Month: May 2023

ସ୍ୱାମୀ ଓ ଦୁଇ ପତ୍ନୀଙ୍କୁ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ

ବରଗଡ଼ : ବରଗଡ଼ ଜିଲ୍ଲା ଆଖିଫୁଟା ଗାଁରେ ସ୍ୱାମୀ ଓ ଦୁଇ ପତ୍ନୀଙ୍କୁ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ । ଛତିଶଗଡ଼ରୁ ମୁଖ୍ୟ ଅଭିଯୁକ୍ତ ବାସୁଦେବ ସାହୁକୁ ଗିରଫ କରିଛି ବରଗଡ଼ ପୋଲିସ । ସେହିପରି ବାସୁଦେବ ରଖିଥିବା ଚୋରି…

ପଡ଼ୋଶୀଙ୍କୁ ହତ୍ୟା ଅଭିଯୋଗରେ ଦୁଇ ଯୁବକ ଗିରଫ

ରାଉରକେଲା: ପଡ଼ୋଶୀଙ୍କୁ ହତ୍ୟା ଅଭିଯୋଗରେ ଦୁଇ ଯୁବକଙ୍କୁ ଗିରଫ କରିଛି ରଘୁନାଥପାଲି ପୁଲିସ। ଦୁଇ ଅଭିଯୁକ୍ତ ହେଲେ ଅମରଜିତ ସାହୁ ଓ ମନୋଜ ସାମସୀ। ସୂଚନା ଅନୁଯାୟୀ ଗତ ମାସ ୨୩ ତାରିଖରେ ଅମରଜିତ ସାହୁ(୩୦) ଓ ମନୋଜ ସାମସୀ(୩୫) ପଡ଼ୋଶୀ…

ମୁଗ ଭାଗବଣ୍ଟାକୁ ନେଇ ପୁଅ-ବୋହୂଙ୍କୁ ହାଣି ଦେଲେ

କେନ୍ଦ୍ରାପଡ଼ା : ବିଲରେ ମୁଗ ଭାଗବଣ୍ଟାକୁ କେନ୍ଦ୍ର କରି ଜଣେ ବ୍ୟକ୍ତି ତାଙ୍କ ପୁଅ ଓ ବୋହୂଙ୍କୁ ଭୁଜାଲିରେ ଆକ୍ରମଣ କରିଛନ୍ତି। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ସାନଆଙ୍କୋ ଗାଁରେ ଘଟିଛି…

ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲେ ବିଜେପିର ପ୍ରତିନିଧି ଦଳ

ଭୁବନେଶ୍ୱର: ଝାରସୁଗୁଡା ଉପନିର୍ବାଚନରେ ହିଂସାକୁ ନେଇ ଆଜି ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଛି ବିଜେପିର ଏକ ପ୍ରତିନିଧି ଦଳ l ବିଜେପି ପକ୍ଷରୁ ଅଭିଯୋଗ କରାଯାଇଛି ଯେ ଝାରସୁଗୁଡା ନୀତିମାଳ ଗାଁ ପାଇକାରା ଗ୍ରାମପଞ୍ଚାୟତରେ ବିଧାୟିକା କୁସୁମ ଟେଟେଙ୍କୁ ଆକ୍ରମଣ କରାଯାଇଛି,…

ସାମୁଦ୍ରିକ ବାତ୍ୟା ‘ମୋଚା’ ର ଗତିପଥ ଏବେ ବି ଅସ୍ପଷ୍ଟ

ଭୁବନେଶ୍ୱର: ଓଡ଼ିଶା ଉପକୂଳ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୬ ତାରିଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପରବର୍ତ୍ତୀ ୨୪ରୁ ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପ ଓ ପରେ ଅବପାତରେ ପରିଣତ ହେବ। ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ…

ଖଣ୍ଡଗିରି ଓ ଉଦୟଗିରି ପର୍ଯ୍ୟଟନସ୍ଥଳୀକୁ ବିଶ୍ୱ ଐତିହ୍ୟ ତାଲିକାରେ ସାମିଲ କରିବାକୁ ଅପରାଜିତାଙ୍କ ଚିଠି

