ଚଳିତ ବର୍ଷ ହେବ ସପ୍ଲିମେଣ୍ଟାରୀ ପରୀକ୍ଷା
ଚଳିତ ବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ। ଆଜି ମାଟ୍ରିକ ପରୀକ୍ଷା ଫଳ ଘୋଷଣା କରିବା ଅବସରରେ ଏହି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ। ସେ କହିଛନ୍ତି, ଗତବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ହୋଇପାରି ନଥିଲା। କିନ୍ତୁ ଏଥର…
ଚଳିତ ବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ। ଆଜି ମାଟ୍ରିକ ପରୀକ୍ଷା ଫଳ ଘୋଷଣା କରିବା ଅବସରରେ ଏହି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ। ସେ କହିଛନ୍ତି, ଗତବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ହୋଇପାରି ନଥିଲା। କିନ୍ତୁ ଏଥର…
ପୁରୀ: ଓଡ଼ିଶାରେ ଖୁବ୍ ଶୀଘ୍ର ‘ବନ୍ଦେ ମେଟ୍ରୋ’ ଚଳାଚଳ କରିବ। ଏହା ପୁରୀ- ଭୁବନେଶ୍ବର-କଟକରେ ଚଳାଚଳ କରିବ। ଏନେଇ ପୁରୀ ରେଳ ଷ୍ଟେସନରେ ଆୟୋଜିତ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନର ଉଦଘାଟନୀ ଉତ୍ସବରେ ଘୋଷଣା କରିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ।…
ପୁରୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ କଟକ ଓ ପୁରୀ ରେଳ ଷ୍ଟେସନର ପୁନଃ ବିକାଶ ସହ ଅନ୍ୟ କେତେକ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଡ଼ି ହୋଇଥିଲେ। ଓଡ଼ିଶାରେ…
ଭୁବନେଶ୍ବର : ଦଶ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱର ସ୍ଥିତ ଖାଦ୍ୟ ସୁରକ୍ଷା କମିଶନରଙ୍କ ଅଫିସର ସେକ୍ସନ ଅଫିସର ଗିରିଜା ଶଙ୍କର ଦାସ। ଜଣେ ଔଷଧ ଦୋକାନୀଙ୍କ ଠାରୁ ସେ ଏହି ଲାଞ୍ଚ ନେଉଥିଲେ।…
ଭୁବନେଶ୍ୱର: ରାତି ପାହିଲେ ସାବିତ୍ରୀ ଓଷା । ରାଜଧାନୀର ବିଭିନ୍ନ ଫଳ ମାର୍କେଟରେ ଲୋକଙ୍କ ନାହିଁ ନଥିବା ଭିଡ଼ ରହିଛି । ସାବିତ୍ରୀ ବ୍ରତ ପାଇଁ ଫଳ ଦର ଉଚ୍ଚା ରହିଥିବା ବେଳେ ଲୋକେ ପ୍ରବଳ ଖରାରେ ତଟକା ଫଳ ଖୋଜୁଛନ୍ତି…
ଭଞ୍ଜନଗର : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଅତିରିକ୍ତ ଯୋଗାଣ ଅଧିକାରୀ ସଞ୍ଜୟ କୁମାର ସାହୁଙ୍କୁ ଗୁରୁବାର ଗିରଫ କରିଛି ଭିଜିଲାନ୍ସ। ସେ ତାଙ୍କ ଆୟ ଠାରୁ ୧୩୯% ଅଧିକ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ…
କାମାକ୍ଷାନଗର: ଅନୁଗୁଳ- ସୁକିନ୍ଦା ରେଳ ଲାଇନର ଶୁଭ ଉଦଘାଟନ କାର୍ଯ୍ୟକ୍ରମ କାମାକ୍ଷାନଗରଠାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି କାର୍ଯ୍ୟକ୍ରମର ଉଦଘାଟନ କରିଥିବା ବେଳେ କାମାକ୍ଷାନଗରଠାରେ ରେଳ ବିଭାଗ ତରଫରୁ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି…
ଭୁବନେଶ୍ବର: ରାଜ୍ୟ ସରକାର ଗୁରୁବାର ବରିଷ୍ଠ ଆଇପିଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ସରକାର ୫ ଜଣ ଏସ୍ପିଙ୍କ ସମେତ ମୋଟ ୧୮ ଜଣ ଆଇପିଏସ୍ ଅଧିକାରୀଙ୍କୁ ବଦଳି କରିଛନ୍ତି। ସମ୍ବଲପୁରରେ…
ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ଲହରି ଜାରି ରହିଛି। ପଶ୍ଚିମଓଡ଼ିଶାର ସହରଗୁଡ଼ିକ ପ୍ରବଳ ଖରା ଅନୁଭୂତ ହେଉଥିବା ବେଳେ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଗୁଳୁଗୁଳି ଅସହ୍ୟ ହୋଇପଡ଼ିଛି। ଭୁବନେଶ୍ବର ଓ କଟକରେ ପାରା ୪୦ ଡିଗ୍ରି ଥିଲେ ବି ଗୁଳୁଗୁଳିରୁ ନିସ୍ତାର ମିଳିପାରି ନାହିଁ।…
ଭୁବନେଶ୍ବର: ଗଞ୍ଜାମ, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାରେ ‘ମୋ ବସ୍’ ଚାଲିବା ନେଇ ନିଷ୍ପତ୍ତି ନେଇଛନ୍ତି ସରକାର। ଏନେଇ ଗୃହ ନିର୍ମାଣ ଓ ସହରାଞ୍ଚଳ ବିକାଶ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି। ସମ୍ବଲପୁର-ଝାରସୁଗୁଡ଼ା-ବ୍ରଜରାଜନଗର ଓ ବେଲପାହାଡ କ୍ଲଷ୍ଟରରେ ଗଡ଼ିବ ମୋ…