Month: May 2023

ଅଧ୍ୟାଦେଶ ପ୍ରଦଙ୍ଗରେ କେଜ୍ରିୱାଲଙ୍କୁ ସମର୍ଥନ କଲେ କେସିଆର୍‌

ହାଇଦ୍ରାବାଦ : ଦିଲ୍ଲୀର ପ୍ରଶାସନିକ ପୋଷ୍ଟିଂ ଓ ବଦଳିକୁ ନେଇ କେନ୍ଦ୍ର ସରକାର ଆଣିଥିବା ଅଧ୍ୟାଦେଶ ବିରୋଧରେ ଗର୍ଜିଛନ୍ତି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ। ଏହି ପ୍ରସଙ୍ଗରେ ସେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସମର୍ଥନ କରିଥିବା ବେଳେ ଭାରତ…

୨୦୨୩ ଶେଷ ପୂର୍ବରୁ ଭୁବନେଶ୍ୱରରେ ମେଟ୍ରୋ ଟ୍ରେନ କାମ ଆରମ୍ଭ ହେବ

ଭୁବନେଶ୍ବର: ୨୦୨୩ ଶେଷ ପୂର୍ବରୁ ଭୁବନେଶ୍ୱରରେ ମେଟ୍ରୋ ଟ୍ରେନ କାମ ଆରମ୍ଭ ହେବ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଉଷା ଦେବୀ। ସେ କହିଛନ୍ତି, ଦିଲ୍ଲୀ ମେଟ୍ରୋ ରେଳ…

ଭୁବନେଶ୍ବର ଏମ୍‌ସରେ ଦଲାଲି କରୁଥିବା ପଶ୍ଚିମବଙ୍ଗର ୨ ବ୍ୟକ୍ତି ଗିରଫ

ଭୁବନେଶ୍ବର: ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍‌ସ) ଭୁବନେଶ୍ବରରେ ଦଲାଲି କରୁଥିବା ପଶ୍ଚିମବଙ୍ଗର ଦୁଇ ଜଣ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଛି। ଏହି ୨ ଅଭିଯୁକ୍ତ ଖଣ୍ଡଗିରି ଅଞ୍ଚଳରେ ଘର ଭଡ଼ା ନେଇ ରୋଗୀଙ୍କୁ ଟାର୍ଗେଟ କରୁଥିଲେ। ସାହାଯ୍ୟ କରିବା ଆଳରେ…

ଶିମିଳିପାଳରେ ଫରେଷ୍ଟ ଗାର୍ଡଙ୍କୁ ହତ୍ୟା ଘଟଣାରେ ୩ ଗିରଫ

ଶିମିଳିପାଳ ଅଭୟାରଣ୍ୟରେ ଫରେଷ୍ଟ ଗାର୍ଡ ବିମଳ କୁମାର ଜେନାଙ୍କୁ ଗୁଳି କରି ହତ୍ୟା ଘଟଣାରେ ପୁଲିସ ୩ ଜଣଙ୍କୁ ଗିରଫ କରିଛି। ମୟୂରଭଞ୍ଜ ପୁଲିସର ସ୍ଵତନ୍ତ୍ର ଟିମ୍ ଶିମିଳିପାଳ ଅଭୟାରଣ୍ୟର ବିଭିନ୍ନ ସ୍ଥାନରେ ଚଢାଉ କରି ଆଜି ଏହି ୩ ଅଭିଯୁକ୍ତଙ୍କୁ…

ପେଟ୍ରୋଲ ପମ୍ପରେ ଭଙ୍ଗାରୁଜା କରି ଧରାପଡ଼ିଲେ ୪ ଛାତ୍ର

ଭୁବନେଶ୍ବର: ଲାଇନ୍‌ରେ ନ ଆସି ବେଲାଇନ୍‌ରେ ଆସିଲେ। ପେଟ୍ରୋଲ ଦେବାକୁ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ କହିଲେ। ଲାଇନ୍‌ରେ ନଆସିଲେ ପେଟ୍ରୋଲ ଦେଇହେବନି ବୋଲି କହିବାରୁ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ଦଳବଳ ସହ ଆସି ଆକ୍ରମଣ କଲେ। ଗତ ୨୩ ରାତିରେ ଭୁବନେଶ୍ୱର…

