ଥାଳିରେ ଭାତ ଧରି ବ୍ଲକ୍ ଅଫିସ୍ରେ ଧାରଣାରେ ବସିଲେ ପିଲା
ବାରପିଦା : ମଧ୍ୟାହ୍ନ ଭୋଜନରେ ତରକାରୀ ଦେଲେନି। ତେଣୁ ଥାଳିରେ ଭାତ ଧରି ପ୍ରାୟ ଦେଢ଼ କିମି ଚାଲିଲେ ପିଲା। ସେମାନେ ଚାଲି ଚାଲି ବ୍ଲକ୍ ଅଫିସ୍ରେ ପହଞ୍ଚି ଧାରଣାରେ ବସିଲେ। ବିଡିଓଙ୍କ ଦେଖାନକଲେ ଉଠିବେ ନାହିଁ ବୋଲି ଶୁଣାଇଦେଲେ। ଏପରି…
ବାରପିଦା : ମଧ୍ୟାହ୍ନ ଭୋଜନରେ ତରକାରୀ ଦେଲେନି। ତେଣୁ ଥାଳିରେ ଭାତ ଧରି ପ୍ରାୟ ଦେଢ଼ କିମି ଚାଲିଲେ ପିଲା। ସେମାନେ ଚାଲି ଚାଲି ବ୍ଲକ୍ ଅଫିସ୍ରେ ପହଞ୍ଚି ଧାରଣାରେ ବସିଲେ। ବିଡିଓଙ୍କ ଦେଖାନକଲେ ଉଠିବେ ନାହିଁ ବୋଲି ଶୁଣାଇଦେଲେ। ଏପରି…
ଭୁବନେଶ୍ବର : ସରକାରୀ ବିଭିନ୍ନ ଅଫିସ୍ରେ ଚାକିରି ଦେବାକୁ କହି ପ୍ରାୟ ୨୦୦ ଆଶାୟୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ୨ ଅଭିଯୁକ୍ତଙ୍କୁ ଗିରଫ କଲା ଭୁବନେଶ୍ୱର ଇଓଡବ୍ଲୁ (ଅର୍ଥନୈତିକ ଅପରାଧ ଶାଖା) ପୁଲିସ। ଏହି ଦୁଇ ଜଣ ହେଲେ…
ଭୁବନେଶ୍ବର : ମାର୍ଚ୍ଚରେ ଭୁବନେଶ୍ୱରରୁ ୨ କୋଟି ୨୦ ଲକ୍ଷ ଟଙ୍କା ଲୁଟିଲେ ସାଇବର ଠକ। ଯାହା ଭିତରେ ଅନ୍ଲାଇନ ଟ୍ରେଡିଂ ଓ ଇନଭେଷ୍ଟମେଣ୍ଟ ନାଁରେ ୧.୫୫ କୋଟି ଟଙ୍କା ଠକେଇ ହୋଇଛି। ସେହିପରି ଓଟିପି, କେୱାଇସି ଅପଡେଟ୍ ଲିଙ୍କରେ କ୍ଲିକ୍…
ସୋର : ବାଲେଶ୍ୱର ଜିଲ୍ଲା ସୋର ବ୍ଲକ ଉପାଧ୍ୟକ୍ଷ ଭ୍ରମରବର ନାୟକଙ୍କ ଘରେ ଆୟକର(ଆଇଟି) ବିଭାଗ ଚଢ଼ଉ କରିଛି। ଆଇଟି ବିଭାଗର ଦୁଇଟି ଟିମ୍ ବାଗୁଡ଼ି ସ୍ଥିତ ତାଙ୍କ ଘର ସମେତ ଖାଦାନ, କଲ୍ୟାଣମଣ୍ଡପ ଓ ପେଟ୍ରୋଲ୍ ପମ୍ପରେ ଚଢ଼ଉ କରି…
ଭୁବନେଶ୍ବର : ଆଜିଠୁ ସାତ ଦିନିଆ ଜାପାନ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସହ ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ କରିଛନ୍ତି। ୯ ତାରିଖ ଯାଏଁ ମୁଖ୍ୟମନ୍ତ୍ରୀ ଜାପାନରେ ରହିବେ। ଏହି ଗସ୍ତ ଭିତରେ ମୁଖ୍ୟମନ୍ତ୍ରୀ ଟୋକିଓ,କ୍ବୋଟୋ…