ଭୁବନେଶ୍ବର : ଖଣ୍ଡଗିରି ଓ ଉଦୟଗିରି ପର୍ଯ୍ୟଟନସ୍ଥଳୀକୁ ବିଶ୍ୱ ଐତିହ୍ୟ ତାଲିକାରେ ସାମିଲ କରିବାକୁ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଜି. କିଶନ ରେଡ୍ଡିଙ୍କୁ ଚିଠି ଲେଖିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ପୂର୍ବରୁ ଏହି ଦୁଇ ଐତିହ୍ୟସ୍ଥଳ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ…

ଘଣ୍ଟା ପ୍ରତି ୩୦୦ କିମି ବେଗରେ ଚଲାଉଥିଲେ ବାଇକ୍‌; ଦୁର୍ଘଟଣାରେ ଚାଲିଗଲା ୟୁଟ୍ୟୁବର୍‌ଙ୍କ ଜୀବନ

ଲକ୍ଷ୍ନୌ: ଉତ୍ତରପ୍ରଦେଶର ଆଲିଗଡ଼ ଥାନା ଟପଲସ୍ଥିତ ଯମୁନା-ଏକ୍ସପ୍ରେସ୍‌ ୱେ‌େ ଜଣେ ୟୁଟ୍ୟୁବର୍‌ଙ୍କ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ୟୁଟ୍ୟୁବର୍‌ ଜଣକ ଘଣ୍ଟା ପ୍ରତି ୩୦୦ କିଲୋମିଟର ବେଗରେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ସେ ଗାଡ଼ି ଚଳାଇ ଯାଉଥିବା ବେଳେ ତାଙ୍କ…

ବିବାହ ଉତ୍ସବକୁ ଯାଉଥିବା ବେଳେ ଘଟିଲା ଭୟାବହ ଦୁର୍ଘଟଣା‌; ଘଟଣାସ୍ଥଳରେ ଚାଲିଗଲା ଗୋଟିଏ ପରିବାରର ୧୦ ଜଣଙ୍କ ଜୀବନ

ନୂଆଦିଲ୍ଲୀ: ଛତିଶଗଡ଼ର ବାଲୋଦରେ ଗତ ବୁଧବାର ରାତିରେ ଏକ ଭୟାବହ ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ୧୧ଜଣଙ୍କ ମୃତ୍ୟୁ ହୋଇଥିବା ଖବର ମିଳିଛି। ମୃତ୍ୟୁ ହୋଇଥିବା ୧୧ଜଣଙ୍କ ମଧ୍ୟରୁ ଗୋଟିଏ ପରିବାରର ୧୦ଜଣ ରହିଛନ୍ତି। ଏଥିରେ ଜଣେ ଦେଢ଼ବର୍ଷର ଶିଶୁର ଜୀବନ…

ଆଇପିଏଲ୍‌: ପଞ୍ଜାବଠୁ ପ୍ରତିଶୋଧ ନେଲା ମୁମ୍ବାଇ

ମୋହାଲି: ଚଳିତ ଆଇପିଏଲ୍‌ର ବୁଧବାର ୪୬ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗ୍ସକୁ ତା’ଘରୋଇ ପଡ଼ିଆରେ ୬ ୱିକେଟ୍‌ରେ ପରାସ୍ତ କରି ମୁମ୍ବାଇ ଇଣ୍ଡିଆନ୍ସ ପୂର୍ବ ମ୍ୟାଚ୍‌ ପରାଜୟର ମଧୁର ପ୍ରତିଶୋଧ ନେଇଗଲା। ପଞ୍ଜାବ ଛାଡ଼ିଥିବା ୨୧୫ ରନ୍‌ର ବିଜୟ ଲକ୍ଷ୍ୟକୁ ମୁମ୍ବାଇ ୭…

୨୦୧୮ ପରଠାରୁ ସବୁ ଖରାଦିନିଆ ବାତ୍ୟା ପୂର୍ବ-ଭାରତ ମୁହାଁ ହୋଇଛନ୍ତି : ସ୍କାଏମେଟ୍

ନୂଆଦିଲ୍ଲୀ : ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟାକୁ ନେଇ ଓଡ଼ିଶା ସମେତ ସମଗ୍ର ପୂର୍ବ ଭାରତର ଲୋକମାନେ ଆଶଙ୍କିତ ଥିବାବେଳେ ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ୍ ନିଜର ପୂର୍ବାନୁମାନ ଜାରି କରିଛି । ସ୍କାଏମେଟ ପକ୍ଷରୁ କୁହାଯାଇଛି ଯେ, ମେ ୫…