ଆତତାୟୀଙ୍କ ଗୁଳିରେ KCF ମୁଖ୍ୟ ପରମଜିତ ନିହତ
ନୂଆଦିଲ୍ଲୀ : କୁଖ୍ୟାତ ଆତଙ୍କବାଦୀ ତଥା ଖଲିସ୍ତାନ କମାଣ୍ଡୋ ଫୋର୍ସ(କେସିଏଫ) ମୁଖ୍ୟ ପରମଜିତ ସିଂହ ପଞ୍ଜୱାର ଦୁଇ ଜଣ ଅଜଣା ଦୁର୍ବୃତ୍ତ ଗୁଳି ମାଡ଼ରେ ପ୍ରାଣ ହରାଇଛି। ପାକିସ୍ତାନର ଲାହୋର ଅନ୍ତର୍ଗତ ଜୋହଠାରେ ଏହି ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ,…