Month: June 2023

ସରିଲା ମହାପ୍ରଭୁଙ୍କ ଆଡ଼ପ ଦର୍ଶନ: ଜୁନ୍‌ ୨୮ରେ ବାହୁଡ଼ାଯାତ୍ରା, ଜନ୍ମବେଦିରୁ ରତ୍ନବେଦିକୁ ବାହୁଡ଼ିବେ ଶ୍ରୀଜିଉ

ପୁରୀ: ଶରଧାବାଲିରେ ମହାପ୍ରଭୁଙ୍କ ଆଡ଼ପ ଦର୍ଶନ ମଙ୍ଗଳବାର ସନ୍ଧ୍ୟା ୫ଟାରେ ଶେଷ ହୋଇଯାଇଛି। ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା ସମୟ ଅନୁସାରେ ସାଧାରଣ ଭକ୍ତମାନେ ଆଜି ସକାଳ ୭ଟାରୁ ସନ୍ଧ୍ୟା ୫ଟା ଯାଏଁ ଧାଡ଼ିରେ ରହି ଆଡ଼ପ ଦର୍ଶନ କରିଛନ୍ତି। ପବିତ୍ର ନବମୀ…

ପତ୍ନୀ ହତ୍ୟା ମାମଲାରେ ଦୋଷୀ ରାମମୂର୍ତ୍ତି ଗମାଙ୍ଗଙ୍କୁ ଆଜୀବନ କାରାଦଣ୍ଡ

ଗୁଣୁପୁର: ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ମିଳିଛି ଆଜୀବନ କାରାଦଣ୍ଡ ।୨ ଦିନ ତଳେ ପତ୍ନୀ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିଲେ ଗୁଣୁପୁରର ପୂର୍ବତନ ବିଧାୟକ । ୧୯୯୫ ମସିହାରେ ପତ୍ନୀଙ୍କ ପୋଡା ମୃତଦେହ କ୍ୱାର୍ଟର୍ସରୁ ମିଳିଥିଲା ।…

ଆରମ୍ଭ ହୋଇଛି ଏକାମ୍ର ପ୍ରକଳ୍ପ ପାଇଁ ଭୂମିପୂଜନ

ଭୁବନେଶ୍ୱର: ଝଲସୁଛି ଏକାମ୍ର କ୍ଷେତ୍ର । ଶ୍ରୀଲିଙ୍ଗରାଜ ମନ୍ଦିର ପାରିପାର୍ଶ୍ୱିକ ଉନ୍ନତିକରଣ ଓ ଶୋଭାବୃଦ୍ଧି ପାଇଁ ପ୍ରସ୍ତାବିତ ଏକାମ୍ର କ୍ଷେତ୍ର ପ୍ରକଳ୍ପର ଶିଳାନ୍ୟାସ ମହୋତ୍ସବ ଚାଲିଛି । ବ୍ରାହ୍ମଣ ପଣ୍ଡିତଙ୍କ ମନ୍ତ୍ରପାଠ, ନାମ ସଂକୀର୍ତ୍ତନ ସାଙ୍ଗକୁ ଓମ୍‌ ନମଃ ଶିବାୟ ଧ୍ୱନିରେ…

ଓଡ଼ିଶା କ୍ୟାଡର ଆଇଏଏସ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲା କେନ୍ଦ୍ର ; ଅଭିଯୋଗ ଆଣିଥିଲେ ବିଜେପି ସାଂସଦ ଓ ନେତା

ଭୁବନେଶ୍ୱର: ଓଡ଼ିଶାର ନିର୍ଦ୍ଦିଷ୍ଟ ସଚିବ ସ୍ତରର ସରକାରୀ କର୍ମଚାରୀଙ୍କୁ ନେଇ ରାଜ୍ୟ ସରକାରଙ୍କୁ ଚିଠି ଲେଖିଲେ କେନ୍ଦ୍ର ସରକାର । ଉକ୍ତ ସଚିବଙ୍କ ବିରୁଦ୍ଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର…

ଅଡିଓ ମୁଖ୍ୟମନ୍ତ୍ରୀଙ୍କର ବୋଲି ଆମେ ଗ୍ରହଣ କରିପାରୁନୁ: ଶରତ ପଟ୍ଟନାୟକ

ଭୁବନେଶ୍ୱର: ବରଗଡ ସଭାରେ ମୁଖ୍ୟମନ୍ତ୍ରୀଙ୍କ ଅଡିଓକୁ ନେଇ ଏବେ ସବୁଠି ପ୍ରଶ୍ନ ଉଠୁଛି । ଏହାକୁ ନେଇ କଂଗ୍ରେସ ଉଠାଇଲା ପ୍ରଶ୍ନ । ୫ଟି ଲୋକଙ୍କ ନିକଟରେ ରଖିଥିଲେ ଅଡିଓ । ସେ ଅଡିଓ ମୁଖ୍ୟମନ୍ତ୍ରୀଙ୍କର ବୋଲି ପ୍ରମାଣ କଣ ବୋଲି…

