Month: June 2023

ବାହାନାଗା ଟ୍ରେନ ଦୁର୍ଘଟଣା : ଏସସିବିରେ ଆଖି ବୁଜିଲେ ଆଉ ଜଣେ ଆହତ

କଟକ : ବାହାନାଗା ଟ୍ରେନ ଦୁର୍ଘଟଣାରେ ଆଉ ଜଣେ ଆହତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଏବେ ଟ୍ରେନ ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା ୨୯୩କୁ ବୃଦ୍ଧି ପାଇଛି । ମୃତକଙ୍କ ନାଁ ହେଉଛି ମନୀଷ କୁମାର । ସେ…

ଟିକେଟ୍ କଟିବା ଭୟରେ ସବୁ ଚୁପ୍‌ : ତାରା ପ୍ରସାଦ ବାହିନିପତି

ଭୁବନେଶ୍ୱର: ରାଜ୍ୟରେ ସବୁ ତନ୍ତ୍ର ଚାଲିଛି କହିଲେ ତାରା ପ୍ରସାଦ ବାହିନିପତି । ୫ଟି ସଚିବ ଯଦି ଜିଲ୍ଲାକୁ ଜିଲ୍ଲା ବୁଲୁଛନ୍ତି ସେଥିପାଇଁ ମନ୍ତ୍ରୀ ଓ ବିଧାୟକ ଦାୟୀ । ସେମାନେ ସ୍ୱର ଉତ୍ତୋଳନ କରିବା ବଦଳରେ ଧନ୍ୟବାଦ ଦେଉଛନ୍ତି ।…

୫ଟି ସଚିବଙ୍କୁ ଜଗତସିଂହପୁରେ ବିରୋଧ

ଭୁବନେଶ୍ୱର: ୫ଟି ସଚିବଙ୍କ ଜଗତସିଂହପୁର ଜିଲ୍ଲା ଗସ୍ତକୁ ବିଜେପିର ବିରୋଧ । କଳା ବେଲୁନ ଉଡାଇବା ସହ କଳା ପୋଷାକ ପିନ୍ଧି ବିରୋଧ । ରାହାମାରେ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ କଳା ଗଞ୍ଜି ପିନ୍ଧି ବିରୋଧ । ପାରାଦ୍ୱିପ ଏଡିଏମ୍…

ମୁଖ୍ୟମନ୍ତ୍ରୀଙ୍କୁ ଗୃହବନ୍ଦୀ କରି ରଖୁଛନ୍ତି: ଲକ୍ଷ୍ମଣ ଟୁଡୁ

ଭୁବନେଶ୍ୱର: ୫ଟି ସଚିବଙ୍କ ଗସ୍ତକୁ ନେଇ ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଟାର୍ଗେଟ । ୫ଟି ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଗୃହବନ୍ଦୀ କରି ରଖୁଛନ୍ତି କହିଲେ ଟୁଡୁ । ଆଗାମୀ ଦିନରେ ଏକ ମିଡ୍‌ନାଇଟ୍ ଅପରେସନ କରିବାକୁ ଯାଉଛନ୍ତି । ସେ ବାରିପଦାରେ…

ବିଜେଡିର ଅନ୍ୟ ନାଁ ବିକାଶ : ଦେବୀ ମିଶ୍ର

ଭୁବନେଶ୍ୱର: ଫାଇଭ୍–ଟି ସଚିବଙ୍କ ପ୍ରସଙ୍ଗରେ ବିରୋଧୀଙ୍କ ଅଭିଯୋଗ । ବରିଷ୍ଠ ବିଜେଡି ନେତା ଦେବୀ ମିଶ୍ର କହିଛନ୍ତି, ବିରୋଧୀ ଲିଫଲେଟ୍ ବାଣ୍ଟନ୍ତୁ କି ଘର ଘର ବୁଲନ୍ତୁ । ଲୋକ ଜାଣିଛନ୍ତି ତାଙ୍କ ସୁଖ ଦୁଖରେ ସାଥୀ କିଏ ? ବିକାଶର…

