ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ଏକେ ଆଣ୍ଟୋନୀଙ୍କ ପୁଅ ବିଜେପିରେ ମିଶିଲେ
ନୂଆଦିଲ୍ଲୀ : କଂଗ୍ରେସର ଭେଟେରାନ ତଥା ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ଏ.କେ. ଆଣ୍ଟୋନୀଙ୍କ ପୁଅ ଅନିଲ ଆଣ୍ଟୋନୀ ଗୁରୁବାର ବିଜେପିରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବିବାଦୀୟ ବିବିସି ଡକ୍ୟୁମେଣ୍ଟାରୀକୁ ସମାଲୋଚନା କରିବା ପରେ ସେ ଜାନୁଆରୀରେ କଂଗ୍ରେସର…