Month: April 2023

କର୍ଣ୍ଣାଟକା ବିଧାନସଭା ନିର୍ବାଚନ: ବିଜେପିରୁ ଇସ୍ତଫା ଦେଲେ ବିଧାୟକ ଏମ୍‌.ପି କୁମାରସ୍ୱାମୀ

କର୍ଣ୍ଣାଟକା ବିଧାନସଭା ନିର୍ବାଚନ ପାଇଁ ବୁଧବାର ରାତିରେ ବିଜେପି ତା’ର ଦ୍ୱିତୀୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ୨୩ ଜଣଙ୍କ ନାଁ ରହିଛି। ତେବେ ଏହି ତାଲିକାରେ ନାଁ ନଥିବାରୁ ଦଳରୁ ଇସ୍ତଫା ଦେଇଛନ୍ତି ବିଧାୟକ ଏମ୍.ପି କୁମାରସ୍ୱାମୀ। ଏହା…

ପୁଅର ଏନକାଉଣ୍ଟର ଖବର ଶୁଣି କୋର୍ଟରେ କାନ୍ଦିଲେ ଅତିକ ଅହମଦ

ନୂଆଦିଲ୍ଲୀ: ଏପ୍ରିଲ ୧୩ ତାରିଖରେ ଝାନ୍‌ସୀରେ ଉତ୍ତର ପ୍ରଦେଶର ‘ସ୍ପେସାଲ୍‌ ଟାସ୍କ୍‌ ଫୋର୍ସ’ର (ଏସ୍‌ଟିଏଫ୍‌) ଏନ୍‌କାଉଣ୍ଟର୍‌ରେ ଉମେଶ ପାଲ୍‌ ହତ୍ୟା ମାମଲାର ଅନ୍ୟତମ ଅଭିଯୁକ୍ତ ଅତୀକ୍‌ ଅହମଦ୍‌ଙ୍କ ପୁଅ ଅସଦ୍‌ ନିହତ ହୋଇଛନ୍ତି। ପୁଲିସର କହିବା ଅନୁସାରେ, ଉତ୍ତର ପ୍ରଦେଶ ‘ସ୍ପେସାଲ୍‌…

ରାଷ୍ଟ୍ରୀୟ ରୋଜଗାର ମେଳାରେ ଆଉ ୭୧ ହଜାର ପାଇଲେ ନିଯୁକ୍ତି ପତ୍ର

ରାଷ୍ଟ୍ରୀୟ ରୋଜଗାର ମେଳାରେ ଆଜି ଆଉ ୭୧ ଜଣଙ୍କୁ ବିଭିନ୍ନ ବିଭାଗରେ ନିଯୁକ୍ତି ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଏହି ମେଳାରେ ଭାଗ ନେଇ ନିଯୁକ୍ତିପତ୍ର ବାଣ୍ଟିଛନ୍ତି। କେନ୍ଦ୍ର ସରକାର ବିଭିନ୍ନ ବିଭାଗରେ ସମସ୍ତଙ୍କୁ ନିଯୁକ୍ତି…

ଭାରତରେ ପ୍ରଥମ ଥର ପାଇଁ ନଦୀ ତଳେ ଚାଲିଲା ମେଟ୍ରୋ ଟ୍ରେନ୍

କୋଲକାତା: ଇତିହାସ ସୃଷ୍ଟି କଲା କୋଲକାତା ମେଟ୍ରୋ, ପ୍ରଥମ ଥର ଅଣ୍ଡର ୱାଟର ତଳେ ଚାଲିଲା ମେଟ୍ରୋ ଟ୍ରେନ୍। ଭାରତରେ ପ୍ରଥମ ଥର ପାଇଁ ନଦୀ ତଳେ ଚାଲିଲା ମେଟ୍ରୋ ଟ୍ରେନ୍। ବିଭିନ୍ନ ସହରରେ ଭୂମି ଉପରେ ଓ ଭୂମି ତଳେ…

ଅସଦର ମିଛ ଏନକାଉଣ୍ଟର ହୋଇଛି : ଅଖିଳେଶ

ଲକ୍ଷ୍ନୌ : ଉତ୍ତରପ୍ରଦେଶର କୁଖ୍ୟାତ ମାଫିଆ ଓ ବାହୁବଳୀ ଅତୀକ୍ ଅହମ୍ମଦର ପୁଅ ଅସଦ ପୁଲିସ ଏନ୍ କାଉଣ୍ଟରରେ ନିହତ ହେବା ଘଟଣା ସମଗ୍ର ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ତେବେ ଏହାକୁ ନେଇ ରାଜନୀତି ମଧ୍ୟ ଆରମ୍ଭ ହୋଇଯାଇଛି…