ଜମି କିଣାବିକା ପାଇଁ ବଦଳିଲା ନିୟମ: ରେଜିଷ୍ଟ୍ରେସନ ପୂର୍ବରୁ ଅନଲାଇନରେ କରିବାକୁ ହେବ ସ୍ଲଟ ବୁକିଂ

ଭୁବନେଶ୍ୱର: ଜମି କିଣାବିକା ପାଇଁ ବଦଳିଲା ନିୟମ । ଭିଡ଼ ସମସ୍ୟା ଦୂର କରିବା ପାଇଁ ଏଣିକି ଅନ୍ ଲାଇନ୍ ସ୍ଲଟ୍ ବୁକିଂ କରିବାକୁ ହେବ । ମିଳିଥିବା ସମୟ ଅନୁଯାୟୀ ଜମି ପଞ୍ଜିକରଣ କରାଯିବ । ଆଇଜିଆଇ ବା ଇନ୍ସପେକ୍ଟର…

କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ଦୁଇ ଦିନଆ କନ୍ଧମାଳ ଗସ୍ତ

ବାଲିଗୁଡ଼ା : କେନ୍ଦ୍ର ସରକାରଙ୍କ ଜଳ ଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଦୁଇ ଦିନଆ କନ୍ଧମାଳ ଗସ୍ତରେ ଆସୁଛନ୍ତି। ମେ ୨୯ ସନ୍ଧ୍ୟା ବେଳେ ବାଲିଗୁଡ଼ା ରେ ପହଞ୍ଚି ପୂର୍ତ୍ତ ବିଭାଗ ଡାକବଙ୍ଗଳା ରେ ରାତ୍ରି ଯାପନ…

ଗରମ ଖିରି ହଣ୍ଡାରେ ପଡି ୪ ବର୍ଷର ଶିଶୁ ଗୁରୁତର

ନୂଆପଡା ନୂଆପଡା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ରାନିମୁଣ୍ଡା ଗାଁରେ ଏକ ଅଭାବନୀୟ ଘଟଣା । ଭୋଜି ରନ୍ଧା ଚାଲିଥିବା ବେଳେ ଗରମ ଖିରି ହଣ୍ଡାରେ ପଡି ଶିଶୁ ଗୁରୁତର । ସୂଚନା ଅନୁଯାୟୀ ଗାଁର ହୁତେଶ କୁମାର ହେର୍ଣ୍ଣାଙ୍କ ଚାରି…

ବ୍ୟକ୍ତିଗତ ଶତ୍ରୁତାରୁ ନବ ଦାସଙ୍କୁ ହତ୍ୟା: ୫୪୩ ପୃଷ୍ଠାର ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ

ଝାରସୁଗୁଡ଼ା: ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଝାରସୁଗୁଡ଼ା ଜେଏମଏଫସି କୋର୍ଟରେ କ୍ରାଇମବ୍ରାଞ୍ଚ ପ୍ରିଲିମନାରି ଚାର୍ଜସିଟ ଦାଖଲ କରିଥିବା ଜଣାଯାଇଛି। ଏହା ୫୪୩ ପୃଷ୍ଠା ସମ୍ବଳିତ ବୋଲି ଜଣାଯାଇଛି। ଏଥିରେ ପୁଲିସ ଏଏସ୍ଆଇ ଗୋପାଳକୃଷ୍ଣ ଦାସଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ସେ…

ନବ ଦାସ ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ ପରେ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ବର:ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଜେଏମଏଫସି କୋର୍ଟରେ କ୍ରାଇମବ୍ରାଞ୍ଚ ୫୪୩ ପୃଷ୍ଠାର ପ୍ରିଲିମନାରି ଚାର୍ଜସିଟ ଦାଖଲ କରିବା ପରେ ଏହାକୁ ନେଇ ବିରୋଧୀ ଓ ବିଜେଡି ପକ୍ଷରୁ ପ୍ରତିକ୍ରିୟା ପକାଶ ପାଇଛି। କଂଗ୍ରେସ ବିଧାୟକ ସୁରେଶ ରାଉତରାୟ କହିଛନ୍ତି, ଏହା…