Month: June 2023

କନ୍ଧମାଳର ବିକାଶରେ ବୈପ୍ଳବିକ ପରିବର୍ତ୍ତନ ଆସିବ, ଆସନ୍ତା ବର୍ଷଠାରୁ ମେଡିକାଲ କଲେଜରେ ପାଠପଢା ଆରମ୍ଭ ହେବ: ୫-ଟି ସଚିବ

ଫୁଲବାଣୀ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଦୁଇ ଦିନିଆ କନ୍ଧମାଳ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭିକେ ପାଣ୍ଡିଆନ ଦ୍ୱିତୀୟ ଦିନରେ ଶନିବାର କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆ, ଫୁଲବାଣୀ, ଦାରିଙ୍ଗବାଡୀ, କେ. ନୂଆଗାଁ, ବାଲିଗୁଡା ଓ ଜି.ଉଦୟଗିରି ବ୍ଲକ…

ରାଜନୈତିକ ହିଂସାକୁ ନେଇ ହଣାକଟା, ଜିଲ୍ଲା ପରିଷଦଙ୍କ ପରିବାରକୁ ସଂଘବଦ୍ଧ ଆକ୍ରମଣ

ଯାଜପୁର: ଯାଜପୁର ବ୍ଳକ ଅନ୍ତର୍ଗତ ଏରବାଙ୍କ ଅଞ୍ଚଳରେ ରାଜନୈତିକ ହିଂସାକୁ ନେଇ ହଣାକଟା । ଗତକାଲି ବିଳମ୍ବିତ ରାତିରେ ଯାଜପୁର ଜିଲ୍ଲାର ୩୧ ନମ୍ବର ଜୋନ ଜିଲ୍ଲା ପରିଷଦ ସଦସ୍ୟ ବିନୋଦ କୁମାର ମାଝିଙ୍କ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ କରାଯାଇଛି…

ସୁଭଦ୍ରାଙ୍କ ଦର୍ପଦଳନ ରଥ ଅଖରେ ଫାଟ

ପୁରୀ: ଦର୍ପଦଳନ ରଥର ଅଖରେ ଫାଟ ହୋଇଥିବା ନେଇ ଚର୍ଚ୍ଚା ହେଉଛି। ରଥର ପଛପଟରେ ଥିବା ସାନ ଉଛୁଳା ଅଖରେ ଫାଟ ହୋଇଛି। ଏହି ସାନ ଉଛୁଳା ଉପରେ ରଥର ସମ୍ପୂର୍ଣ୍ଣ ଭାର ନିର୍ଭର କରିଥାଏ। ଏବେ ଫାଟ ଖବର ଜଣାପଡ଼ିବା…

୨୧ ତାରିଖରେ ଓଡ଼ିଶା ଆସିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ବାଲେଶ୍ୱର : ୨୧ ତାରିଖରେ ଓଡ଼ିଶା ଆସିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ବାଲେଶ୍ୱର ଆସିବେ ରେଳମନ୍ତ୍ରୀ । ବାହାନଗା ରେଳ ଦୁର୍ଘଟଣା ପରେ ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ କରିଥିବା ସ୍ଥାନୀୟ ଅଞ୍ଚଳର ବ୍ୟକ୍ତିଙ୍କୁ ଭେଟିବେ ଅଶ୍ୱିନୀ ବୈଷ୍ଣବ । ଗତ…

ମିଳୁନି ମହାପ୍ରୟାଣ ଗାଡ଼ି,ସା‌ଇକେଲରେ ବୁହାହେଲା ମୃତଦେହ

ସୁବର୍ଣ୍ଣପୁର: ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଜିଲ୍ଲାରେ ମୃତକଙ୍କୁ ମିଳିଲାନି ମହାପ୍ରୟାଣ ଗାଡ଼ି। ଫଳରେ ସାଇକେଲ ବୁହା ହୋଇଛି ମୃତଦେହ। ସୁବର୍ଣ୍ଣପୁର ଜିଲ୍ଲା ବିନିକାରେ ଦେଖିବାକୁ ମିଳିଛି ଏହି ଅଭାବନୀୟ ଦୃଶ୍ୟ। ମେଘଲା ଗାଁର ରୁକ୍ମିଣୀ ସାହୁ ନାମକ ଜଣେ ଅସହାୟ ବୃଦ୍ଧା…