ଜଗତସିଂହପୁର ଜିଲ୍ଲାରେ ୫ଟି ସଚିବ

ପାରାଦୀପ: ଆଜି ୫ଟି ସଚିବ ଭି.କେ ପାଣ୍ଡିଆନ ୨ ଦିନିଆ ଜଗତସିଂହପୁର ଜିଲ୍ଲା ଗସ୍ତରେ ଆସି ଆଜି ପୁର୍ବାହ୍ନ ୯ରେ ଏରସମା ବ୍ଳକ ଅନ୍ତର୍ଗତ ଶିଆଳି ସମୁଦ୍ର ବେଳାଭୂମୀ ନିକଟରେ ହେଲିକ୍ୟାପ୍ଟର ଯୋଗେଁ ଓହ୍ଲାଇବା ଥିଲେ । ଏରସମାର ଶିଆଳୀ ସମୁଦ୍ରବେଳାଭୂମୀରେ…

ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ ପଦ ଛାଡ଼ିଲେ ସୁବ୍ରତ ବାଗଚି

ଭୁବନେଶ୍ୱର: ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ ପଦ ଛାଡ଼ିଛନ୍ତି ସୁବ୍ରତ ବାଗଚୀ । ଏନେଇ ସୁବ୍ରତ ବାଗଚୀ ଗୁରୁବାର ଟ୍ୱିଟ୍ କରି ଲେଖିଛନ୍ତି, ୭ ବର୍ଷର ଗୌରବମୟ ଯାତ୍ରା ପରେ ବ୍ୟକ୍ତିଗତ କାରଣ ପାଇଁ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ…

ରଥଉପରେ ଶ୍ରୀଜିଉଙ୍କ ସୁନାବେଶ, ରାତି ୧୨ଟା ପର୍ଯ୍ୟନ୍ତ ଦେବେ ଦର୍ଶନ

ପୁରୀ : ଆଷ‌ାଢ଼ ଶୁକ୍ଳ ଏକାଦଶୀ ତିଥିରେ ବଡ଼ଦାଣ୍ଡରେ ବିରାଜମାନ ତିନିରଥ ଉପରେ ମହାପ୍ରଭୁ ସୁନାବେଶ(ବଡ଼ତଢ଼ାଉ ବେଶ)ରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ମହାପ୍ରଭୁଙ୍କ ଏହି ବିରଳ ବେଶ ଦର୍ଶନ କରି ଲକ୍ଷାଧିକ ଭକ୍ତ ନିଜକୁ ଧନ୍ୟ ମନେ କରିଛନ୍ତି। ପ୍ରଶାସନ ପକ୍ଷରୁ…

ବିନା ଲାଭରେ ଭାରତକୁ ପ୍ରିଡେଟର ଡ୍ରୋନ ଯୋଗାଇବ ଆମେରିକା

ନୂଆଦିଲ୍ଲୀ : ବିଶ୍ବର ସବୁଠାରୁ ଘାତକ ଡ୍ରୋନ ପ୍ରିଡେଟର ବା ଏମକ୍ୟୁ୯ବି ଡ୍ରୋନ ଡିଲକୁ ନେଇ କଂଗ୍ରେସ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରୁଛି । ଅତି ଚଢା ଦରରେ ଡିଲ୍ ହୋଇଥିବା କଂଗ୍ରେସ ଅଭିଯୋଗ କରୁଥିବାବେଳେ ସରକାର ତାହାକୁ ଖଣ୍ଡନ କରିଛନ୍ତି…

ନୀତୀଶ କୁମାର ପ୍ରଧାନମନ୍ତ୍ରୀ ହେବା ପାଇଁ କଂଗ୍ରେସ ଦ୍ୱାରରେ ଯାଇ ବସିଛନ୍ତି: ଅମିତ ଶାହ

ପାଟନା: ‘ପଲଟୁ ରାମ’ କହି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଟାର୍ଗେଟ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା। ଲଖିସରାୟରେ ହୋଇଥିବା ସାଧାରଣ ସଭାରେ ଅମିତ ଶାହା ଯୋଗ ଦେଇ ନୀତୀଶ କୁମାରଙ୍କୁ ‘ପଲଟୁ ରାମ’ ବୋଲି କହିିଥିବା ଜଣାପଡ଼ିଛି। ମୋଦୀ…