ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ମାମଲା ଗୁଡିକରେ ପଡିଲା ପୂର୍ଣ୍ଣଛେଦ
କଟକ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ମନ୍ଦିର ଚର୍ତ୍ତୃପାର୍ଶ୍ଵ ଉନ୍ନତି ନେଇ ହଟିଲା ଅଦାଲତି ସମସ୍ୟା। ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ମାମଲା ଗୁଡିକରେ ପୂର୍ଣ୍ଣଛେଦ। ମାମଲାରେ ଅନ୍ତ ଘଟାଇଲେ ସର୍ବୋଚ୍ଚ ନ୍ୟାୟାଳୟ। ରାଜ୍ୟ ସରକାର ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସତ୍ୟପାଠ ଦାଖଲ…