ରେଲୱେ ବ୍ରିଜ ନିକଟରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

ଟିଟିଲାଗଡ଼ : ସଇଁନ୍ତଲା ଥାନା କମରଲଗା ଗାଁ ଲାଂଥ ନଦୀ ରେଲୱେ ବ୍ରିଜ ନିକଟରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ଟ୍ରେନରୁ ଖସି ମୃତ୍ୟୁ ହୋଇ ଥିବା ଆଶଙ୍କା କରାଯାଉଛି । ଏହା ହତ୍ୟା ନା…

ବାହାନଗା ଟ୍ରେନ ଦୁର୍ଘଟଣା: ଏସ୍‌ସିବିରେ ଗଲା ଆଉ ଜଣଙ୍କ ଜୀବନ, ମୃତକଙ୍କ ସଂଖା ୨୯୧କୁ ବୃଦ୍ଧି

କଟକ: ବାହାନଗା ରେଳ ଦୁର୍ଘଟଣାରେ ଆଉ ଜଣେ ଆହତ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । କରମଣ୍ଡଳ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୨୯୧କୁ ପହଞ୍ଚିଛି । କଟକ ଏସସିବି ମେଡ଼ିକାଲରେ ଆହତ ହୋଇ ଚିକିତ୍ସିତ ହେଉଥିବା ଆଉ ଜଣେ ଆହତଙ୍କ ମୃତ୍ୟୁ ହୋଇଛି ।…

ଅମ୍ବାଦଳା ନିକଟରେ ମାଲବାହୀ ଟ୍ରେନ୍‌ ଲାଇନଚ୍ୟୁତ

ରାୟଗଡା: ରେଳ ବିଭାଗ ଉପରେ କୋପ ଦୃଷ୍ଟି ପଡିଛି। କେଉଁଠି ନା କେଉଁଠି ରେଳ ବିଭାଗରେ ସମସ୍ୟା ଦେଖା ଦେଉଛି। ଆଜି ପୁଣି ରାୟଗଡା ଜିଲ୍ଲାର ଅମ୍ବାଦଳା ଷ୍ଟେସନ ନିକଟରେ ବେଦାନ୍ତର ବକସାଇନ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି। ଏହି ମାଲବାହୀ…

୧୯୯୯ ମସିହାରେ ଶରଦ ପାୱାରଙ୍କୁ ଏନଡ଼ିଏରେ ସାମିଲ ହେବାକୁ ବାଜପେୟୀ ଅଫର ଦେଇଥିଲେ: ଏନସିପି ନେତା ପ୍ରଫୁଲ୍ଲ ପଟେଲ

ମୁମ୍ବାଇ: ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି ନେତା ତଥା ନବନିଯୁକ୍ତ କାର୍ଯ୍ୟକାରୀ ଅଧ୍ୟକ୍ଷ ପ୍ରଫୁଲ୍ଲ ପଟେଲ ଆଜି ଏକ ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି | ସେ କହିଛନ୍ତି ଯେ ଦିବଙ୍ଗତ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଏନସିପି ସୁପ୍ରିମୋ ଶରଦ ପାୱାରଙ୍କୁ ଏନଡିଏରେ…

କଂଗ୍ରେସରେ ଯୋଗ ଦେବା ଅପେକ୍ଷା କୂଅକୁ ଡେଇଁବାକୁ ପସନ୍ଦ କରିବି: ଗଡ଼କରୀ

ନୂଆଦିଲ୍ଲୀ: କେନ୍ଦ୍ର ସଡକ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡକରୀ କଂଗ୍ରେସରେ ଯୋଗ ଦେବା ପ୍ରସଙ୍ଗରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି, “ଥରେ ଜଣେ ନେତା ତାଙ୍କୁ କଂଗ୍ରେସରେ ଯୋଗଦେବାକୁ ପରାମର୍ଶ ଦେଇଥିଲେ। ଏହାର ଉତ୍ତରରେ ସେ…