ସାଗରମାଲା ଇନୋଭେସନ୍ ଏବଂ ଷ୍ଟାର୍ଟଅପ୍ ପଲିସି ଉପରେ ଡ୍ରାଫ୍ଟ ଜାରି
ନୂଆଦିଲ୍ଲୀ : ଏକ ଦେଶର ଅଭିବୃଦ୍ଧି ଷ୍ଟାର୍ଟ ଅପ୍ ଏବଂ ଉଦ୍ୟୋଗୀମାନଙ୍କ ଦ୍ୱାରା ବୃଦ୍ଧି ପାଇଥାଏ। ଏକ ଶକ୍ତିଶାଳୀ ଉଦ୍ଭାବନ ଇକୋସିଷ୍ଟମ୍ ଗଠନ ପାଇଁ ବନ୍ଦର, ସିପିଂ ଏବଂ ଜଳପଥ ମନ୍ତ୍ରଣାଳୟ (ଏମ୍ଓପିଏସ୍ଡବ୍ଲୁ) ସାଗରମାଲା ଇନୋଭେସନ୍ ଏବଂ ଷ୍ଟାର୍ଟଅପ୍ ପଲିସି ଉପରେ…