Month: May 2023

ଗଣ୍ଡି ମୁଣ୍ଡ ଅଲଗା କରି ଯୁବକଙ୍କୁ ବୀଭତ୍ସ ହତ୍ୟା

ବଲାଙ୍ଗିର:ବଲାଙ୍ଗିର ସହର ସାଲେପାଲିରେ ନୃଶଂସ ହତ୍ୟା। ଗଣ୍ଡି ମୁଣ୍ଡ ଅଲଗା କରି ଯୁବକଙ୍କୁ ହତ୍ୟା କରିବା ପରେ ବନ୍ଦ ଘରେ ଫିଙ୍ଗି ଚାଲିଗଲେ ଦୁର୍ବୃତ୍ତ। ବନ୍ଦ ଘରୁ ମୃତକଙ୍କ ଗଳିତ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର କରିଛି ପୋଲିସ। ମୃତକ ଜଣକ ରିଙ୍କୁ…

ସାବିତ୍ରୀ ବଜାରରେ ଅସମ୍ଭାଳ ଭିଡ଼

ଭୁବନେଶ୍ବର: ଆଉ ଦୁଇ ଦିନ ପରେ ପବିତ୍ର ସାବିତ୍ରୀ ଅମାବାସ୍ୟା। ଓଡ଼ିଆ ମହିଳାମାନଙ୍କ ସବୁଠୁ ବଡ଼ ଓଷା ବା ବ୍ରତ। ତେଣୁ ସାବିତ୍ରୀ ବଜାରରେ ଲାଗିଛି ଭିଡ଼। ଶାଢ଼ି, ଚୁଡ଼ିଠାରୁ ଆରମ୍ଭ କରି ଫଳ ବଜାର ସବୁଠି ଅସମ୍ଭାଳ ଭିଡ଼ ଜମିଲାଣି।…

ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ଗସ୍ତ ସୂଚୀରେ ପରିବର୍ତ୍ତନ

ଭୁବନେଶ୍ବର: ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ଗସ୍ତ ସୂଚୀରେ ପରିବର୍ତ୍ତନ ଘଟିଛି। ସେ ନିଜର କାର୍ଯ୍ୟକ୍ରମ କାଣ୍ଟଛାଣ୍ଟ କରି ଆଜି ସନ୍ଧ୍ୟା ୮ଟାରେ ଭୁବନେଶ୍ବରରେ ପହଞ୍ଚିବେ ବୋଲି ଜଣାପଡ଼ିଛି। ଛୁଟି ସରିବା ପୂର୍ବରୁ ରାଜ୍ୟପାଳ ଓଡ଼ିଶା ଫେରିଆସିବେ। ରାଜ୍ୟପାଳଙ୍କ ଗସ୍ତ କାର୍ଯ୍ୟସୂଚରେ ହଠାତ…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ୩ ସରକାରୀ ଅଧିକାରୀ

କୋରାପୁଟ : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ସିଡିପିଓ(ଚାଇଲ୍ଡ ଡେଭପମେଣ୍ଟ ପ୍ରୋଜେକ୍ଟ ଅଫିସ୍‌ର), ସିଡିପିଓଙ୍କ ଅଫିସ୍‌ର କିରାଣୀ ଓ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ। ଗୋଟିଏ ଘଟଣା କୋରାପୁଟରେ ଘଟିଥିବା ବେଳେ ଅନ୍ୟଟି ଗଞ୍ଜାମରେ ଘଟିଛି। ଅଙ୍ଗନବାଡି କର୍ମୀଙ୍କୁ ନିଯୁକ୍ତି…

ଜେ. ପି. ନଡ୍ଡାଙ୍କୁ ଭେଟିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ

ଦିଲ୍ଲୀରେ ନଡ୍ଡା-ମନମୋହନ ଭେଟ । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ. ପି. ନଡ୍ଡାଙ୍କୁ ଆଜି ଭେଟିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଝାରସୁଗୁଡ଼ା ଉପନିର୍ବାଚନ ପରେ ନଡ୍ଡାଙ୍କୁ ଭେଟିଛନ୍ତି । ରାଜ୍ୟର ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିଥିବା…

ପୁରୀରୁ ଏହି ସମୟରେ ଛାଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍‌; କେଉଁ ଷ୍ଟେସନରେ କେତେ ମିନିଟ ରହିବ ଜାଣନ୍ତୁ