ଦେଶରେ ୧୦ ହଜାର ଟପିଲା ଦୈନିକ କରୋନା ସଂକ୍ରମଣ

ନୂଆଦିଲ୍ଲୀ : ଦେଶରେ କରୋନା ବିସ୍ଫୋରଣ। ୧୦ ହଜାର ଟପିଲା ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟାରେ ଦେଶରୁ ଚିହ୍ନଟ ହୋଇଛନ୍ତି ୧୦ହଜାର ୧୫୮ ପଜିଟିଭ୍‌ । ୭ ମାସରେ ସର୍ବାଧିକ ରହିଛି ଦୈନିକ କେସ୍‌। ଗତକାଲି ଏହି ସଂଖ୍ୟା ଥିଲା…

ଏନକାଉଣ୍ଟରରେ ଅତୀକ୍‌ ଅହମଦଙ୍କ ପୁଅ ନିହତ ହେବା ପ‌ରେ ପ୍ରତିକ୍ରିୟା ରଖିଲେ ଉମେଶ ପାଲଙ୍କ ପତ୍ନୀ ଓ ମା’

ନୂଆଦିଲ୍ଲୀ: ୨୦୦୫ରେ ବହୁଜନ ସମାଜ ପାର୍ଟିର ସାଂସଦ ରାଜୁ ପାଲ୍‌ଙ୍କ ହତ୍ୟାକାଣ୍ଡର ମୁଖ୍ୟ ସାକ୍ଷୀ ଥିଲେ ଉମେଶ ପାଲ୍‌। ଏଥିରେ ଅଭିଯୁକ୍ତ ଥିଲେ ଅତୀକ୍‌। ଫେବ୍ରୁଆରି ୨୪ ତାରିଖ ଦିନ ପ୍ରୟାଗରାଜ ବାସଭବନ ବାହାରେ ଉମେଶ ପାଲ୍‌ ଏବଂ ତାଙ୍କର ଦୁଇଜଣ…

ଯୁଦ୍ଧ ପାଇଁ ପ୍ରସ୍ତୁତ ରୁହ: ଜିନପିଙ୍ଗ

ତାଇଓ୍ଵାନ-ଚୀନ୍‌ ଭିତରେ ଘନେଇଲା ଯୁଦ୍ଧ ଆଶଙ୍କା । ଯୁଦ୍ଧ ପାଇଁ ପ୍ରସ୍ତୁତ ରହିବାକୁ ସେନାକୁ ନିର୍ଦ୍ଦେଶ ଦେଲେ ଚୀନ ରାଷ୍ଟ୍ରପତି ସି ଜିନ ପିଙ୍ଗ। ତାଇଓ୍ଵାନ ଓ ଫିଲିପାଇନ୍ସ ସୀମାରେ ଆମେରିକା ବେସ୍‌ କରୁଥିବାରୁ ଚିହିଙ୍କି ଉଠିଛି ବେଜିଂ । ଗତକାଲି…

ରାଜଧାନୀ ପ୍ରତିଷ୍ଠା ଦିବସ ଉପଲକ୍ଷେ ସ୍ୱତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ୭୫ତମ ପ୍ରତିଷ୍ଠା ଦିବସ ଅବସରରେ ଆୟୋଜିତ ସ୍ୱତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀ ଗୌରବମୟ ଅତୀତ ଓ ବର୍ତ୍ତମାନକୁ ଏକତି୍ରତ କରି ଭୁବନେଶ୍ୱରର ପ୍ରାଚୀନ ଐତିହ୍ୟ, ପ୍ରତିଷ୍ଠା, କ୍ରମବିକାଶ ଓ ସମୃଦ୍ଧିର ବାର୍ତ୍ତାବହନ କରିଛି। ମନ୍ଦିରମାଳିନୀ ଭୁବନେଶ୍ୱର ଆଜି ଭାରତର…

ଗ୍ରୀଷ୍ମ ପ୍ରବାହର ମୁକାବିଲା ଓ ପଦକ୍ଷେପ ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର : ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ବିଭିନ୍ନ ବିଭାଗ ସହ ଏକ ସମୀକ୍ଷା ବୈଠକ କରିଛନ୍ତି । ବୈଠକରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ କ୍ଷେତ୍ରୀୟ ସ୍ତରରେ ବ୍ୟାପକ…