ବିରୋଧୀଙ୍କ ବଡ଼ ବୈଠକ ପୂର୍ବରୁ କଂଗ୍ରେସକୁ ଚରମବାଣୀ ଶୁଣାଇଲା ଆପ୍
ନୂଆଦିଲ୍ଲୀ : ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିରୋଧୀ ଦଳଗୁଡ଼ିକ ଆସନ୍ତାକାଲି ବିହାରରେ ପାଟନାରେ ବଡ଼ ବୈଠକ କରିବାକୁ ଯାଉଛନ୍ତି। ଏହି ବୈଠକ ଜରିଆରେ ବିରୋଧୀ ଦଳଗୁଡ଼ିକ ନିଜର ଶକ୍ତିପ୍ରଦର୍ଶନ କରିବାକୁ ଲକ୍ଷ୍ୟ ରଖିଛନ୍ତି। ହେଲେ ଏହା ପୂର୍ବରୁ ଦିଲ୍ଲୀ ଓ…