ସି-ସୋର ମାମଲାରେ ପ୍ରଭାତଙ୍କୁ ନିରାଶ କଲେ ହାଇକୋର୍ଟ
କଟକ : ଚିଟ୍ଫଣ୍ଡ ସଂସ୍ଥା ସି-ସୋର ସହ କଟକ ଚୌଦ୍ୱାର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ଆର୍ଥିକ କାରବାର ଅଭିଯୋଗ ମାମଲାରେ ହାଇକୋର୍ଟରେ ହୋଇଛି ଗୁରୁତ୍ୱପୂର୍ଣ୍ଣ ଶୁଣାଣି। ଆସନ୍ତା ୨ ମାସ ମଧ୍ୟରେ ଚାର୍ଜଫ୍ରେମ୍ କରି ବର୍ଷକରେ ବିଚାର ଶେଷ କରିବାକୁ…