Month: June 2023

ପିଏମ୍ ଆବାସ ଦୁର୍ନୀତିର ସିବିଆଇ ତଦନ୍ତ ହେଉ: ପୃଥ୍ୱୀରାଜ

ଭୁବନେଶ୍ୱର: ପିଏମ ଆବାସ ଯୋଜନା ଦୁର୍ନୀତିରେ ସିବିଆଇ ତଦନ୍ତ ଦାବି କଲା ବିଜେପି । ପ୍ରେସମିଟ୍‌ରେ ଦାବିକଲେ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ । ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ଚିଠି ଲେଖନ୍ତୁ ବୋଲି କହିଛନ୍ତି ପୃଥ୍ୱୀରାଜ ହରିଚନ୍ଦନ । ପିଏମ୍…

ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି

ସମ୍ଵଲପୁର : ସାରା ଓଡ଼ିଶାରେ ମୌସୁମୀ ପ୍ରବେଶ କରିଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଓ ଇନଫ୍ଲୋ ବୃଦ୍ଧି ପାଇଛି। ରବିବାର ଜଳସ୍ତର ୬୦୦.୪୫ ଫୁଟ ଥିବାବେଳେ ତାହା ଆଜି ବୃଦ୍ଧି ପାଇ ୬୦୧.୩୯ ଫୁଟରେ ପହଞ୍ଚିଛି।…

ଜନ୍ମମାଟିର ବିକାଶ ପାଇଁ କିଛି କରିନାହାନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର : ଜନ୍ମମାଟି ଢେଙ୍କାନାଳ ଓ ଅନୁଗୁଳର ବିକାଶକୁ ନେଇ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଏକାଧିକ ପ୍ରଶ୍ନ ପଚାରିଛି ବିଜେଡି । ନଅ ବର୍ଷର କେନ୍ଦ୍ରମନ୍ତ୍ରୀତ୍ୱ କାଳରେ ଏହି ଦୁଇ ଜିଲ୍ଲା ପାଇଁ କ’ଣ ସବୁ କରିଛ ବୋଲି ସିଧାସଳଖ…

ଦିଗପହଣ୍ଡି ବସ୍ ଦୁର୍ଘଟଣା: ଆହାତଙ୍କୁ ଭେଟିଲେ ମନ୍ତ୍ରୀ

ଗଞ୍ଜାମ: ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଙ୍କ ନିର୍ଦ୍ଧେଶ କ୍ରମେ ଦିଗପହଣ୍ଡି ଠାରେ ହୋଇଥିଲା ବସ୍ ଦୁର୍ଘଟଣା ରେ ଆହତ ହୋଇ ବ୍ରହ୍ମପୁର ଏମ୍.କେ.ସି.ଜି ମେଡ଼ିକାଲ ଚିକିତ୍ସିତ ହେଉଥିଲା ଆହତ ମାନଙ୍କୁ ମାନ୍ୟବର ଅର୍ଥମନ୍ତ୍ରୀ ଶ୍ରୀଯୁକ୍ତ ବିକ୍ରମ କେଶରୀ ଆରୁଖ…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଶୋକ ପ୍ରକାଶ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ମୌଳାଭଣଜା ଛକରେ ଘଟିଥିବା ଦୁର୍ଘଟଣାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ନିଜର ଶୋକବାର୍ତ୍ତାରେ କହିଛନ୍ତି, ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ…

ସିଂହଦ୍ବାର ଥାନାରେ ଶ୍ରୀମନ୍ଦିର ଭିତର ଭିଡିଓ ଭାଇରାଲ ମାମଲା, ୩ ସୁଦ୍ଧା ହାଜର ନିର୍ଦ୍ଦେଶ

ପୁରୀ: ଶ୍ରୀମନ୍ଦିର ଭିତରର ରିଲ୍ସ ଭିଡିଓ ଭାଇରାଲ ଘଟଣାରେ ଅଭିଯୁକ୍ତ ରୋହିତ ଜୈଶ୍ବାଲଙ୍କ ବିରୋଧରେ ମାମଲା ରୁଜୁ କରିଛି ସିଂହଦ୍ବାର ପୋଲିସ । ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ସିଂହଦ୍ବାରା ଥାନାରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି । ରୋହିତ…

