Month: June 2023

ଭେଣ୍ଡିଆ ପୁଅର ଶବ ନେବାକୁ ବିହାରରୁ ଦୌଡିଆସିଛି ବୁଢୀ ମା’

ଭୁବନେଶ୍ୱର: ମାଆଟି ଆଖିରେ ଆଖିଏ ଲୁହ । କେତେବେଳେ ସେ ଲୁହ ଆଖିରେ ଆଖିରେ ଶୁଖିଯାଉଛି ତ, ଆଉ କେତେବେଳେ ଅମାନିଆ ହୋଇ ବୋହି ଆସୁଛି ଗାଲ ପାଖକୁ । ଲୁହକୁ କାନିରେ ପୋଛି ଦେଇ ପୁଣି ଗାଲରେ ହାତଦେଇ କୋହ…

ଏସସିବି ମେଡିକାଲରେ ଦୁଇଦିନ ହେବ ସ୍ୱାମୀ ଗୋପାଳ ହେମ୍ବ୍ରମକୁ ଖୋଜୁଛନ୍ତି ପତ୍ନୀ ରୁପା

କଟକ: ଏସସିବି ମେଡିକାଲରେ ଦୁଇଦିନ ହେବ ସ୍ୱାମୀ ଗୋପାଳ ହେମ୍ବ୍ରମକୁ ଖୋଜୁଛନ୍ତି ପଶ୍ଚିମବଙ୍ଗର ରୁପା ହେମ୍ବ୍ରମ। ସାନ୍ତରାଗାଛି ଜଙ୍କସନରୁ ଚେନ୍ନାଇ ଯାତ୍ରା କରୁଥିବା ବେଳେ କରମଣ୍ଡଳ ଏକ୍ସପ୍ରେସ ବାହାନଗାଠାରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଦୁର୍ଘଟଣା ଖବର ପାଇ ସ୍ତ୍ରୀ ଓ ପରିବାର…

SCBରେ ତିନିଦିନ ପରେ ଏକାଠି ହେଲେ ନବ ଦମ୍ପତି

ଟ୍ରେନ୍‌ ଦୁର୍ଘଟଣାରେ ବିଛେଦ ପରେ ମିଳନ । ୫ ଦିନ ପରେ ଏକାଠି ହେଲେ ପଶ୍ଚିମବଙ୍ଗର ନବ ବିବାହିତା ଦମ୍ପତି । କରମଣ୍ଡଳ ଟ୍ରାଜେଡିର ୩ ଦିନ ପୂର୍ବରୁ ସେମାନଙ୍କର ହାତଗଣ୍ଠି ପଡ଼ିଥିଲା । ଗତ ୩୧ ତାରିଖରେ ଉଭୟଙ୍କ ବିବାହ…

ବାହାନଗା ରେଳ ଦୁର୍ଘଟଣାରେ ଆସାମର ମୂଷା ଶେଖ୍‌ ନିଖୋଜ

ଭୁବନେଶ୍ୱର: ବାହାନଗା ଟ୍ରେନ ଟ୍ରାଜେଡି ନେଇଛି ୨୮୮ ଜୀବନ । ବର୍ତ୍ତମାନ ସୁଦ୍ଧା ୨୦୫ ମୃତଦେହ ଚିହ୍ନଟ ହୋଇ ହସ୍ତାନ୍ତର କରାଯାଇଛି । ବାକି ୮୩ ମୃତଦେହ ହସ୍ତାନ୍ତର ହୋଇନାହିଁ । ସମସ୍ତ ମରଶରୀର ଏବେ ଭୁବନେଶ୍ୱର ଏମ୍‌ସରେ ସଂରକ୍ଷିତ କରି…

ବାଲେଶ୍ୱର ରେଳ ଦୁର୍ଘଟଣା: ଓଡ଼ିଶାରେ ମୃତକଙ୍କ ପରିବାରର ଜଣଙ୍କୁ ଚାକିରି ଓ ପିଲାଙ୍କୁ ମାଗଣା ଶିକ୍ଷା ଦେବ କିଟ୍‍

ଭୁବନେଶ୍ୱର: ବାଲେଶ୍ୱର ବାହାନଗାଠାରେ ଘଟିଥିବା ଶତାବ୍ଦୀର ସବୁଠାରୁ ଦୁଃଖଦ ରେଳ ଦୁର୍ଘଟଣାରେ ଓଡ଼ିଶାର ମୃତକଙ୍କ ପରିବାରର ଜଣେ ଯୋଗ୍ୟ ବ୍ୟକ୍ତି ଓ ତାଙ୍କ ପରିବାରର ପିଲାଙ୍କୁ କିଟ୍ ରେ ମାଗଣା ଶିକ୍ଷା ଦାନ ଦେବାକୁ ବୁଧବାର ଘୋଷଣା କରିଛି କିଟ୍‍ ।…