ଭୁବନେଶ୍ବର: ଦିନକ ପରେ (୨୦୨୩ ମେ’ ୧୮) ବହୁ ପ୍ରତୀକ୍ଷିତ ହାୱଡ଼ା-ପୁରୀ-ହାଓଡ଼ା ‘‌ବନ୍ଦେ ଭାରତ ଏକ୍ସପ୍ରେସ୍‌’ ଉଦ୍‌ଘାଟନ ହେବ। ‌ଦେଶର ଅନ୍ୟତମ ଦ୍ରୁତଗାମୀ ଟ୍ରେନ୍‌ ପ୍ରଥମ ଥର ପାଇଁ ଓଡ଼ିଶାରୁ ଚଳାଚଳ କରିବାକୁ ଯାଉଥିବାରୁ ଯାତ୍ରୀଙ୍କ ମନରେ ଉତ୍ସାହ ଦେଖାଯାଇଛି। ଯେଉଁ…

ନବକଳେବର ହେବ ପୁରୀ ଓ କଟକ ରେଳଷ୍ଟେସନ୍‌, ୧୮ରେ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ବର: ପୁରୀ ଓ କଟକ ରେଳଷ୍ଟେସନର ନବକଳେବର ହେବ। ଏହି ଦୁଇଟି ରେଳଷ୍ଟେସନରେ ଯାତ୍ରୀଙ୍କ ପାଇଁ ଅତ୍ୟାଧୁନିକ ସୁବିଧା ରହିବ। ଯାତ୍ରୀ ପ୍ରତୀକ୍ଷାଗାର, ଶୌଚାଳୟ, ଟିକେଟ କାଉଣ୍ଟର, ସ୍ବଚ୍ଛତା ସମେତ ଅନ୍ୟ ଅତ୍ୟାବଶ୍ୟକ ସୁବିଧା ଉପରେ ଅଧିକ ଗୁରୁତ୍ବ ଦିଆଯିବ। ପ୍ରଧାନମନ୍ତ୍ରୀ…

୪୦ ଡିଗ୍ରି ଉପରେ ରାଜ୍ୟର ୨୨ ସହର; ଅନୁଗୁଳ ଓ ସୋନପୁରରେ ତାପମାତ୍ରା ୪୪.୧ ଡିଗ୍ରି ରେକର୍ଡ

ଭୁବନେଶ୍ବର: ସାରା ରାଜ୍ୟରେ ଗ୍ରୀଷ୍ମର ଲହରି ଜାରି ରହିଛି। ପ୍ରବଳ ଖରା ଓ ଗୁଳୁଗୁଳି ଆହୁରି ୫ ଦିନ ଯାଏଁ ଲୋକଙ୍କୁ ଛଟପଟ କରିବ ବୋଲି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଆଜି ରାଜ୍ୟର ୨୨ଟି…

ସିଲି ପଏଣ୍ଟ୍: ଗାଭାସ୍କରଙ୍କ ଶେଷ ଇଚ୍ଛା, କପିଳ ଓ ଧୋନିଙ୍କ ବିଶ୍ବକପ୍ ମୁହୂର୍ତ୍ତ

ନୂଆଦିଲ୍ଲୀ: ବ୍ୟାଟିଂ କିଂବଦନ୍ତି ସୁନିଲ ଗାଭାସ୍କର ଶନିବାର ରାତିରେ ଚେନ୍ନାଇ ସୁପର୍‌ କିଙ୍ଗ୍ସ-କୋଲକାତା ନାଇଟ୍ ରାଇଡର୍ସ ମ୍ୟାଚ୍‌ ପରେ ମହେନ୍ଦ୍ର ସିଂହ ଧୋନିଙ୍କଠାରୁ ନିଜ ଛାତିରେ ଜର୍ସି ଉପରେ ଅଟୋଗ୍ରାଫ୍ ନେବା ପରେ ଏବେ ଆଉ ଏକ କାରଣ ପାଇଁ ଚର୍ଚ୍ଚାକୁ…

ଏବର୍ଷ ବଢିବନି ୟୁରିଆ ଓ ଡିଏପି ସାର ମୂଲ୍ୟ, କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି

ନୂଆଦିଲ୍ଲୀ : ଆସନ୍ତା ଖରିଫ ଋତୁରେ ୟୁରିଆ ଓ ଡିଏପି ସାର ମୂଲ୍ୟ ବଢିବ ନାହିଁ । ଏ ନେଇ କେନ୍ଦ୍ର ସରକାର ବୁଧବାରଦିନ ଘୋଷଣା କରିଛନ୍ତି । ବୁଧବାରଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ୍ ବୈଠକରେ…