ଚଳିତ ବର୍ଷ ନୂଆ ଢାଞ୍ଚାରେ ଆସିଛି ମୌସୁମୀ; ଦେଶର ୮୦% ଅଞ୍ଚଳକୁ ବ୍ୟାପି ଗଲାଣି ମୌସୁମୀ

ନୂଆଦିଲ୍ଲୀ: ଚଳିତ ବର୍ଷ ମୌସୁମୀ ଭାରତର ୮୦ ପ୍ରତିଶତ ଅଞ୍ଚଳରେ ପହଞ୍ଚି ସାରିଲାଣି ବୋଲି ଭାରତୀୟ ପାଣିପାଗ ବିଭାଗର ବରିଷ୍ଠ ବୈଜ୍ଞାନିକ ଡ. ନରେଶ କୁମାର ଜାତୀୟ ସ୍ତରର ଘରୋଇ ଟିଭି ଚ୍ୟାନେଲ ଏନଡିଟିଭିକୁ କହିଛନ୍ତି। ଗତକାଲି (ରବିବାର) ବଙ୍ଗୋପସାଗରରେ ସୃଷ୍ଟି…

ପ୍ରବଳ ବର୍ଷା ପାଇଁ ହିମାଚଳ ପ୍ରଦେଶରେ ହେଲା ଭୂସ୍ଖଳନ, ଫସିଲେ ୨୦୦ରୁ ଅଧିକ ଲୋକେ

କୁଲ୍ଲୁ: ପ୍ରବଳ ବର୍ଷା ପାଇଁ ହିମାଚଳ ପ୍ରଦେଶରେ ହେଲା ଭୂସ୍ଖଳନ। ଲଗାତାର ବର୍ଷା ଲାଗି ରହିଥିବାରୁ ହିମାଚଳ ପ୍ରଦେଶରେ ଭୂସ୍ଖଳନ ସହ ବନ୍ୟା ହୋଇଥିବା ଜଣାପଡ଼ିଛି। ଏହି କାରଣରୁ ଟ୍ରାଫିକ୍ ଜାମ୍ ଆରମ୍ଭ ହେବା ସହ ବୁଲିବାକୁ ଯାଇଥିବା ଶହ ଶହ…

୨୦୨୩ ବିଶ୍ବକପ୍‌ ପାଇଁ ଦଳଗତ ମାନସିକତା ଆବଶ୍ୟକ: କପିଳ ଦେବ

ନୂଆଦିଲ୍ଲୀ: ମହାନ ଅଲ୍‌ରାଉଣ୍ଡର୍‌ କପିଳ ଦେବଙ୍କ ପାଇଁ ଭାରତ ପ୍ରଥମ ଥର ୧୯୮୩ ମସିହାରେ ବିଶ୍ବକପ୍ ଜିତିଥିଲା। ରବିବାର ଭାରତବାସୀ ଏହାର ୪୦ତମ ପୂର୍ତ୍ତି ପାଳନ କରୁଥିବା ବେଳେ ସେଦିନର ସଫଳ ଅଧିନାୟକ କପିଳ ଦେବ କିନ୍ତୁ ଚଳିତ ବର୍ଷର ବିଶ୍ବକପ୍‌…

ରକ୍ତପାତ ଆଶଙ୍କାରେ ରୁଷ ବିଦ୍ରୋହୀଙ୍କ ୟୁ-ଟର୍ଣ୍ଣ, ମଧ୍ୟସ୍ଥି ସାଜିଲା ବେଲାରୁଷ

ମସ୍କୋ : ରୁଷର ମିଲିଟାରୀ ଶାସନ ଓ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବିରୋଧରେ ବିଦ୍ରୋହ ଘୋଷଣା କରିଥିବା ଘରୋଇ ମିଲିଟାରୀ ସଂସ୍ଥା ୱାଗନର ଏବେ ୟୁ-ଟର୍ଣ୍ଣ ନେଇଛି। ଏକଦା ରୁଷ ପାଇଁ ଲଢ଼େଇ କରୁଥିବା ୱାଗନର ଗ୍ରୁପର ଯୋଦ୍ଧାମାନେ ମସ୍କୋ ଦଖଲ…