ଦୁଇ ନୂଆ ବିଚାରପତିଙ୍କ ଶପଥଗ୍ରହଣ ସହିତ ସୁପ୍ରିମକୋର୍ଟର ବିଚାରପତିଙ୍କ ସଂଖ୍ୟା ୩୪ ହେଲା
ନୂଆଦିଲ୍ଲୀ : ସୁପ୍ରିମକୋର୍ଟଙ୍କୁ ମିଳିଛନ୍ତି ଆଉ ୨ ବିଚାରପତି। ଆଜି ଜଷ୍ଟିସ ପ୍ରଶାନ୍ତ କୁମାର ମିଶ୍ର ଓ ବରିଷ୍ଠ ଆଇନଜୀବୀ ଭେଙ୍କଟରମଣ ବିଶ୍ୱନାଥନ ସୁପ୍ରିମକୋର୍ଟର ବିଚାରପତି ଭାବେ ଶପଥ ନେଇଛନ୍ତି। ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ ଉଭୟଙ୍କୁ ପଦ ଓ…