Month: June 2023

କଟକ- ଭୁବନେଶ୍ୱରରେ ପ୍ରାକ୍ ମୌସୁମୀ ବର୍ଷା: ଟୁଇନସିଟିବାସୀ ଆଶ୍ୱସ୍ତ

ଭୁବନେଶ୍ବର: ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳିରୁ ଟୁଇନସିଟିବାସୀଙ୍କୁ ମିଳିଛି ଆଶ୍ୱସ୍ତି। ଆଜି ସକାଳେ କଟକ ଓ ଭୁବନେଶ୍ବରରେ ପ୍ରଚଣ୍ଡ ତାତି ସହ ଗୁଳୁଗୁଳି ହେତୁ ଛଟପଟ ହେଉଥିଲେ ଲୋକେ। ହେଲେ ମଧ୍ୟାହ୍ନରେ ଆକସ୍ମିକ ଭାବେ ପ୍ରାକ୍ ମୌସୁମୀ ବର୍ଷା ହେବା କାରଣରୁ…

ରାଜ୍ୟ ଆହାର ସୋସାଇଟିକୁ ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଆହାର କେନ୍ଦ୍ର ପରିଚାଳନା ପାଇଁ ଗଠିତ ରାଜ୍ୟସ୍ତରୀୟ ଆହାର କମିଟିକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଟିରୁ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ସୂଚନାଯୋଗ୍ୟ ଯେ ୨୦୧୫-୧୬ରୁ ୨୦୨୧-୨୨ ପର୍ଯ୍ୟନ୍ତ…

କଣ୍ଠଶିଳ୍ପୀ ସୌରିନ ଭଟ୍ଟ ମାମଲା: କୋଲକାତାରୁ ଖାଲି ହାତରେ ଫେରିଲା କମିସନରେଟ୍ ପୁଲିସ

କଟକ: ଜଣାଶୁଣା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ କୋଲକାତାସ୍ଥିତ ଘରୁ ଖାଲି ହାତରେ ଫେରିଛି କମିସନରେଟ୍ ପୁଲିସ। ଗତ ବୁଧବାର ରାତିରେ ପୁଲିସ ଚଢ଼ଉ କରିଥିଲା। କିନ୍ତୁ ଘରେ ନ ଥିଲେ ସୌରିନ। ତାଙ୍କ ପରିବାର ଲୋକେ କହିଛନ୍ତି କଣ୍ଠଶିଳ୍ପୀ ସୌରିନ ଭଟ୍ଟ…

୫ଟି ଉପକ୍ରମରେ ବାହାନଗା ହାଇସ୍କୁଲର ପୁନଃନିର୍ମାଣ ହେବ; ୨.୪୯ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର :ବାଲେଶ୍ବର ଜିଲ୍ଲାର ବାହାନଗା ହାଇସ୍କୁଲର ୫ଟି ଉପକ୍ରମରେ ପୁନଃନିର୍ମାଣ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦୁଇ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି । ସୂଚନାଯୋଗ୍ୟ…

ଆଜିଠୁ ଆଉ ତିନିଟି ଜିଲ୍ଲାରେ ଖୋଲିଲା ସ୍କୁଲ୍

ଆଜିଠୁ ଆଉ ତିନିଟି ଜିଲ୍ଲାରେ ଖୋଲିଲା ସ୍କୁଲ । ସମ୍ବଲପୁର, ଝାରସୁଗୁଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ଆଜିଠୁ ସ୍କୁଲ ଖୋଲିଛି । ଏସବୁ ଜିଲ୍ଲାରେ ୨୪ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବ । ସକାଳ ୬ଟା ୩୦ରୁ ୧୦ଟା ଯାଏ…

ମା’ ସହ ଝଗଡା ପରେ ବିଷ ପିଇ ଜୀବନ ହାରିଲା ଝିଅ

ଭଦ୍ରକ : ପାରିବାରିକ କଳହର କରୁଣ ପରିସ୍ଥିତି। ମା ଝିଅଙ୍କ ମଧ୍ୟରେ ଝଗଡା ପରେ ବିଷ ପିଇ ଆତ୍ମହତ୍ୟା କଲା ଝିଅ। ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା ନଦୀ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଗତକାଲି ନଦୀଗାଁର ସହଦେଵ ଦାସଙ୍କ…

