Month: May 2023

ବିଜେପିକୁ ଔକାତ ଦେଖାଇବାକୁ ତିନି ରାଜ୍ୟବାସୀଙ୍କୁ ମହୁଆଙ୍କ ଆହ୍ବାନ

ନୂଆଦିଲ୍ଲୀ : ନୂଆ ସଂସଦ ଭବନ ଉଦ୍‌ଘାଟନକୁ ନେଇ ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୈତ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟାର୍ଗେଟ କରିଛନ୍ତି। ଦେଶର ଗଣତନ୍ତ୍ରକୁ ବଞ୍ଚାଇବା ପାଇଁ ସେ ମଧ୍ୟପ୍ରଦେଶ, ଛତିଶଗଡ଼ ଓ ରାଜସ୍ଥାନବାସୀଙ୍କୁ ଆହ୍ବାନ କରିଛନ୍ତି, ଯେଉଁଠି ଚଳିତବର୍ଷ…

ପୁଟିନଙ୍କ ପୂର୍ବତନ ଜ୍ବାଇଁଙ୍କ ଜମି ଜବତ କଲା ନେଦରଲାଣ୍ଡ

ଆମଷ୍ଟରଡାମ : ନେଦରଲାଣ୍ଡ କର୍ତ୍ତୃପକ୍ଷ ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ପୂର୍ବତନ ଜ୍ବାଇଁଙ୍କର ଏକ ଜମି ଜବତ କରିଥିବା ଜଣାପଡ଼ିଛି। ପୁଟିନଙ୍କ ପୂର୍ବତନ ଜ୍ବାଇଁ ଜୋରିଟ ଫାସେନ ହେଉଛନ୍ତି ଜଣେ ଡଚ୍ ବ୍ୟବସାୟୀ, ଯେକି ପୂର୍ବରୁ ପୁଟିନଙ୍କ ଝିଅ ମାରିଆ ବୋରୋଣ୍ଟସୋଭାଙ୍କୁ…

କୋଟିଆରେ ଆନ୍ଧ୍ର ଲୋକସତ୍ତା ପାର୍ଟି

କୋରାପୁଟ : କୋଟିଆ ଅକ୍ତିଆର ପାଇଁ କେବଳ ଆନ୍ଧ୍ରର ଶାସକ ଦଳ କିମ୍ବା ପ୍ରଶାସନ ନୁହଁ, ଏବେ ରାଜନୈତିକ ଦଳ ଗୁଡ଼ିକ ମଧ୍ୟ ତତ୍ପର ହେଲେଣି। କୌଣସି ପରିସ୍ଥିତିରେ ବି ଓଡ଼ିଶା ହାତରୁ କୋଟିଆକୁ ଛଡ଼ାଇ ନେବାକୁ ମସୁଧା ଚାଲିଥିବା ବେଳେ…

ଜୁଲାଇ ଦ୍ବିତୀୟ ସପ୍ତାହ‌ରେ ମହାନଦୀ ଶୁଣାଣି

ନୂଆଦିଲ୍ଲୀ : ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ମହାନଦୀ ଜଳ ବିବ‌ାଦର ସମାଧାନ ପାଇଁ ଗଠିତ ଟ୍ରିବ୍ୟୁନାଲ ଜୁଲାଇ ୧୧ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଆପାତତଃ ସ୍ଥିର କରିଛନ୍ତି। ହେଲେ ଶୁଣାଣିର ନିର୍ଦ୍ଦିଷ୍ଟ ତାରିଖ ନେଇ ଟ୍ରିବ୍ୟୁନାଲ ରେଜିଷ୍ଟ୍ରାର ପକ୍ଷଭୁକ୍ତ…

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାଜାନ୍ଦ୍ରାଭିଷେକ ନୀତି

ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାଜାନ୍ଦ୍ରାଭିଷେକ ନୀତି। ଶ୍ରୀମନ୍ଦିରରେ ସଂଧ୍ୟାଧୂପ ନୀତି ଶେଷହେବା ପରେ ଆଜ୍ଞାମାଳ ପାଇ ମଦନମୋହନ ଖଟ ଉପରକୁ ବିଜେ କରିବେ । ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଜଗମୋହନ ଭିତର ଅନ୍ଧାର କରାଯିବ । ମହାପ୍ରଭୁଙ୍କ…

