି ଯାଇଥିବା ସୂଚନା। ମୃତକ ଦୁହେଁ…

ସମ୍ବଲପୁର ସ୍ଥିତି ‌ନେଇ ସରକାରଙ୍କୁ ଟାର୍ଗେଟ କଲା ବିଜେପି

ଝାରସୁଗୁଡା: ଗତ ୧୨ ତାରିଖ ପରଠାରୁ ସମ୍ବଲପୁରରେ ଦେଖାଦେଇଥିବା ଅପ୍ରୀତିକର ସ୍ଥିତିକୁ ନେଇ ଆଜି ଝାରସୁଗୁଡାରେ ବିଜେପିର ରାଜ୍ୟସ୍ତରୀୟ ଟିମ ସାମ୍ବାଦିକ ସମ୍ମିଳନୀ କରି ସରକାରଙ୍କ ଉପରେ ବର୍ଷିଛି। ସରକାର ଓ ପ୍ରଶାସନର ଦାୟିତ୍ବହୀନତା, ଅପାରଗତା ପାଇଁ ଏହି ଘଟଣା ଘଟିଥିବା…

ଆମ ମୁଣ୍ଡରେ ଅଠା ବୋଳାଯାଇଛି : ଅର୍ଚ୍ଚନାଙ୍କ ସ୍ବାମୀ ଜଗବନ୍ଧୁ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରର ଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗର ସ୍ବାମୀ ଜଗବନ୍ଧୁ ଚାନ୍ଦ ବୁଧବାର ବିସ୍ଫୋରକ ବୟାନ ଦେଇଛନ୍ତି। ସ୍ବାସ୍ଥ୍ୟ ଅବସ୍ଥା ଭଲ ନାହିଁ। ଡାକ୍ତରୀ ଚିକିତ୍ସା ପାଇଁ ହସ୍ପିଟାଲ୍ ଆସିଛି ବୋଲି କହିଛନ୍ତି। ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜାଙ୍କ…

ସରପଞ୍ଚଙ୍କ ବେକରୁ ଝାମ୍ପି ନେଲେ ସୁନାଚେନ୍

ଭଦ୍ରକ : କିଛି ଦିନ ନିରବତା ପରେ ସୋରରେ ପୁଣି ମାତିଲେ ଲୁଟେରା। ରାସ୍ତାରେ ଯାଉଥିବା ଲୋକଙ୍କ ଠାରୁ ଛିନ୍‌ତାଇ ଲୁଟ୍ ଆରମ୍ଭ। ଆପାଚିରେ ଆସିଲେ, ଆଉ ରାସ୍ତାରେ ଯାଉଥିବା ସରପଞ୍ଚଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ। ଭଦ୍ରକ ମଇତା ପୁରରୁ…