5-ଟି ଉପକ୍ରମରେ ନନ୍ଦନକାନନ ର ହେବ ରୂପାନ୍ତର, ବିଶ୍ବସ୍ତରୀୟ ହେବ ନନ୍ଦନକାନନ
ଦୁଇଟି ପର୍ଯ୍ୟାୟରେ ରୂପାନ୍ତର ହେବ ୨୦୨୩-୨୫ ଓ ୨୦୨୫-୨୮ ପ୍ରଥମ ପର୍ଯ୍ୟାୟରେ ପ୍ରାଣୀ ଉଦ୍ୟାନ ଓ ବଟାନିକାଲ ଗାର୍ଡେନ୍ ଏବଂ ଦ୍ବିତୀୟ ପର୍ଯ୍ୟାୟରେ ଚୂଡଙ୍ଗ ଜଙ୍ଗଲ ଅଞ୍ଚଳର ବିକାଶ କରାଯିବ ପିଲାଙ୍କ ପାଇଁ ପ୍ରକୃତି ଶିକ୍ଷା ଉପରେ ଏକ ଆକର୍ଷଣୀୟ କେନ୍ଦ୍ର…