କରଞ୍ଜିଆ ତହସିଲଦାର ଚାର୍ଲସ ନାୟକ ଗିରଫ

କରଞ୍ଜିଆ : ଲାଞ୍ଚ ନେଇ ବନ୍ଧା ହେଲେ ତହସିଲଦାର। ଲାଞ୍ଚ ନେବା ଅଭିଯୋଗରେ କରଞ୍ଜିଆ ତହସିଲଦାର ଚାର୍ଲସ ନାୟକକୁ ଗିରଫ କଲା ଭିଜିଲାନ୍‌ସ। ଗିରଫ ପରେ ଆଜି ବାରିପଦା କୋର୍ଟରେ ହାଜର କରାଯିବ। ତହସିଲଦାରଙ୍କ ସହଯୋଗୀ ଫେରାର ଅଛନ୍ତି । ଭିଜିଲାନ୍ସ…

ବାଲିଗୁଡା ସହରରେ ବାଘ ଆତଙ୍କ

ବାଲିଗୁଡା: ବାଲିଗୁଡା ସହରରେ ବାଘ ଆତଙ୍କ। ବାଲିଗୁଡା ଏକ ନମ୍ବର ୱାର୍ଡର ବଡ ଗାଁ ଅଂଚଳରେ ଗତ ଏକ ସପ୍ତାହ ଧରି ଗୋଟିଏ ବାଘ ବୁଲୁଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ବଡ ଗାଁ ପମ୍ପ ହାଉସ ନିକଟସ୍ଥ ନଦୀ କୁଳରେ…

ଫୋନ୍ ପେ’ରେ ଲାଞ୍ଚ ନେଇ ଦୁଇ TPCODL ଅଧିକାରୀ ଗିରଫ

ଭୁବନେଶ୍ୱର: ବିଦ୍ୟୁତ୍‌ ସଂଯୋଗୀକରଣ ପାଇଁ ଲଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ। ଲାଞ୍ଚ ନେଇ ଗିରଫ ହେଲେ TPCODLର ଜଣେ ଅଧିକାରୀ। TPCODL ଅଧିକାରୀ ତରୁଣ ନାୟକ ଏବଂ ଶୈଳଜା ମୁଦୁଲିଙ୍କୁ ଗିରଫ କରିଛି ଟିମ୍‌। ଫୋନ୍‌ ପେ ଜରିଆରେ…

ସ୍ତ୍ରୀକୁ ହତ୍ୟା ପରେ ଝୁଲି ପଡିଲା ସ୍ବାମୀ

ଭଦ୍ରକ : ପାରିବାରିକ କଳହର କରୁଣ ପରିସ୍ଥିତି। ନିଜ ସ୍ତ୍ରୀକୁ କଟୁରୀରେ ହତ୍ୟା କରିବା ପରେ ଗଛରେ ରସି ଲଗାଇ ଆତ୍ମହତ୍ୟା କଲା ସ୍ୱାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲାର ଧାମନଗର ଥାନା ଅଧିନସ୍ଥ ମୁଲଣା ସାହି ଗ୍ରାମରେ।…

ସ୍କୁଟିକୁ ପିଟିଲା ଇଟା ବୋଝେଇ ଟ୍ରକ, ମା’ ଓ ଝିଅ ମୃତ

ଜଗତସିଂହପୁର: ସ୍କୁଟିକୁ ପିଟିଲା ଟ୍ରକ୍‌, ମା’ ଓ ଝିଅ ମୃତ। ଜଗତସିଂହପୁର ସଦର ଥାନା ଅନ୍ତର୍ଗତ ଚସାପଡା ଗାଁରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମାଆ ଓ ଝିଅ ସ୍କୁଟିରେ ଜଗତସିଂହପୁର ମେଡିକାଲ ଆସୁଥିବାବେଳେ ଏକ ଇଟା ବୋଝେଇ ଟ୍ରକ ସହ…