Month: May 2023

ଇସ୍ତଫା ପ୍ରତ୍ୟାହାର କଲେ ଶରଦ ପାୱାର

ମୁମ୍ବାଇ : ତିନି ଦିନ ତଳେ ଏନ୍‌ସିପି ସଭାପତି ପଦରୁ ହଠାତ୍ ଇସ୍ତଫା ଦେଇ ସମସ୍ତଙ୍କୁ ଚକିତ କରି ଦେଇଥିବା ଶରଦ ପାୱାର ଶୁକ୍ରବାର ଏହାକୁ ପ୍ରତ୍ୟାହାର କରି ନେଇଛନ୍ତି। ଦଳୀୟ କର୍ମୀଙ୍କ ଜୋରଦାର ବିରୋଧକୁ ଦୃଷ୍ଟିରେ ରଖି ବରିଷ୍ଠ ନେତାଙ୍କୁ…

ରାଷ୍ଟ୍ରପତିଙ୍କ ଦ୍ୱାରା ନିଶା ମୁକ୍ତ ଓଡ଼ିଶା ଅଭିଯାନର ଶୁଭାରମ୍ଭ

ରାଇରଙ୍ଗପୁର: ଜନ୍ମମାଟିକୁ ଦୁଇଦିନିଆ ଗସ୍ତରେ ଆସି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ମୟୂରଭଞ୍ଜ ଜିଲ୍ଲାର ହାଟବାଦଡ଼ାଠାରେ ବ୍ରହ୍ମକୁମାରୀ କେନ୍ଦ୍ରର ‘ନିଶାମୁକ୍ତ ଓଡ଼ିଶା’ ଅଭିଯାନକୁ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି କହିଥିଲେ ଯେ ନିଶା ହେଉଛି ଏକ ରୋଗ। ଏହା ଏକ…

ଏମ୍‌ସ ଭୁବନେଶ୍ୱରରେ ବିରଳ ଗଳା କର୍କଟର ସଫଳ ଅସ୍ତ୍ରୋପଚାର

ଭୁବନେଶ୍ୱର: ବିକିରଣ (ରେଡିଏସନ୍‌) ଏବଂ କେମୋ ପ୍ରତିରୋଧୀ ବିରଳ ଗଳା କର୍କଟ (ଆଡେନଏଡ୍‌ ସିଷ୍ଟିକ୍ କାର୍ସିନୋମା) ଭଳି କୌଣସି ବିକଳ୍ପ ଚିକିତ୍ସା ପ୍ରକ୍ରିୟା ନଥିବା ପ୍ରାଣଘାତୀ ରୋଗରୁ ଜଣେ ଯୁବତୀଙ୍କୁ ରକ୍ଷା କରିବାକୁ ଯାଇ ଏମ୍‌ସ ଭୁବନେଶ୍ୱରର ଯୁବ ଡାକ୍ତର ଗୋଷ୍ଠୀଙ୍କ…

୫-ଟି ସ୍କୁଲ ରୂପାନ୍ତରଣର ତୃତୀୟ ପର୍ଯ୍ୟାୟର ଚତୁର୍ଥ ଦିନ: ଆଜି ୫ଟି ଜିଲ୍ଲାର ୩୫୯ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ

ଭୁବନେଶ୍ୱର: ସ୍କୁଲ ରୂପାନ୍ତରର ପ୍ରତ୍ୟେକ ସ୍ତରରେ ଜନସାଧାରଣ ସାମିଲ ହୋଇଛନ୍ତି। ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ରୂପାନ୍ତରିତ ସ୍କୁଲର ପରିକଳ୍ପନା ଠାରୁ ଆରମ୍ଭ କରି ରୂପାୟନର ସବୁ ସ୍ତରରେ ସଂଶ୍ଲିଷ୍ଟ ହୋଇଛନ୍ତି । କେଉଁ କାର୍ଯ୍ୟରେ…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୨୦ ଜିଲ୍ଲାରେ ହେବ କାଳବୈଶାଖୀ; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସଂପ୍ରତି ରାଜ୍ୟ ଉପର ଦେଇ ସମୁଦ୍ର ପତନଠାରୁ ୯ କିଲୋମିଟର ଉଚ୍ଚତାରେ ଦକ୍ଷିଣ ଛତିଶଗଡ଼ ଛପରେ ଘୂର୍ଣ୍ଣିବଳୟ ପ୍ରବାହିତ ହେଉଛି। ଏହି ପରିପ୍ରେକ୍ଷୀରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ…