ଦିଗପହଣ୍ଡି ବସ୍‌ ଦୁର୍ଘଟଣା: OSRTC ବସର ଡ୍ରାଇଭର୍‌ ଗିରଫ

ଦିଗପହଣ୍ଡି : ଦିଗପହଣ୍ଡି ବସ୍‌ ଦୁର୍ଘଟଣାରେ ଆସିଲା ବଡ଼ ଖବର । ଦୁର୍ଘଟଣାଗ୍ରସ୍ତ OSRTC ବସ୍‌ ଡ୍ରାଇଭର୍‌ ଗିରଫ । ଦୁର୍ଘଟଣାଗ୍ରସ୍ତ OSRTC ବସ୍‌ ଡ୍ରାଇଭର୍‌ ମାନସ ପ୍ରଧାନଙ୍କୁ ଗିରଫ କରିଛି ଦିଗପହଣ୍ଡି ଥାନା ପୋଲିସ । ଗତକାଲି ରାତିରେ ତାଙ୍କୁ…

କେନ୍ଦୁପତ୍ରରେ ଜିଏସ୍‌ଟି ପ୍ରତ୍ୟାହାର ଦାବିରେ କେନ୍ଦ୍ରକୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: କେନ୍ଦୁପତ୍ର ଯାହାକି ଏକ କ୍ଷୁଦ୍ର ଜଙ୍ଗଲ ଉତ୍ପାଦନ । ଓଡିଶାର ପ୍ରାୟେ ୮ ଲକ୍ଷ ଆଦିବାସୀ ଅଧ୍ୟୁଷିତ ଲୋକେ ଏହି କେନ୍ଦୁ ପତ୍ର ଉପରେ ନିର୍ଭର କରିଥାନ୍ତି । ଆଦିବାସୀ ମାନଙ୍କର ଏହା ହେଉଛି ଆର୍ଥିକ ମେରୁଦଣ୍ଡ । କେନ୍ଦୁପତ୍ରର…

ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦେଲେ ସରକାର

ନବରଙ୍ଗପୁର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବରିଷ୍ଠ ଓଡିଶା ପ୍ରଶାସନିକ ସେବା ଅଧିକାରୀ ନବରଙ୍ଗପୁରର ପୂର୍ବତନ ସହକାରୀ ଉପ- ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ରାଉତଙ୍କୁ ସରକାରୀ ଚାକିରୀରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ବିଭିନ୍ନ ଦୁର୍ନୀତିରେ ଅଭିଯୋଗରେ ଜଡିତ ଥିବା…

ଚାକିରି ଛାଡ଼ିଲେ ବିଧାୟକ ସୁରଙ୍କ ପୁଅ ମନ୍ମଥ ରାଉତରାୟ

ଭୁବନେଶ୍ୱର: ଚାକିରି ଛାଡ଼ିଲେ ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ । ଏୟାର ଇଣ୍ଡିଆରେ କ୍ୟାପଟେନ୍ ଭାବେ କାର‌୍ୟ୍ୟରତ ଥିଲେ ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥ । ୨୦୨୪ରେ ସୁର ରାଉତରାୟ ନିର୍ବାଚନ ଲଢ଼ିବେନି ବୋଲି ପୂର୍ବରୁ…

୧୦୦ ଛୁଇଁଲା ଟମାଟୋ ଦର

ଭୁବନେଶ୍ୱର: ହଠାତ୍ ଟମାଟୋ ଦର ଆକାଶ ଛୁଆଁ । ୨୫ରୁ ୩୦ ଟଙ୍କାରେ ମିଳୁଥିବା ଟମାଟୋ ଏବେ ୧୦୦ରୁ ଅଧିକ ଟଙ୍କାରେ ବିକ୍ରି ହେଉଛି । ଦେଶର ବିଭିନ୍ନ ସ୍ଥାନରେ ଦର ଶହେ ଟଙ୍କା ପହଞ୍ଚିଲାଣି । ରାଜଧାନୀ ଭୁବନେଶ୍ୱରରେ ମଧ୍ୟ…