ରାଜ୍ୟ ସରକାରଙ୍କୁ ଭର୍ତ୍ସନା କଲେ ସୁପ୍ରିମ୍କୋର୍ଟ, ବେଦାନ୍ତକୁ ୫ ଲକ୍ଷ ଟଙ୍କା ଜରିମାନା
ଭୁବନେଶ୍ବର : ପୁରୀ-କୋଣାର୍କ ମେରାଇନ୍ ଡ୍ରାଇଭର ବେଲଦଳ ଅଞ୍ଚଳରେ ପ୍ରସ୍ତାବିତ ବେଦାନ୍ତ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ମାମଲାରେ ଓଡ଼ିଶା ହାଇକୋର୍ଟଙ୍କ ରାୟକୁ କାଏମ ରଖିଲେ ସୁପ୍ରିମକୋର୍ଟ। ବେଦାନ୍ତର ୧୦ ହଜାର ଏକର ଜମି ଅଧିଗ୍ରହଣକୁ ବେଆଇନ କହିଲେ ସୁପ୍ରିମକୋର୍ଟ। ଏଥିସହ ବେଦାନ୍ତକୁ ୫…