ରାଇରଙ୍ଗପୁର ମାଟି ଆଜି ମୋତେ ଶୀର୍ଷ ସ୍ଥାନରେ ପହଞ୍ଚାଇଛି : ରାଷ୍ଟ୍ରପତି

ବାରିପଦା : ନିଜ ମାଟିରେ ନିଜ ଅଞ୍ଚଳ ଲୋକଙ୍କ ଭିତରେ ଖୁବ୍‌ ଭାବବିହ୍ଵଳ ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନିଜ ଜୀବନୀ ବିଷୟରେ କହିଲେ । ବାପା ମା’ଙ୍କୁ କୃତଜ୍ଞତା ଜଣାଇଲେ । କାରଣ ସେମାନେ ନିଜେ ପାଠ ପଢ଼ି…

କନେଷ୍ଟବଳ ଚାକିରି ଦେବାକୁ କହି ୨୫ଲକ୍ଷ ଟଙ୍କା ଠକେଇ ଅଭିଯୋଗ, ଠକ ଗିରଫ

ଭୁବନେଶ୍ୱର : ପୋଲିସରେ ନିଯୁକ୍ତି ନାଁରେ ଠକେଇ । କନେଷ୍ଟବଳ ଚାକିରି ଦେବାକୁ କହି ୨୫ଲକ୍ଷ ଟଙ୍କା ଠକେଇ ଅଭିଯୋଗ । ଠକେଇ ଟଙ୍କାରେ ଦାମୀ ଗାଡି ଓ ବାଇକ କିଣି ଅୟସ କରୁଥିଲା ଅଭିଯୁକ୍ତ । ଏହି ଘଟଣାରେ ମୟୂରଭଞ୍ଜ…

ମାଲକାନଗିରିରେ ଓଲଟିଲା ଟ୍ରାକ୍ଟର, ୩ ଜଣଙ୍କର ମୃତ୍ୟୁ

ମାଲକାନଗିରି : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ବଡପୁଟ ଘାଟିରେ ଗତକାଲି ରାତିରେ ମର୍ମନ୍ତୁଦ ସଡ଼କ ଘଟିଛି। ଏକ ଟ୍ରାକ୍ଟର ଭାରସାମ୍ୟ ହରାଇ ଘାଟିରେ ଓଲଟି ପଡ଼ିବାରୁ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ଆହତମାନଙ୍କୁ…

ରିମାଣ୍ଡରେ ସତ ଉଗାରୁଛି କଟକରୁ ଗିରଫ ମୁଲାନା କୈଫି ଖାନ୍‌

କଟକ : ଖୋଲୁଛି ଭଣ୍ଡ ତାନ୍ତ୍ରିକର ଠକେଇ ପେଡ଼ି । ରିମାଣ୍ଡରେ ସତ ଉଗାରୁଛି କଟକରୁ ଗିରଫ ମୁଲାନା କୈଫି ଖାନ୍‌ । ତାକୁ ଜେରା ବେଳେ ପୋଲିସ ହାତରେ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଲାଗିଛି । ଏପଟେ ଠକ ତାନ୍ତ୍ରିକର…

ଆସନ୍ତା ୭ ତାରିଖରେ ଝାରସୁଗୁଡ଼ାରେ ପ୍ରଚାର କରିପାରନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଝାରସୁଗୁଡ଼ା : ଝାରସୁଗୁଡ଼ା ପ୍ରଚାର ମୈଦାନାକୁ ଓହ୍ଲାଇ ପାରନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦୀପାଳିଙ୍କ ପାଇଁ ପ୍ରଚାର କରିପାରନ୍ତି । ଆସନ୍ତା ୭ ତାରିଖରେ ଝାରସୁଗୁଡ଼ାରେ ପ୍ରଚାର କରିବା ସମ୍ଭାବନା ରହିଛି । ନିର୍ବାଚନୀ ସଭାକୁ ସମ୍ବୋଧିତ କରିପାରନ୍ତି…