Month: June 2023

ବଦଳିଲା ନେହରୁ ମ୍ୟୁଜିୟମର ନାଁ, ବିଜେପି-କଂଗ୍ରେସ ମୁହାଁମୁହିଁ

ନୂଆଦିଲ୍ଲୀ : ଦେଶର ରାଜଧାନୀ ଦିଲ୍ଲୀରେ ଥିବା ନେହରୁ ମେମୋରିଆଲ ମ୍ୟୁଜିୟମ ଓ ଲାଇବ୍ରେରୀ ସୋସାଇଟୀର ନାଁକୁ ବଦଳାଇ ଦେଇଛନ୍ତି କେନ୍ଦ୍ର ସରକାର। ଏବେ ଏହାର ନାଁ ପ୍ରଧାନମନ୍ତ୍ରୀଙ୍କ ମ୍ୟୁଜିୟମ ଓ ଲାଇବ୍ରେରୀ ସୋସାଇଟୀ ରଖାଯାଇଛି। ଏହି ନାଁ ବଦଳକ ଘଟଣାକୁ…

ଜବରଦଖଲ ଉଚ୍ଛେଦ ବେଳେ ଟେକାପଥର ମାଡ଼; ଜଣେ ମୃତ, ୫ ପୁଲିସ କର୍ମଚାରୀ ଆହତ

ଜୁନାଗଡ଼: ଜବରଦଖଲ ଉଚ୍ଛେଦ ବେଳେ ପ୍ରଶାସନିକ ଟିମ୍‌ ସହ ହାତାହାତି ହେବାରୁ ଜଣଙ୍କ ମୃତ୍ୟୁ ହୋଇଛି। ସେପଟେ ଲୋକଙ୍କ ଟେକାପଥର ମାଡ଼ରେ ଶୃଙ୍ଖଳାରକ୍ଷା ନିମନ୍ତେ ମୁତୟନ ୫ ଜଣ ପୁଲିସ କର୍ମଚାରୀ ଆହତ ହୋଇଛନ୍ତି। ଗୁଜୁରାଟର ଜୁନାଗଡ଼ ଅଞ୍ଚଳରେ ଗତରାତିରେ ଏହି…

ଜିତନ ରାମ ମାଞ୍ଝୀ ମହାଗଠବନ୍ଧନର ଗୁଇନ୍ଦାଗିରି କରୁଥିବା କହିଲେ ନୀତୀଶ କୁମାର

ପାଟନା : ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଜି ହିନ୍ଦୁସ୍ତାନ ଆବାମ ମୋର୍ଚ୍ଚା(ସେକ୍ୟୁଲାର) ପାର୍ଟିର ମୁଖ୍ୟ ଜିତନ ରାମ ମାଞ୍ଝୀଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି। ବିଜେପି ପାଇଁ ମାଞ୍ଝୀ ମହାଗଠବନ୍ଧନରେ ଥିବା ଦଳଗୁଡ଼ିକ ଗୁଇନ୍ଦାଗିରି କରୁଥିଲେ। ମହାଗଠବନ୍ଧନରୁ ସେ ବାହାରିଯିବା…

ବୁର୍ଖା ଖୋଲିବା ପରେ ପରୀକ୍ଷା ଦେବାକୁ ମିଳିଲା ଅନୁମତି; ବିବାଦରେ ମନ୍ତ୍ରୀଙ୍କ ମନ୍ତବ୍ୟ

ହାଇଦ୍ରାବାଦ : ହାଇଦ୍ରାବାଦର କେଭି ରଙ୍ଗା ରେଡ୍ଡୀ ଡିଗ୍ରୀ କଲେଜକୁ ଶୁକ୍ରବାର କିଛି ମୁସ୍‌ଲିମ ଛାତ୍ରୀ ପରୀକ୍ଷା ଦେବାକୁ ଆସିଥିଲେ। ସେମାନେ ସମସ୍ତେ ବୁର୍ଖା ପିନ୍ଧିଥିଲେ। ତେଣୁ ସେମାନଙ୍କୁ ପରୀକ୍ଷା ହଲ୍‌କୁ ପ୍ରବେଶ କରିବାକୁ ଅନୁମତି ମିଳି ନଥିଲା। ସେମାନଙ୍କୁ ବୁର୍ଖା…

ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମ୍‌କୋର୍ଟ ଗଲେ ପଶ୍ଚିମବଙ୍ଗ ସରକାର ଓ ରାଜ୍ୟ ନିର୍ବାଚନ କମିଶନ