ବାହାନଗାରେ ସିବିଆଇ ଟିମ୍‌: କିଛି ଅଧିକାରୀଙ୍କ ମୋବାଇଲ ଫୋନ ସିଜ୍‌

ବାଲେଶ୍ବର: ବାହାନଗାରେ ସିବିଆଇ ଟିମ୍‌ । ଦ୍ୱିତୀୟ ଦିନରେ ଦୁର୍ଘଟଣାସ୍ଥଳ ବାହାନଗା ବଜାର ଷ୍ଟେସନରେ କେନ୍ଦ୍ରୀୟ ତଦନ୍ତକାରୀ ଟିମ୍‌ ଖୋଳତାଡ କରୁଛି । ଟେକ୍ନିକାଲ ଓ ଫୋରେନସିକ୍‌ ଟିମ୍‌ ଯାଞ୍ଚ କରୁଛନ୍ତି । ପ୍ୟାନେଲ୍‌ ରୁମ୍‌ରୁ ଆଜି ଖୋଳତାଡ ଆରମ୍ଭ ହୋଇଛି…

ଏଏସିଏଫ୍ ମୌମ୍ୟରଂଜନ ମୃତ୍ୟୁ ମାମଲା: ହାଇକୋର୍ଟ ଗଲେ ପତ୍ନୀ ବିଦ୍ୟା ଓ ତତ୍‌କାଳୀନ ଡିଏଫଓ

ଏସିଏଫ ସୌମ୍ୟରଂଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେରେ ନିମ୍ନ ଅଦାଲତଙ୍କ ନିର୍ଦ୍ଦେଶକୁ ଚାଲେଞ୍ଜ କରି ତାଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ଓ ତତ୍କାଳୀନ ପାରଳାଖେମୁଣ୍ଡି ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଉଭୟ ହାଇକୋର୍ଟରେ ପୃଥକ ପୃଥକ ମାମଲା ଦାୟର…

ଯାଜପୁରରୋଡରେ ମାଲବାହୀ ଟ୍ରେନ୍‌ ମାଡ଼ିଯିବାରୁ ୬ ଶ୍ରମିକ ମୃତ

ଯାଜପୁର: ବାହାନଗା ଟ୍ରେନ୍‌ ଦୁର୍ଘଟଣା ମନରୁ ଲିଭି ନଥିବା ବେଳେ ବୁଧବାର ଅପରାହ୍‌ଣରେ ରାଜ୍ୟରେ ପୁଣି ଏକ ଅଘଟଣ ଘଟିଛି। ଯାଜପୁର-କେନ୍ଦୁଝରରୋଡ ଷ୍ଟେସନ୍‌ରେ ଟ୍ରେନ୍‌ ମାଡ଼ିଯିବାରୁ ୬ ଜଣ ଲୋକଙ୍କର ମୃତ୍ୟୁ ହୋଇଛି। ଏହି ଅଘଟଣ ଯୋଗୁଁ ଅନ୍ୟ ୨ ଜଣ…

ସହକାରୀ ଯନ୍ତ୍ରୀ ସଞ୍ଜୟ ବେହେରା ଗିରଫ

ସୁନ୍ଦରଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ସଞ୍ଜୟ ବେହେରାଙ୍କୁ ଗିରଫ କରିଛି ଭିଜିଲାନ୍ସ। ସଞ୍ଜୟ ବେହେରା ତାଙ୍କ ଆୟଠାରୁ ୩୩୩% ଅଧିକ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲି ଭିଜିଲାନ୍ସ…

ଜୁନ୍‌ ୮ ତାରିଖ ଅପରାହ୍‌ଣ ୪ଟାରେ ପ୍ରକାଶ ପାଇବ କଳା ପରୀକ୍ଷା ଫଳ

ଭୁବନେଶ୍ବର: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର ଆସିଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦ୍ବାଦଶ ଶ୍ରେଣୀ(ଯୁକ୍ତ୨) ୨ କଳା ଏବଂ ଧନ୍ଦାମୂଳକ ପରୀକ୍ଷା ଫଳ ଜୁନ୍‌ ୮ ତାରିଖ ଦିନ ପ୍ରକାଶ ପାଇବ। ଏହି ପରୀକ୍ଷା ଫଳ ଅପରାହ୍ନ…