ଭୁବନେଶ୍ୱର : ଆଜିଠାରୁ ଆରମ୍ଭ ହେବ ମାଟ୍ରିକ ଖାତା ଦେଖା । ରାଜ୍ୟର ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ପ୍ରାୟ ୧୩ ହଜାର ଶିକ୍ଷକ ଶିକ୍ଷୟିତ୍ରୀ ଏହି ମୂଲ୍ୟାୟନ କାର୍ଯ୍ୟରେ ସାମିଲ ହେଉଛନ୍ତି । ଏଥିପାଇଁ ନିୟୋଜିତ ହୋଇଥିବା ଶିକ୍ଷକ ଶିକ୍ଷୟିତ୍ରୀମାନେ ମୂଲ୍ୟାୟନ…
ଅନୁଗୁଳ : ଭୁଲ ହୋଇଗଲା। ଭବିଷ୍ୟତରେ ଆଉ ଏମିତି ଭୁଲ କରିବୁନି। ନବକୃଷ୍ଣ ଚୌଧୁରୀଙ୍କ ପ୍ୟାଣ୍ଟ ସାର୍ଟ ପିନ୍ଧା ପ୍ରତିମୂର୍ତ୍ତି ନିର୍ମାଣ ବିବାଦ ପ୍ରସଙ୍ଗରେ ଏହି ସ୍ପଷ୍ଟୀକରଣ ଦେଇଛନ୍ତି ଅନୁଗୋଳ ପୌରାଧ୍ୟକ୍ଷ ଅକ୍ଷୟ କୁମାର ସାମନ୍ତ। ଆଜି ପୌରପରିଷଦ ପକ୍ଷରୁ ସେ…
ସମ୍ବଲପୁର : ପଶ୍ଚିମାଂଚଳ ରାଜନୀତି, ସମାଜସେବା ଓ ଜନ ଆନ୍ଦୋଳନଗୁଡ଼ିକରେ ମହିଳାଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ ଥିବା ବେଳେ ଏକଦା ରାଜନୀତି କ୍ଷେତ୍ରରେ ଉପେକ୍ଷିତ ଥିଲେ। ତେବେ, ରାଜ୍ୟର ଅନ୍ୟ ଅଂଚଳ ତୁଳନାରେ ପଶ୍ଚିମ ଓଡ଼ିଶା ଅଧିକ ସଂଖ୍ୟକ ମହିଳାଙ୍କୁ ବିଧାନସଭା ପଠାଇଛି।…
କେନ୍ଦୁଝର: ଡେଲି ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ ଘଟି ୫୦ରୁ ଅଧିକ ଦୋକାନ ଜଳିଯାଇଛି। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି। ନିଆଁ ଲାଗିବାର ଖବର ପାଇଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବାରେ ଲାଗିଛନ୍ତି। ମାର୍କେଟରେ…
ଭଦ୍ରକ: ମହିଳା ସାମ୍ବାଦିକାଙ୍କୁ ଯୌନ ନିର୍ଯାତନା ମାମଲାରେ ନିଲମ୍ବିତ ହେଲେ ଭଦ୍ରକ ଜିଲ୍ଲା ଚୂଡ଼ାମଣି ଥାନା ଏସ୍ଆଇ। ଏସ୍ଆଇ ତପସ୍ୱିନୀ ମହାପାତ୍ର ଗିରଫ ହୋଇ ଜେଲ୍ ଯିବା ପରେ ଭଦ୍ରକ ଏସ୍ପି ତାଙ୍କୁ କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ତାଙ୍କ ବେଲ୍ ପିଟିସନ୍…