Month: June 2023

କଟକ ସହରର ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସମସ୍ୟା

କଟକ: ସାରା ରାଜ୍ୟରେ ମୌସୁମୀ ବର୍ଷା । ମୌସୁମୀ ବର୍ଷାରେ କଟକ ସହରର ବିଭିନ୍ନ ସାହି ଓ ତଳିଆ ଅଞ୍ଚଳରେ ବର୍ଷା ଜଳ ଜମିବାରୁ ଜଳବନ୍ଦୀ ସ୍ଥିତି ଉପୁଜିଛି । ବିଶେଷ କରି ସୂତାହାଟ, ପଟ୍ଟାପୋଲ, ଓଡ଼ିଆ ବଜାର, ଗମ୍ମାଢିଆ ଭଳି…

ନାଗା ବାବା ଲୁଟିନେଲେ ସୁନାଗହଣା, ନନ୍ଦନକାନନ ଥାନାରେ ଅଭିଯୋଗ

ଭୁବନେଶ୍ୱର : ନାଗା ବାବା ଲୁଟିନେଲେ ସୁନାଗହଣା । ଭିକ୍ଷା ମାଗିବା ନାରେ ଘରକୁ ଆସି ସୁବିଧା ସୁଯୋଗ ଦେଖି ସୁନା ଗହଣା ଲୁଟିନେଇ ଛୁ ହୋଇଗଲେ ଉତର ପ୍ରଦେଶରୁ ଆସିଥିବା ନାଗାସାଧୁ । ଭୁବନେଶ୍ୱର ଉପକଣ୍ଠ ରଘୁନାଥପୁର ଗାଁରେ ଘଟିଛି…

ସଚିବଙ୍କୁ ଏତେ ସୁରକ୍ଷା କାହିଁକି: ଅପରାଜିତା

ଭୁବନେଶ୍ୱର: ଫାଇଭ ଟି ସଚିବଙ୍କ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ବିଜେପିର ଜାତୀୟ ସଭାପତି ଜଗତ ପ୍ରସାଦ ନଡ୍ଡା ଏବଂ ପୂର୍ବତନ ଆଇଏଏସ ଅଧିକାରୀ ତଥା ଏବେର ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ। ଅପରାଜିତା ଟ୍ବିଟ୍ କରି ଏକ ଚିଠି…

ଅପରାଜିତାଙ୍କ ‘ଫାଇଭ ଟି ସଚିବ’ ପ୍ରସଙ୍ଗରେ ନିଆଁରେ ଘିଅ ଢାଳିଲେ ସୌମ୍ୟରଞ୍ଜନ

ଭୁବନେଶ୍ୱର: ଫାଇଭ ଟି ସଚିବ ଆଇଏଏସ ଚାକିରିରି ଦୁରୂପଯୋଗ କରୁଛନ୍ତି ବୋଲି ଅଭିଯୋଗ କରି ସାଂସଦ ଅପରାଜିତା ଷଡ଼ଙ୍ଗୀ ରାଜନୈତିକ ମାହୋଲକୁ ସରଗରମ କରିଥିବା ବେଳେ ଏବେ ଖୋଦ୍ ଶାସକ ଦଳର ବିଧାୟକ ତଥା ଓଡ଼ିଶାର ଅଗ୍ରଣୀ ଖବରକାଗଜ ‘ସମ୍ବାଦ’ର ସମ୍ପାଦର…

ମେଡିକାଲ ଛାତରୁ ଖସିଲା କଂକ୍ରିଟ୍, ଅଳ୍ପକେ ବର୍ତ୍ତିଲେ ରୋଗୀ

ଆନନ୍ଦପୁର: ଆନନ୍ଦପୁର ଉପଖଣ୍ଡ ମୁଖ୍ଯ ଚିକିତ୍ସାଳୟ ଠାରେ ଘଟିଛି ଅଘଟଣ। ମେଡିକାଲର ଓପିଡି ବିଭାଗରେ ଡାକ୍ତରଙ୍କୁ ଦେଖାଇବାକୁ ଅନେକ ରେଗୀ ଧାଡିରେ ରହିଥବା ସମୟରେ ହଠାତ୍ ଛାତରୁ କଂକ୍ରିଟ ଖସିବାରୁ ଜଣେ ରୋଗୀ ଆହତ ହୋଇଛନ୍ତି। ତେବେ ସୋଭାଗ୍ଯ ବସତଃ ଅନ୍ୟ…

