ପରିବାରବାଦ-ଭ୍ରଷ୍ଟାଚାର ବିରୋଧରେ ଲଢ଼ିବାକୁ ପଡିବ, ତେଲେଙ୍ଗାନା ଗସ୍ତ ସମୟରେ କେସିଆରଙ୍କୁ କଟାକ୍ଷ କଲେ ମୋଦୀ
ହାଇଦ୍ରାବାଦ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ତେଲେଙ୍ଗାନା ଗସ୍ତରେ ଯାଇ ‘ସିକନ୍ଦରାବାଦ-ତିରୁପତି ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ୍’ ଚଳାଚଳର ଶୁଭାରମ୍ଭ କରିଛନ୍ତି।। ଏହା ପରେ ସେ ସେଠାରେ ଜନସାଧାରଣଙ୍କୁ ସମ୍ବୋଧିତ କରିବାବେଳେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି,…