କୋଲକାତା : ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମ୍‌ କୋର୍ଟ ଗଲେ ପଶ୍ଚିମବଙ୍ଗ ସରକାର ଓ ରାଜ୍ୟ ନିର୍ବାଚନ କମିଶନ। ପଞ୍ଚାୟତ ନିର୍ବାଚନରେ କେନ୍ଦ୍ରୀୟ ଫୋର୍ସ ମୁତୟନକୁ ନେଇ ପଶ୍ଚିମବଙ୍ଗ ସରକାରଙ୍କ ଏହି ପଦକ୍ଷେପ ଆଲୋଚନାର ବିଷୟ ହୋଇଛି। ସୂଚନା ମୁତାବକ…

ରାଜଧାନୀରେ ଅସମ୍ଭାଳ ତାତି, ୪୪ ଡିଗ୍ରୀ ଉପରେ ତାପମାତ୍ରା

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ୱରରେ ନିଆଁ ବର୍ଷୁଛି। ଆଜି ତାପମାତ୍ରା ୪୪ ଡିଗ୍ରୀ ଅତିକ୍ରମ କରିଛି। ତାତି ଏମିତି ହେଉଛି ଯେ ନା ଘରେ ବସି ହେଉଛି, ନା ବାହାରୁ ବାହାରି ହେଉଛି। ତା’ ଭିତରେ ମଝିରେ ମଝିରେ ବିଜୁଳି କାଟ…

ପୂର୍ବତନ ସାଂସଦ ଅନାଦି ଚରଣ ଦାସଙ୍କ ଦେହାନ୍ତ, ଲୋକସଭାକୁ ୫ଥର ହୋଇଥିଲେ ନିର୍ବାଚିତ

ଭୁବନେଶ୍ବର/ଯାଜପୁର/ଦଶରଥପୁର: ପୂର୍ବତନ ଲୋକସଭା ସାଂସଦ ଅନାଦି ଚରଣ ଦାସଙ୍କ ଆଜି ୯୨ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଭୁବନେଶ୍ବରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ସନ୍ଧ୍ୟାରେ ତାଙ୍କର ଦେହାନ୍ତ ହୋଇଥିବା ବିଶ୍ବସ୍ତ ସୂତ୍ରରୁ ଜଣାପଡ଼ିଛି। ସୂଚନାଯୋଗ୍ୟ ସ୍ବର୍ଗତ ଅନାଦି…

ପାଉରୁଟି କାରଖାନାରୁ ବିପୁଳ ପରିମାଣର ନକଲି ମଦ ଜବତ, ଗଂଜାମରୁ ବାହାର ଜିଲ୍ଲାକୁ ହେଉଥିଲା ଚାଲାଣ

ବ୍ରହ୍ମପୁର: ପାଉରୁଟି ଫ୍ୟାକ୍ଟ୍ରି ଭିତରେ ଚାଲିଥିଲା ନକଲି ମଦ କାରଖାନା। କାହାର ସନ୍ଦେହ ବି ନଥିଲା। ଏଠାରୁ ପ୍ରସ୍ତୁତ ନକଲି ମଦ ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନକୁ ଚାଲାଣ ହେଉଥିଲା। କୌଣସି ସୂତ୍ରରୁ ସୂଚନା ପାଇବା ପରେ ଆଜି ବ୍ରହ୍ମପୁର ବଡ଼ବଜାର…

ପୁରୀରେ ନକଲି ଅବଢ଼ା

ପୁରୀ: ମହାପ୍ରଭୁଙ୍କ ନାଁରେ ଭକ୍ତଙ୍କ ବିଶ୍ୱାସ ସହ ଖେଳ । ଶ୍ରୀମନ୍ଦିର ମହାପ୍ରସାଦ ନାଁରେ ପ୍ରସ୍ତୁତ ହେଉଛି ନକଲି ଅବଢ଼ା ।ଶ୍ରୀମନ୍ଦିରରେ ଯେପରି କୁଡ଼ୁଆରେ ଅନ୍ନ, ଡାଲି, ବେସର, ମହୁର, ଖଟା ପ୍ରସ୍ତୁତ ହୁଏ ଏହାର ଅବିକଳ ନକଲ କରାଯାଇଛି। ଚୋରଘର…

ଆଜିଠୁ ଆରମ୍ଭ ହେଲା `ମୋ ଘର’ ଆବେଦନ ପ୍ରକ୍ରିୟା

ରାଜ୍ୟର ସମସ୍ତ ଅଧିବାସୀଙ୍କ ପୂରଣ ହେବ `ପକ୍କା ଘର ସ୍ବପ୍ନ। ଆଜିଠୁ ଆରମ୍ଭ ହେଉଛି `ମୋ ଘର’ ଆବେଦନ ପ୍ରକ୍ରିୟା । rhodisha. gov. in/ moghara ଓ୍ବେବସାଇଟ ମାଧ୍ୟମରେ ଋଣ ପାଇବା ପାଇଁ ଆଗ୍ରହୀ ବ୍ୟକ୍ତି ଆବେଦନ କରୁଛନ୍ତି। ଓ୍ବେବସାଇଟରେ…