Month: June 2023

ବିଦ୍ୟୁତ୍ କାଟର ପ୍ରତିବାଦରେ ଶକ୍ତିମନ୍ତ୍ରୀଙ୍କ ଘର ଆଗରେ ବିକ୍ଷୋଭ ପ୍ରଦର୍ଶନ କଲା ଛାତ୍ର କଂଗ୍ରେସ

ଭୁବନେଶ୍ବର: ରାଜ୍ୟରେ ବିଦ୍ୟୁତ୍ କାଟ ବିରୋଧରେ ଶକ୍ତିମନ୍ତ୍ରୀଙ୍କ ଘର ଆଗରେ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଅଘୋଷିତ ବିଦ୍ୟୁତ କାଟକୁ ବିରୋଧ କରି ହାତରେ ବିଞ୍ଚଣା ଓ ଲଣ୍ଠନ ଧରି ବିକ୍ଷୋଭ କରୁଛି ଛାତ୍ର କଂଗ୍ରେସ । ଅସହ୍ୟ…

କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ବିରୁଦ୍ଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଲେ ଓଡ଼ିଆ ଗାୟିକା

କଟକ: ବଲିଉଡ ତଥା ଓଲିଉଡ କଣ୍ଠଶିଳ୍ପୀ ସୌରୀନ ଭଟ୍ଟଙ୍କ ବିରୁଦ୍ଧରେ ଜଣେ ଓଡ଼ିଆ ଗାୟିକା ମହିଳା ଥାନାରେ ଏତଲା ଦେଇଥିବା ଜଣାଯାଇଛି। ପୀଡ଼ତା ପ୍ରଲୋଭନ ଦେଖାଇ ବିବାହ ପ୍ରତିଶ୍ରୁତି, ପ୍ରତାରଣା, ନିର୍ଯାତନା ଓ ଶୋଷଣ କରିବା ନେଇ ଅଭିଯୋଗ କରିଛନ୍ତି କଣ୍ଠଶିଳ୍ପୀ।…

ବିଜୁଳି କାଟ ସମସ୍ୟା ନେଇ ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ବିଜୁଳି କାଟ ସମସ୍ୟା ନେଇ ଆଜି ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ବିଜୁଳି କାଟ ସମସ୍ୟାକୁ ଦୂର କରିବା ପାଇଁ ତତକାଳ ପଦକ୍ଷେପ ନେବା ପାଇଁ ଶକ୍ତି ବିଭାଗ ଓ ବିଦ୍ୟୁତ ବିତରଣ କମ୍ପାନୀଙ୍କୁ ନିର୍ଦ୍ଦେଶକ ଦେଇଛନ୍ତି…

ପୁଅର ଠେଙ୍ଗା ମାଡ଼ରେ ବାପା ମୃତ, ମା ଆହତ; ଅଭିଯୁକ୍ତ ଥାନାରେ ଅଟକ

ଦେବଗଡ଼: ମଦ୍ୟପ ପୁଅର ଉନ୍ମତ୍ତ କାଣ୍ଡ। ପୁଅର ଠେଙ୍ଗା ମାଡ଼ରେ ବାପାର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଘଟିଛି ଦେବଗଡ଼ ଜିଲ୍ଲା ଲଇମୁରା ଥାନା ଅନ୍ତର୍ଗତ ଭାଲୁଗୁହା ଗ୍ରାମରେ। ମୃତକ ହେଲେ ଗୁରୁ ଚରଣ କିସାନ(୫୦)। ଅଭିଯୁକ୍ତ ପୁଅକୁ ଥାନାରେ ଅଟକ…

ଶ୍ରୀମନ୍ଦିର ପରିଚାଳନା କମିଟିରେ ୨୬୨ କୋଟି ଖର୍ଚ୍ଚ ବଜେଟ ପାରିତ

ପୁରୀ : ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ଆଉ ମାତ୍ର ସପ୍ତାହେ ଥିବା ବେଳେ ଆଜି ନୀଳାଦ୍ରୀ ଭକ୍ତନିବାସରେ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧକ୍ଷତାରେ ବସିଥିବା ପରିଚାଳନା କମିଟି ବୈଠକରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ୍ ପାରିତ ହୋଇଛି। ଏଥିସହ…

