ଆଇଏମ୍ଏଫର ଆକଳନ: ଚୀନ୍, ଯୁକ୍ତରାଷ୍ଟ୍ର ଆମେରିକାର ଜିଡିପିକୁ ପଛରେ ପକାଇପାରେ ଭାରତ
ନୂଆଦିଲ୍ଲୀ : ଚୀନ୍, ଯୁକ୍ତରାଷ୍ଟ୍ର ଆମେରିକା ପରି ବିକାଶଶୀଳ ଦେଶଙ୍କ ଜିଡିପି ଅଭିବୃଦ୍ଧିକୁ ପଛରେ ପକାଇପାରେ ଭାରତ। ଆର୍ଥିକ ବର୍ଷ ୨୦୨୩-୨୪ରେ ଭାରତର ଜିଡିପି(GDP) ଦେଖାଇପାରେ ଏପରି ଚମତ୍କାର। ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି(IMF) ଏହାର ଇକୋନୋମିକ୍ ଆଉଟ୍ଲୁକ୍ ରିପୋର୍ଟରେ ଏଭଳି କିଛି…