ରାଜଧାନୀରେ ଲୁଟେରାକୁ ହାତଗୋଡ଼ ବାନ୍ଧି ଉଲଗ୍ନ କରି ପିଟିଲେ

ଭୁବନେଶ୍ୱର: ରାଜଧାନୀରେ ଆଇନ୍ ଶୃଙ୍ଖଳା ପରିସ୍ଥିତି ଏକଦମ୍ ହୁଗୁଳା ହୋଇପଡିଛି । ନା ଥାନାର କୌଣସି ଭୟ ଅଛି ନା ପୁଲିସକୁ କୌଣସି ପ୍ରକାର ଖାତିର । ଶେଷ ସୀମାରେ ପହଞ୍ଚିଛି ଆଇନ୍ ଶୃଙ୍ଖଳା ପରିସ୍ଥିତି । ଜଣେ ଯୁବକଙ୍କୁ ରାଜଧାନୀ…

ଠିକାଦାର ରମେଶ ରାଉତ ହତ୍ୟା ଘଟଣା: ୪ ଅଭିଯୁକ୍ତ ଗିରଫ

ଖୋର୍ଦ୍ଧା: ଟାଙ୍ଗୀ ଥାନା ଅନ୍ତର୍ଗତ ଚନ୍ଦନେଶ୍ୱର ଛକରେ ଜଣେ ଠିକାଦାରଙ୍କୁ ନିର୍ମମ ଭାବେ ହତ୍ୟା ଘଟଣାରେ ସମ୍ପୃକ୍ତ ଥିବା ୪ ଜଣ ଦୁର୍ବୃତ୍ତଙ୍କୁ ପୁଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ମନୋଜ ପରିଡ଼ା, ସନ୍ତୋଷ ପ୍ରଧାନ, ଦିଲ୍ଲୀପ କୁମାର…

ଜୁଲାଇ ୧ ରେ ଓଟିଇଟି ପରୀକ୍ଷା

ଭୁବନେଶ୍ୱର: ଜୁଲାଇ ୧ ରେ ଅନୁଷ୍ଠିତ ହେବ ଓଡିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ୨୦୨୨। ଏଥିଲାଗି ରାଜ୍ୟର ବିଭିନ୍ନ ଜିଲ୍ଲା ସଦର ମହକୁମା ଏବଂ ବ୍ଲକ୍ ଆଦିରେ ୩୦୭ କେନ୍ଦ୍ର କରାଯାଇଛି। ଏଥର ଇଣ୍ଟିଗ୍ରେଟେଡ୍ ଏବଂ ଏମ୍‌ଏଡ୍‌ ଡିଗ୍ରୀଧାରୀଙ୍କୁ ପରୀକ୍ଷା…

ଗିରଫ ହେଲେ କୋଟିପତି ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତ, ୫ କୋଟିରୁ ଅଧିକ ପରିମାଣର ସଂପତ୍ତି

ଭୁବନେଶ୍ବର: ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କୁ ଗିରଫ କଲା ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ଆଜି ତାଙ୍କୁ କୋର୍ଟଚାଲାଣ କରାଯିବ। ତାଙ୍କ ଘରୁ ୩ କୋଟିରୁ ଅଧିକ ନଗଦ ଟଙ୍କା ଜବତ…

ମଣିପୁର ହିଂସା: ସର୍ବଦଳୀୟ ବୈଠକ ଡାକିଲେ ଶାହା

ମଣିପୁର: ମଣିପୁରରେ ଜାରି ରହିଥିବା ହିଂସା ସ୍ଥିତିକୁ ନେଇ ଆଜି ସର୍ବଦଳୀୟ ବୈଠକ ବସିବ । କେନ୍ଦ୍ର ଗୃହମନ୍ତ୍ରୀ ଏଥିରେ ଅଧ୍ୟକ୍ଷତା କରିବେ । ପାଖାପାଖି ଦୁଇ ମାସ ହେବ ମଣିପୁର ହିଂସାର ନିଆଁରେ ଜଳୁଥିବା ବେଳେ କୌଣସି ସ୍ଥିତିର ସମାଧାନ…