ବିଧାନସୌଧ ପରିସରକୁ ଗୋମୂତ୍ରରେ ଶୁଦ୍ଧ କଲେ କର୍ଣ୍ଣାଟକ କଂଗ୍ରେସ କର୍ମୀ
ବେଙ୍ଗାଲୁରୁ: ଆଜି କର୍ଣ୍ଣାଟକ କଂଗ୍ରେସ କର୍ମୀମାନେ ଗୋମୂତ୍ର ସିଞ୍ଚନ କରି ରାଜ୍ୟ ବିଧାନସୌଧ ପରିସର ପରିଷ୍କୃତ ଓ ଶୁଦ୍ଧ କରିଥିବା ସମ୍ବାଦ ସରବରାହ ସଂସ୍ଥାନ ‘ଏଏନ୍ଆଇ’ ରିପୋର୍ଟ କରିଛି। ରିପୋର୍ଟ ସହିତ ‘ଏଏନ୍ଆଇ’ ଏହି ଦୃଶ୍ୟର ଏକ ଭିଡିଓ ମଧ୍ୟ ସେୟାର୍…