ଗବୋନରେ ଫସିଛନ୍ତି ୪ ଓଡ଼ିଆ; ଉଦ୍ଧାର ପାଇଁ ବୈଜୟନ୍ତଙ୍କ ଉଦ୍ୟମ
ଭୁବନେଶ୍ବର : ଗବୋନ (ମଧ୍ୟ ଆଫ୍ରିକା)ରେ ଫସିଥିବା ୪ ଓଡ଼ିଆ ଯୁବକଙ୍କୁ ଉଦ୍ଧାର କରି ଭାରତ ଫେରାଇ ଆଣିବା ପାଇଁ ସେଠାରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଚିଠି ଲେଖି ନିବେଦନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା।…