ଡଚ୍‌ ୟୁ-ଟ୍ୟୁବରଙ୍କୁ ଭାରତରେ ଅସଦାଚରଣ, ହାତ ଟାଣି ଠେଲାପେଲା କଲେ ଦୋକାନୀ

ବେଙ୍ଗାଲୁରୁ : ନିଜ ୟୁ-ଟ୍ୟୁବ୍‌ ଚ୍ୟାନେଲର ସୁଟିଂ ପାଇଁ ଭାରତ ଆସିଥିବା ଜଣେ ଡଚ୍‌ ୟୁ-ଟ୍ୟୁବର ଏଠାରେ ଖରାପ ଅନୁଭୂତି ସାଉଣ୍ଟିଛନ୍ତି। ନିଜ ଭିଡିଓ ସୁଟ୍‌ କରୁଥିବା ବେଳେ ଜଣେ ସ୍ଥାନୀୟ ଦୋକାନୀ ତାଙ୍କ ହାତକୁ ଧରି ଟଣାଓଟା କରିଛନ୍ତି। ଏଥିସହ…

ଅନଲାଇନ ଗେମ ଜରିଆରେ ଧର୍ମାନ୍ତରୀକରଣ! ୨୩ ବର୍ଷୀୟ ଯୁବକ ଗିରଫ

ମୁମ୍ବାଇ : ବିଭିନ୍ନ ଅନଲାଇନ ଗେମ ଜରିଆରେ ଧର୍ମ ବଦଳାଇବା କାମ କରୁଥିବା ଗୋଟିଏ ଗ୍ୟାଙ୍ଗର ପର୍ଦ୍ଦାଫାସ ମହାରାଷ୍ଟ୍ରରେ ହୋଇଛି। ଏହି ଘଟଣାରେ ପୁଲିସ୍‌ ମୁମ୍ବାଇ ଉପକଣ୍ଠରୁ ଜଣେ ୨୩ ବର୍ଷୀୟ ଯୁବକଙ୍କୁ ଗିରଫ କରିଛି। ଗିରଫ ପରେ ଥାନେ କୋର୍ଟ…

ସହକାରୀ ଇଂଜିନିୟରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କଟକ: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କଟକ ସଦର ବ୍ଳକ ସହକାରୀ ଯନ୍ତ୍ରୀ ବିକାଶ ଚନ୍ଦ୍ର ଭୂୟାଁଙ୍କ ଘର ସମେତ ମୋଟ ୪ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ଉ ଚାଲିଛି। କଟକର ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ସର୍ଚ୍ଚ ଓ୍ବାରେଣ୍ଟ…

ବାହାନଗା ଟ୍ରେନ ଟ୍ରାଜେଡି ଘଟଣାରେ CBIର ତନାଘନା, ୫ ଅଭିଯୁକ୍ତକୁ ଚାଲିଛି ଜେରା

ବାଲେଶ୍ୱର: ବାହାନଗା ଟ୍ରେନ ଟ୍ରାଜେଡି ଘଟଣାରେ CBIର ତନାଘନା । ଦୁର୍ଘଟଣାର ୧୦ ଦିନ ପରେ ଗତକାଲି ଆସିଷ୍ଟାଣ୍ଟ ଷ୍ଟେସନ୍‌ ମାଷ୍ଟରଙ୍କ ସମେତ ରେଳ ବିଭାଗର ୫ ଜଣଙ୍କୁ ଉଠାଇ ନେଇଛି CBI । ସମସ୍ତଙ୍କୁ ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା…

ସେଣ୍ଟ୍ରାଲ କୋ ଅପରେଟିଭ ବ୍ୟାଙ୍କ ସହାୟକକଙ୍କ ଘରେ ଭିଜିଲାନ୍ସ ରେଡ଼୍‌

ନୂଆପଡ଼ା: ଓଡ଼ିଶା ଭିଜିଲାନ୍ସ ଜାଲରେ ଭବାନୀପାଟଣା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ କୋମନା ଶାଖାର ବ୍ୟାଙ୍କିଙ୍ଗ ଆସିଷ୍ଟାଣ୍ଟ ପ୍ରଦୀପ କୁମାର ଚନ୍ଦ୍ରକର। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ନୂଆପଡ଼ା ଜିଲ୍ଲା କୋମନା ଶାଖାର ବ୍ୟାଙ୍କିଙ୍ଗ ଆସିଷ୍ଟାଣ୍ଟ ପ୍ରଦୀପ…