ଫ୍ଲୋରେନ୍ସ ନାଇଟଆଞ୍ଜେଲ ପୁରସ୍କାର ପାଇଲେ ଓଡ଼ିଶାର ଦୁଇ ସ୍ୱାସ୍ଥ୍ୟକର୍ମୀ

ନୂଆଦିଲ୍ଲୀ: ସ୍ୱାସ୍ଥ୍ୟ ସେବାରେ ଉଲ୍ଲେଖନୀୟ କାମ ପାଇଁ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶର ୩୦ ଜଣ ସ୍ୱାସ୍ଥ୍ୟକର୍ମୀଙ୍କୁ ରାଷ୍ଟ୍ରପତି ଭବନରେ ସମ୍ବର୍ଦ୍ଧିତ କରିଛନ୍ତି | ମିଳିଥିବା ସୂଚନା ମୁତାବକ ୨୦୨୨ ଓ ୨୦୨୩ ପାଇଁ ଆଜି ଦେଶର ବଛାବଛା ସ୍ୱାସ୍ଥ୍ୟକର୍ମୀଙ୍କୁ…

ଯୌତୁକ ପାଇଁ ବୋହୂକୁ ହତ୍ୟା କରି ପୋଡ଼ି ଦେଲେ

ନୟାଗଡ଼ : ଯୌତୁକ ପାଇଁ ବୋହୂକୁ ତାର ଶ୍ୱଶୁର ଘର ଲୋକେ ହତ୍ୟା କରି ପୋଡ଼ି ଦେଇଥିବା ଅଭିଯୋଗ ହୋଇଛି l ଏପରି ଅଭିଯୋଗ ଆସିଛି ନୟାଗଡ଼ ଜିଲ୍ଲା ଇଟାମାଟି ଗାଁରୁ। ମୃତ ମହିଳା ଜଣଙ୍କ ହେଲେ ଫିନା ପ୍ରଧାନ। ଏନେଇ…

ଝାରସୁଗୁଡାରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଝାରସୁଗୁଡା: ଆଜିଠାରୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଦୁଇଦିନିଆ ଓଡିଶା ଗସ୍ତ ଆରମ୍ଭ ହୋଇଛିl ଆଜି ଅପରାହ୍ନ ସାଢେ ୪ଟା ବେଳେ ଶ୍ରୀ ନଡ୍ଡା ଏକ ସ୍ୱତନ୍ତ୍ର ବିମାନ ଯୋଗେ ଝାରସୁଗୁଡା ବିମାନ ବନ୍ଦରରେ ଅବତରଣ କରିଛନ୍ତିl ବିମାନବନ୍ଦରରେ ପହଞ୍ଚିବା…

ଆଉ ନାହାନ୍ତି ପ୍ରସିଦ୍ଧ ‘ଅମୂଲ୍‌ ଗାର୍ଲ’ର ସ୍ରଷ୍ଟା ସିଲ୍‌ବେଷ୍ଟର୍‌ ଦାକୁହ୍ନା

ନୂଆଦିଲ୍ଲୀ: ବିଜ୍ଞାପନ ଶିଳ୍ପର ବିଶିଷ୍ଟ ବ୍ୟକ୍ତିତ୍ବ ତଥା ପ୍ରସିଦ୍ଧ ‘ଅମୂଲ୍‌ ବାଳିକା’ ଅଭିଯାନର ସ୍ରଷ୍ଟା ସିଲ୍‌ବେଷ୍ଟର୍‌ ଦାକୁହ୍ନାଙ୍କର ଦେହାନ୍ତ ହୋଇଯାଇଥିବା କଥା ବୁଧବାର ଦିନ ‘ଗୁଜରାଟ କୋଅପରେଟିଭ୍‌ ମିଲ୍‌କ ମାର୍କେଟିଙ୍ଗ୍‌ ଫେଡେରେସନ୍‌’ କହିଛି। ‘ଗୁଜରାଟ କୋଅପରେଟିଭ୍‌ ମିଲ୍‌କ ମାର୍କେଟିଙ୍ଗ୍‌ ଫେଡେରେସନ୍‌’ର ପରିଚାଳନା…